Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୟାବହ ଅଗ୍ନିକାଣ୍ଡ: ୩୦ ବଖରା ଜଳିପୋଡ଼ି ପାଉଁଶ, ୩ ଗାଈ ଜୀବନ୍ତ ଦଗ୍ଧ

ପୁରୀ: ସତ୍ୟବାଦୀ ବ୍ଲକ ଆଳିଶ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୩୦ ବଖରାରୁ ଅଧିକ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଏଥିସହ ନିଆଁରେ ୩ଟି ଗାଈ ଗୋରୁ ଜୀବନ ଦଗ୍ଧ ହୋଇଯାଇଥିବା ବେଳେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଖବର ଆସିଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଜଣେ…

ସମାକୋଇ-ଚକଦର ପ୍ରକଳ୍ପକୁ ବିରୋଧ, ୧୨ ଘଣ୍ଟିଆ ତେଲକୋଇ ବନ୍ଦ

ତେଲକୋଇ: କେନ୍ଦୁଝର ଜିଲ୍ଲାରେ ତେଲକୋଇରେ ସମାକୋଇ-ଚକଦର ପ୍ରକଳ୍ପକୁ ନେଇ ଗାଁ ଗାଁରେ ବିରୋଧର ସ୍ବର ଉଠିଛି। ଆଜି ସମାକୋଇ ଜଳ ସେଚନ ପ୍ରକଳ୍ପକୁ ବିରୋଧ କରି ତେଲକୋଇ ବନ୍ଦ ଡାକରା ଦେଇଛି। ଚକଧର ପ୍ରକଳ୍ପ ବନ୍ଦ ସମନ୍ବୟ ସମିତି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡକରା। ପ୍ରକଳ୍ପ ଦ୍ବାରା କିଛି ଗାଁ…

ଚିକିଟି ମଦ ମୃତ୍ୟୁ ମାମଲା, ଆଉ ଜଣେ ଗିରଫ

ଦିଗପହଣ୍ଡି: ଚିକିଟି ମଦ ମୃତ୍ୟୁ ମାମଲାରେ ଆଉ ଜଣେ ଗିରଫ । ଗିରିଶୋଲା ଷ୍ଟେସନରୁ ମାଉନ୍ଦପୁରର ପୂର୍ଣ୍ଣଚନ୍ଦ୍ର ସାହୁକୁ ଗିରଫ କଲା କ.ନୂଆଗାଁ ପୋଲିସ । ଗିରଫ ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ଦେଶୀ ମଦ କାରବାର କରୁଥିଲା । ଟ୍ରେନ୍‌ରେ ବେଙ୍ଗଲୁରୁ ଯିବା ବେଳେ ମୋବାଇଲ୍ ଟ୍ରାକ୍ କରି ଧରିଲା ପୋଲିସ…

ବଇଣ୍ଡା ଓ ନାକଚି ସେକ୍ସନ ପ୍ରକଳ୍ପର ଅଗ୍ରଗତି କାର୍ଯ୍ୟ ଦେଖିଲେ କେନ୍ଦ୍ରମନ୍ତ୍ରୀ

ଅନୁଗୋଳ: ଏନଏଚ-୫୫ ନମ୍ବର ସହ ସଂଯୋଗ ହୋଇଥିବା ବଇଣ୍ଡା ସେକ୍ସନ ଓ ନାକଚି ଠାରେ ଜାତୀୟ ରାଜପଥ କାର୍ଯ୍ୟର ଅଗ୍ରଗତି ନେଇ ଏନଏଚ୍ଏଆଇ ଅଧିକାରୀମାନଙ୍କ ସହ ଆଲୋଚନା କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସ୍ଥାନୀୟ ଲୋକଙ୍କ ଦାବି କ୍ରମେ କାମ କରିବା ପାଇଁ ଏନଏଚ୍ଏଆଇ ଅଧିକାରୀଙ୍କୁ…

ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୨୫ ହାର୍ଡକୋର ମାଓବାଦୀ

ମାଲକାନଗିରି: କ୍ରମାଗତ ଭାବେ ଭୁସଡ଼ିବାରେ ଲାଗିଛି ମାଓ ଗଡ଼। ସୀମାନ୍ତରେ ଲୋନ ବାରାତୁ ତଥା ଘରକୁ ଫେର ଅଭିଯାନ ମାଧ୍ୟମରେ ସହ ସହ ସଂଖ୍ୟାରେ ମାଓବାଦୀ ମାନେ ଆତ୍ମସମର୍ପଣ କରିଥିବା ବେଳେ ଆଜି ଛତିଶଗଡ଼ ପୋଲିସକୁ ଆଉ ଏକ ବଡ଼ ସଫଳତା ମିଳିଛି। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର…

ଶାରଦୀୟ ଦୁର୍ଗାପୂଜା: ଆରମ୍ଭ ହେଲା ଆଦ୍ୟ ପର୍ବ ମାଟି ଅନୁକୂଳ

ଭୁବନେଶ୍ଵର: ଆଉ ଦିନ କେଇଟା ପରେ ମା’ ଦୁର୍ଗତିନାଶିନୀ ସିଂହବାହିନୀ ଧରାପୃଷ୍ଠରେ ଭକ୍ତଙ୍କୁ ଦର୍ଶନ ଦେବେ । ଏଥିପାଇଁ ପବିତ୍ର ଜନ୍ମାଷ୍ଟମୀ ଅବସରରେ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି । ଟ୍ୱିନସିଟିର ବିଭିନ୍ନ ପ୍ରମୁଖ ପୂଜାକମିଟି ଓ ସମିତି ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ଅବସରରେ ମାଟି ଅନୁକୂଳ…

ବିଳମ୍ବରେ ଆସିଲେ ବୋଲି ଗରମ ପାଣି ଫୋପାଡିଲେ ହାବିଲଦାର

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଅଗ୍ନିଶମ କେନ୍ଦ୍ରରେ ଥିବା ଜଣେ କନଷ୍ଟେବଳଙ୍କ ଉପରେ ଅଗ୍ନିଶମ ବିଭାଗର ହାବିଲଦାର ରବିବାର ଦିନ ଗରମ ପାଣି ଫୋପାଡି ଥିବା ଅଭିଯୋଗ ହୋଇଛି। ଆହତ କନଷ୍ଟେବଳଙ୍କ ନାମ ଦୁଷ୍ୟନ୍ତ ଦେହୁରୀ ବୋଲି ଜଣାପଡିଛି।ସେ ବାରମ୍ବାର ବ୍ୟାରାକକୁ ବିଳମ୍ବରେ…

ଟଙ୍କା ବୁହା ଗାଡ଼ିରୁ ୮୦ କେଜି ସୁନା, ୨ କ୍ୱିଣ୍ଟାଲ ରୁପା ଜବତ

ଭୁବନେଶ୍ୱର ଏୟାରପୋର୍ଟ ନିକଟରୁ ଜବତ ହେଲା ୮୦ କେଜି ସୁନା, ୧ କ୍ୱିଣ୍ଟାଲ ରୁପା । ଭୁବନେଶ୍ବର ଏୟାରପୋର୍ଟରୁ ଦୁଇଟି ଗାଡି ଆସୁଥିବା ବେଳେ ଜବତ ହେଲା ସୁନା । ତେବେ ଏସବୁ ସୁନା କିଏ ଏବଂ କୁଆଡେ ନେଉଥିଲା ସେନେଇ କୌଣସି ସୂଚନା ମିଳିପାରିନାହିଁ । ସୂଚନା ଅନୁସାରେ, ଭୁବନେଶ୍ବର…

ଚାକିରି କରାଇଦେବା ନାଁରେ ଠକେଇ ଅଭିଯୋଗ, ଜଣେ ଗିରଫ

ଭୁବନେଶ୍ଵର: ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ । ମାଲକାନଗିରିରୁ କେନ୍ଦ୍ରାପଡ଼ା ପର୍ଯ୍ୟନ୍ତ ଲମ୍ବିଛି ଏହି ଠକେଇର ଚେର । ପୋଲିସ ଏତଲାକୁ ଆଧାର କରି ଭୁବନେଶ୍ଵରରୁ ଜଣେ ଅଭିଯୁକ୍ତକୁ ଗିରଫ କରଯାଇଛି । ତେବେ ଅନ୍ୟ ୨ ଅଭିଯୁକ୍ତ ଏବେବି ଫେରାର ଥିବା ଜଣାପଡ଼ିଛି। ସୂଚନା…

ସାର୍ବଜନୀନ ହେବ ସ୍ଵାମୀ ଲକ୍ଷ୍ମଣାନନ୍ଦ ହତ୍ୟା ମାମଲାର ତଦନ୍ତ ରିପୋର୍ଟ: ଆଇନ ମନ୍ତ୍ରୀ

ଭୁବନେଶ୍ଵର: ସାର୍ବଜନୀନ ହେବ ସ୍ଵାମୀ ଲକ୍ଷ୍ମଣାନନ୍ଦ ହତ୍ୟା ମାମଲାର ତଦନ୍ତ ରିପୋର୍ଟ। ଏ ନେଇ ନିଷ୍ପତ୍ତି ନେବେ ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ଆଗାମୀ ଦିନରେ ସରକାର କଣ କରିବେ ସେ ନେଇ ଖୁବ ଶୀଘ୍ର ନିଷ୍ପତ୍ତି ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ…