Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ୧୩ ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ହେବ ଜାରି ରହିଛି କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି ବର୍ଷା ଓ ପବନ । ଏହି ସମୟରେ ତାପମାତ୍ରାରେ ହ୍ରାସ ଥିବାବେଳେ କିନ୍ତୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ…

ବିଲ୍ଡରଙ୍କ ଠାରୁ ଲାଞ୍ଚ ନେଇ ୨ ପୋଲିସ ନିଲମ୍ବିତ

ସମ୍ବଲପୁର:ଜଣେ ନିର୍ମାଣକାରୀଙ୍କଠାରୁ ଲାଞ୍ଚ ନେବା ଅଭିଯୋଗରେ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶରେ ଦୁଇ ପୋଲିସ ଅଧିକାରୀଙ୍କୁ ନିଲମ୍ବିତ ହୋଇଛନ୍ତି । ମଙ୍ଗଳବାର  ସମ୍ବଲପୁର ଟାଉନଥାନାର ପୂର୍ବତନ ଥାନା ଅଧିକାରୀ ରଞ୍ଜନ ବିଶ୍ବାଳ ଓ ସବ ଇନସ୍ପେକ୍ଟର ଅଭିଷେକ ପ୍ରଧାନ ସସପେଣ୍ଡ ହୋଇଛନ୍ତି…

ମଞ୍ଚେଶ୍ୱରରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ; ପଡ଼ିଛି ରକ୍ତ ଛିଟା,ପୋଲିସର ଛାନଭିନ

ଭୁବନେଶ୍ବର: ମଙ୍ଗଳବାର ରାତିରେ ଜଣେ ଯୁବକଙ୍କୁ ପ୍ରାଣାନ୍ତକ ଆକ୍ରମଣ କରାଯାଇଛି। ମଞ୍ଚେଶ୍ବର ଶିଳ୍ପାଞ୍ଚଳରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଯୁବକଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି ପୋଲିସ । ଗୁରୁତର ଯୁବକ ହେଲେ ରୁଦ୍ର ପାତ୍ର। ସେ ଏକ କଲେଜର ଛାତ୍ର। ରାଜଧାନୀ ଭୁବନେଶ୍ୱରର…

ମାଳଦ୍ଵୀପ ସାରସ ୱାର୍ଲ୍ଡ ଏକ୍ସ ପୋ ରେ ଝଲସିବ ୭ଟି ଓଡ଼ିଶା ଏସଏଚଜି ଉତ୍ପାଦ

ଭୁବନେଶ୍ୱର: ଚଳିତ ବର୍ଷ ମାଳଦ୍ଵୀପ ସାରସ ୱାର୍ଲଡ ଏକ୍ସ ପୋ ୨୦୨୫ରେ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରାଳୟ ପକ୍ଷରୁ 'ଏକ ଜିଲ୍ଲା ଏକ ଉତ୍ପାଦ' (ଓଡିଓପି) ଅଧୀନରେ ଭାରତର ବିଶେଷ ଉତ୍ପାଦଗୁଡିକ ସ୍ଥାନ ପାଇବାକୁ ଯାଉଛି। ସମଗ୍ର ଦେଶରୁ ସ୍ବୟଂ ସହାୟକ ଗୋଷ୍ଠୀ ଦ୍ଵାରା ପ୍ରସ୍ତୁତ 'ଏକ ଜିଲ୍ଲା ଏକ…

ଦୁଃସାହସିକ ପର୍ଯ୍ୟଟନର ହେବ ବିକାଶ; ସାତକୋଶିଆରେ ରାଫ୍ଟିଙ୍ଗ, ହୀରାକୁଦରେ ଉଡିବ..

ଭୁବନେଶ୍ବର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଓଡିଶା ଦୁଃସାହସିକ ପର୍ଯ୍ୟଟନ ନିର୍ଦ୍ଦେଶାବଳୀ-୨୦୨୫ (Odisha Adventure Tourism Guidelines-2025)କୁ ଚୁଡାନ୍ତ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

ପ୍ରମୁଖ ପ୍ରତିରକ୍ଷା ପ୍ରତିଷ୍ଠାନକୁ ଉନ୍ନତ ବିଜୁଳି ସେବା ଯୋଗାଉଛି ଟିପିଏସ୍ଓଡିଏଲ୍; ୩୩ କେଭି ଲାଇନରେ ବାର୍ଡ ଗାର୍ଡ…

ବ୍ରହ୍ମପୁର: ଟିପିଏସ୍ଓଡିଏଲ୍ ପକ୍ଷରୁ ଗୋପାଳପୁର ସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜକୁ ସଂଯୋଗ ହୋଇଥିବା ୩୩ କେଭି ବିଦ୍ୟୁତ ଲାଇନର ଉନ୍ନତିକରଣ କରାଯାଇଛି। ଯାହା ଫଳରେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଅନୁଷ୍ଠାନକୁ ଭରସାଯୋଗ୍ୟ ବିଜୁଳି ଯୋଗାଣ ହୋଇପାରିବ। ଓଡ଼ିଶା ଉପକୂଳରେ ଥିବା…

ଅପହୃତ୍ ଟ୍ରେଡର କେନ୍ଦ୍ରାପଡ଼ାରୁ ଉଦ୍ଧାର, ୭ ଅଭିଯୁକ୍ତ ଗିରଫ

କଟକ: ଜଣେ ବ୍ୟବସାୟୀଙ୍କ ଅପହରଣ ମାମଲାକୁ ତଦନ୍ତ କରି ମାତ୍ର ଦୁଇ ଦିନ ମଧ୍ୟରେ ପିଡୀତଙ୍କୁ ଉଦ୍ଧାର କରିଛି ପୋଲିସ। ଏଥିରେ ସଂପୃକ୍ତ ଥିବା ମୋଟ ୭ ଜଣ ଅପରାଧୀଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାରୁ ଗିରଫ କରିଛି। ଅପହୃତ୍ ବ୍ୟକ୍ତିଙ୍କ ନାମ ସୌମ୍ୟରଞ୍ଜନ ଏବଂ ତାଙ୍କ ବୟସ ୩୧ ବର୍ଷ ବୋଲି…

ଲାଞ୍ଚ ନେଇ ଫସିଲେ ଡେପୁଟି ରେଞ୍ଜର ଅସିତ ପଟ୍ଟନାୟକ

ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲା ବନ ବିଭାଗ ଅଧୀନରେ ଥିବା ବିସ୍ରା ଫରେଷ୍ଟ ଡିଭିଜନର ଡେପୁଟି ରେଞ୍ଜର ଅସିତ ପଟ୍ଟନାୟକଙ୍କୁ ମଙ୍ଗଳବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ୧୮,୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଗିରଫ କରିଛନ୍ତି। ସେ ଏପ୍ରିଲ ମାସର ସରକାରୀ କାର୍ଯ୍ୟ…

ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ

ଭୁବନେଶ୍ଵର: ଆସନ୍ତାକାଲି ଅର୍ଥାତ୍ ମେ ୨୧ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ। ଆସନ୍ତାକାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ଦିଆଯାଇଛି। ସିଏଚଏସଇର ସୂଚନା ଅନୁଯାୟୀ, ଏକାସହ +୨ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ…

ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ବର: ବଢିଲା ଯୁକ୍ତ ୩ ନାମଲେଖା ଆବେଦନ । ଆଜି ଆବେଦନର ଶେଷ ତାରିକ ଥିବାବେଳେ, ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି କରିଛନ୍ତି । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାରେ କୁହାଯାଇଛି ଯେ, ଯେଉଁମାନେ…