Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ଫେରିଛି କୋରୋନା: ସତର୍କ କରାଇଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ପୁଣି ହଂଙ୍କ ଓ ସିଙ୍ଗାପୁରରେ କୋରୋନା ମାମଲା ବୃଦ୍ଧି ପାଉଥିବା ବେଳେ ଚାରିଆଡେ ଏବେ ଭୟର ବାତ୍ତାବରଣ ଦେଖିବାକୁ ମିଳିଛି । ମୁମ୍ବାଇରେ ୨ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେବା ଘଟଣା ସାମ୍ନାକୁ ଆସିଛି । ଏହି ଭେରିଆଣ୍ଟରେ ‌ଥଣ୍ଡା, ଛିଙ୍କ, କଫ ଓ ଗୋଡ଼ହାତ ବିନ୍ଧା ହେବ ।…

ମାସିକ ବେତନ ବୃଦ୍ଧି ସହ ୧୩ ଦଫା ଦାବିରେ ସଫେଇ କର୍ମଚାରୀଙ୍କ ବିଏମସି ହେଡ଼ ଅଫିସ ଘେରାଉ

ଭୁବନେଶ୍ୱର: ଆଜି ସିଆଇଟିୟୁ ପରିଚାଳିତ ଭୁବନେଶ୍ୱର ମହାନଗର ନିଗମ ୱାର୍କର୍ସ ୟୁନିୟନ ଆହ୍ୱାନରେ ସଫାଇ କର୍ମଚାରୀଙ୍କ ୧୩ ଦଫା ଦାବି ହାସଲ ନିମନ୍ତେ ବିଏମସି ର ମୁଖ୍ୟ ଅଫିସ୍ ଘେରାଉ କରାଯାଇଥିଲା l ଓଡିଶା କୃଷକ ସଭାର ରାଜ୍ୟ ସଭାପତି ସୁରେଶ ପାଣିଗ୍ରାହୀ ମୁଖ୍ୟ ବକ୍ତା ଭାବରେ ଯୋଗଦେଇ କେନ୍ଦ୍ର…

ପରିବର୍ତ୍ତନ ହେଲା ରାଜ୍ୟ କ୍ୟାବିନେଟ୍‌ ଢ଼ାଞ୍ଚା: ସଚିବଙ୍କ କ୍ଷମତା ସଂକୁଚିତ, ମନ୍ତ୍ରୀଙ୍କ କ୍ଷମତା ବୃଦ୍ଧି

ଭୁବନେଶ୍ୱର: ପରିବର୍ତ୍ତନ ହେଲା ରାଜ୍ୟ କ୍ୟାବିନେଟ୍‌ ଢ଼ାଞ୍ଚା। କ୍ୟାବିନେଟ୍‌ ବୈଠକରେ ସଚିବଙ୍କ କ୍ଷମତା ସଂକୁଚିତ ହେଲା। ମନ୍ତ୍ରୀଙ୍କ କ୍ଷମତା ବୃଦ୍ଧି ପାଇ ହେଲା ନିଷ୍ପତ୍ତି। ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସବୁ ବିଭାଗକୁ ଏନେଇ ଚିଠି ଲେଖିଲେ ସଂସଦୀୟ…

ଗିରଫ ଜ୍ୟୋତି ମାଲହୋତ୍ରାଙ୍କ ସହ ଲିଙ୍କ୍‌ ପ୍ରସଙ୍ଗ, ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ କରୁଛନ୍ତି ପ୍ରିୟଙ୍କା: ଏସ୍‌ପି

ପୁରୀ: ଗିରଫ ଜ୍ୟୋତି ମାଲହୋତ୍ରାଙ୍କ ସହ ପ୍ରିୟଙ୍କା ସେନାପତିଙ୍କ ଲିଙ୍କ୍‌ ପ୍ରସଙ୍ଗ। ତଦନ୍ତରେ ପ୍ରିୟଙ୍କା ପୂରା ସହଯୋଗ କରୁଛନ୍ତି ବୋଲି କହିଲେ ପୁରୀ ଏସ୍‌ପି। ଏସପି କହିଛନ୍ତି, ଆମେ ଏଯାବତ କୌଣସି ସିଦ୍ଧାନ୍ତରେ ପହଞ୍ଚି ପାରିନୁ, ତଦନ୍ତ ଚାଲିଛି। ସବୁ ତଦନ୍ତ ଏଜେନ୍ସି ସହ ସମ୍ପର୍କରେ…

ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇଥିଲେ ଜ୍ୟୋତି ମାଲହୋତ୍ରା, ଖୋଳତାଡ ଆରମ୍ଭ କଲା ପୋଲିସ

ପୁରୀ: ପାକିସ୍ତାନ ପାଇଁ ଗୁପ୍ତଚର ଭାବେ କାମ କରୁଥିବା ହରିୟାଣାର ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ୨୦୨୪ ସେପ୍ଟେମ୍ବରରେ ପୁରୀ ଆସିଥିଲେ । ଏହି ସମୟରେ ସେ ତାଙ୍କ ବାନ୍ଧବୀ ପୁରୀ ଝିଅ ପ୍ରିୟଙ୍କା ସେନାପତିଙ୍କ ସହ ଶ୍ରୀମନ୍ଦିର ଓ ପୁରୀ ବେଳାଭୂମି ଆଦି ବିଭିନ୍ନ ସ୍ଥାନକୁ ବୁଲିବାକୁ…

ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ଟିମ୍‌: ଖଣିଜ ପାଣ୍ଠିର କରିବେ ସମୀକ୍ଷା

ଭୁବନେଶ୍ୱର: ପିଏମ୍‌ ଅର୍ଥନୈତିକ ପରାମର୍ଶଦାତା ପରିଷଦ ଟିମ୍‌ଙ୍କ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଏହି କେନ୍ଦ୍ରୀୟ ଟିମ୍‌। ଖଣିଜ ପାଣ୍ଠିର କରିବେ ସମୀକ୍ଷା। ୨ ଜଣିଆ କେନ୍ଦ୍ରୀୟ ଟିମ୍‌ ମଙ୍ଗଳବାରଠାରୁ ୨୩ ତାରିଖ ଯାଏ କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ।…

ଆଜି ସରିବ ଯୁକ୍ତ ତିନି ଆବେଦନ ଅବଧି, ଏପର୍ଯ୍ୟନ୍ତ ‌ମୋଟ ୧ଲକ୍ଷ ୧୦ ହଜାରରୁ ଊର୍ଦ୍ଧ୍ବ ଫର୍ମ ଭରିଛନ୍ତି

ଭୁବନେଶ୍ୱର: ଆଜି ଶେଷ ହେବ ଯୁକ୍ତ ତିନି ନାମଲେଖା ପାଇଁ ଆବେଦନ । ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷାବର୍ଷରେ ନାମ ଲେଖାପାଇଁ ଯୁକ୍ତ ତିନି ଛାତ୍ରଛାତ୍ରୀ ଷ୍ଟୁଡେଣ୍ଟ ଏକାଡେମିକ ମ୍ୟାନେଜମେଣ୍ଟ ସିଷ୍ଟମ (ସାମ୍ସ) ଜରିଆରେ ଆବେଦନ କରୁଛନ୍ତି…

ଦୁଇ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

କଟକ: ଦୁଇ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଦେଇଛନ୍ତି ସୂଚନା। ମନ୍ତ୍ରୀ କହିଛନ୍ତି, 'ଆଉ ବିଳମ୍ବ ହେବନି, ପିଲାମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। ଯେହେତୁ ଆଜି ଯୁକ୍ତ ୩ ଆବେଦନର ଶେଷ ତାରିଖ। ଉଚ୍ଚଶିକ୍ଷା ବିଭାଗକୁ…

କାଳବୈଶାଖୀ ନେଇ ଆଜି ୧୮ ଜିଲ୍ଲାକୁ ସତର୍କ ସୂଚନା; ସେପଟେ, ଆସୁଛି ଦୁଇଟି ଲଘୁଚାପ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ହୋଇଥିବାବେଳେ, ୨୩ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଏନେଇ ଆଜି ୧୮ ଟି ଜିଲ୍ଲାକୁ ସତର୍କ ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହି ଜିଲ୍ଲା ଗୁଡିକ…

ଭରତପୁର ଥାନାରେ ମେଜର୍‌ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ୪ ପୋଲିସଙ୍କ ଉପରୁ ହଟିଲା ନିଲମ୍ବନ

ଭୁବନେଶ୍ବର: ଖଣ୍ଡଗିରି ଭରତପୁର ଥାନାରେ ମେଜର୍‌ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ହୋଇଥିବା ୪ ଜଣ ପୋଲିସ କର୍ମଚାରୀଙ୍କ ଉପରୁ ନିଲମ୍ବନ ହଟାଇ ଦିଆଯାଇଛି । ହେଲେ ଏହି ଘଟଣାରେ ନିଲମ୍ବିତ ତତ୍କାଳୀନ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କ ଉପରୁ ନିଲମ୍ବନ ଆଦେଶ ହଟିନାହିଁ ।…