Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାର୍ଡ ଫ୍ଲୁ: କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ

ଭୁବନେଶ୍ୱର: ବାର୍ଡ ଫ୍ଲୁ ପାଇଁ କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ l ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ l ଏ ପର୍ଯ୍ୟନ୍ତ ୩୦ ହଜାର କୁକୁଡ଼ାଙ୍କୁ ମରାଯାଇଛି l କ୍ଷତିଗ୍ରସ୍ତ କୁକୁଡ଼ା ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଯୋଜନା ହେଉଛି l ଛୋଟ…

ଇ-କେୱାଇସି ଯାଞ୍ଚ ପରେ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର: ରାସନ କାର୍ଡକୁ ଯାଇ ଆସିଲା ବଡ଼ ଖବର। ଇ-କେୱାଇସି ଯାଞ୍ଚ ପରେ ନୂଆ ରାସନ କାର୍ଡ ମିଳିବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ବୁଧବାର ଗୃହରେ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି, ଆବେଦନ କରିଥିବା ହିତାଧିକାରୀ ନୂଆ ରାସନ…

ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ

କଟକ: ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ଶୁଣାଣି ହୋଇଛି । ଏହି ଘଟଣାରେ ୯ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଣି ହୋଇଛି । ହେଲେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହୋଇଛି । ସାଲେପୁରର ଅତିରିକ୍ତ ଦୌରାଜଜ ଏହି ଦଣ୍ଡାଦେଶ ଶୁଣାଇଛନ୍ତି । ସୂଚନାଯୋଗ୍ୟ,…

ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା,କାହାକୁ ମିଳିବ କେତେ ଟଙ୍କା ?

ଭୁବନେଶ୍ୱର: ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା। ବିଧାନସଭାରେ କୃଷି ମନ୍ତ୍ରୀ କେଭି ସିଂହଦେଓ ଦେଲେ ସୂଚନା। ବର୍ଷକୁ ୨ଟି କିସ୍ତିରେ ମିଳିବ ଦୁଇ ହଜାର ଲେଖାଏଁ ୪ ହଜାର ଟଙ୍କା। ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ମିଳିବ ୧୨,୫୦୦ ଟଙ୍କା। ନୂଆ ସାମିଲ ପାଇଁ ସିଏମ୍…

ମଣିଷକୁ ଡେଇଁଲା କି ବାର୍ଡ ଫ୍ଲୁ, ୨ ଜଣ ସନ୍ଦିଗ୍ଧ ଚିହ୍ନଟ

ଭୁବନେଶ୍ୱର: କୁକୁଡା ପରେ ଏବେ ମଣିଷକୁ ବାର୍ଡ ଫ୍ଲୁ ଡେଇଁଛି। ୨ ଜଣ ବାର୍ଡ ଫ୍ଲୁ ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ବୋଲି କହି ହେବନି। ଲକ୍ଷଣ ଥିବା ୨ ଜଣଙ୍କ ନମୁନା ଆରଏମଆରସିକୁ ପରୀକ୍ଷା ପାଇଁ ପଠାଯାଇଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ରଙ୍କ ପକ୍ଷରୁ ବୁଧବାର…

ବିପର୍ଯ୍ୟୟ ବେଳର ହିରୋ ଓଡ଼ିଶା ପୋଲିସର ସର୍ଚ୍ଚ ଆଣ୍ଡ ରେସ୍କ୍ୟୁ ଡଗ୍ ‘ଷ୍ଟର୍ମ’

ବ୍ରହ୍ମପୁର: ଜୁଲାଇ ୩୦ ରାତିରେ ୱାୟନାଡରେ ଭୟଙ୍କର ଭୂସ୍ଖଳନ ପରେ ମାଟିତଳୁ ନିଖୋଜ ବ୍ୟକ୍ତିଙ୍କ ସନ୍ଧାନ ପାଇଁ ୱାୟନାଡ୍ ଯାଇ ଅଗଷ୍ଟ ୬ ତାରିଖରେ ରେସ୍କ୍ୟୁ ଅପରେସନରେ ସାମିଲ ହୋଇଥିଲା ସନ୍ଧାନୀ କୁକୁର। ନାଁ ତାର ଷ୍ଟର୍ମ। ତା ସାଙ୍ଗରେ ଥିଲେ ବ୍ରହ୍ମପୁର ପୋଲିସ ଜିଲ୍ଲାର ୫ ଜଣ ପୋଲିସ…

କମୁଛି ଜଳସ୍ତର, ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୧୨ଟି ଗେଟ୍

ସମ୍ବଲପୁର: ବନ୍ଦ ହେଲା ହୀରାକୁଦର ୧୨ଟି ଗେଟ୍‌ । ବର୍ତ୍ତମାନ ମୋଟ ୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ହୀରାକୁଦକୁ ଜଳ ପ୍ରବେଶ କମୁଥିବାରୁ ବନ୍ଦ କରାଗଲା ଗେଟ୍‌ । ଖବର ମୁତାବକ, ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଜଳ ସ୍ତର ବଢିବାରେ ଲାଗିଥିଲା । ଯାହାକୁ ନେଇ ଗତ…

ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଧଉରାପାଲି ଗାଁରେ ଅଭାନୀୟ ଘଟଣା । ସେପଟିକ୍ ଟ୍ୟାଙ୍କ ଗ୍ୟାସରେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଅନ୍ୟ ଜଣେ ପୁରୁଷ ଥିବା ସୂଚନା ମିଳିଛି । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଶି ସେଟ୍ରିଂ ଖୋଲିବା…

ପ୍ରଶିକ୍ଷଣ କେନ୍ଦ୍ରରେ ଛୁଆ ହାତୀ ‘ମାମା’ର ମୃତ୍ୟୁ, କାରଣ ଅସ୍ପଷ୍ଟ

ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ ଚନ୍ଦକାର ଡମପଡ଼ା କୁମାରଖୁଣ୍ଟି ହାତୀ ପ୍ରଶିକ୍ଷଣ କେନ୍ଦ୍ରରେ ଛୁଆ ମାଈ ହାତୀ 'ମାମା'ର ମୃତ୍ୟୁ ଘଟିଛି । ୭ ବର୍ଷର ହାତୀ ଛୁଆ ମୃତ୍ୟୁକୁ ନେଇ ସୂଚନା ଦେଇଛନ୍ତି ଡିଏଫଓ । ତେବେ ହାର୍ପିସ୍‌‌ ଭୂତାଣୁ ଆକ୍ରାନ୍ତରେ 'ମାମା'ର ମୃତ୍ୟୁ ହୋଇଥିବା ସନ୍ଦେହ…

ଓଡ଼ିଶା ସରକାରଙ୍କ ସତ୍ୟପାଠ: ବଜେଟରେ ପାଣ୍ଠି ବରାଦ ହୋଇଛି, ୩ ଦିନରେ କ୍ଲିଅର ହେବ ୪୪ଟି ପେଣ୍ଡିଂ ବିଲ

ନୂଆଦିଲ୍ଲୀ: ଦ୍ବିତୀୟ ଜାତୀୟ ନ୍ୟାୟିକ ବେତନ ଆୟୋଗ ସୁପାରିସକୁ ଓଡ଼ିଶା ସରକାର କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ସରକାର ବଜେଟରେ ପାଣ୍ଠି ବରାଦ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ସମ୍ପର୍କରେ ସତ୍ୟପାଠ ଦାଖନ ପରେ ସୁପ୍ରିମକୋର୍ଟ ଏହି ମାମଲାକୁ ମଙ୍ଗଳବାର ବନ୍ଦ…