Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଅଧିକାରୀ; ନେଉଥିଲେ ଠିକାଦାରଙ୍କ ଠାରୁ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିରଞ୍ଜନ ଧଳ। ଆଜି ସନ୍ଧ୍ୟାରେ ଜୈନେକ ଠିକାଦାରଙ୍କ ବକେୟା ବିଲ କରାଇଦେବାକୁ କହି ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ବର ଭିଜିଲାନ୍ସ ଟିମ ଧରିଛି । ବିଲ କରାଇ ଦେବାକୁ ଠିକାଦାରଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ…

ସିନ୍ଦୁରର ନାଲି ରଙ୍ଗ ଶତୃମାନଙ୍କ ପାଇଁ ବିପଦ ଏବଂ ଭାରତୀୟଙ୍କ ପାଇଁ ବିଜୟର ସଂକେତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅପରେସନ ସିନ୍ଦୁରର ସଫଳତା ପାଳନ ଅବସରରେ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଠାରେ ଆୟୋଜିତ ସିନ୍ଦୂର ଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ଏହି ଅବସରରେ ସେ କହିଛନ୍ତି ଯେ, ଅପରେସନ ସିନ୍ଦୂର କେବଳ ଏକ ନାମ ନୁହେଁ, ଭାରତୀୟ ସେନାର ସାହସ ଓ ନାରୀ ସମ୍ମାନର ଏହା ଏକ…

ରାଜ୍ୟରେ ଅଘଟଣ : ଦିନକରେ ବଜ୍ରପାତ ନେଲା ୧୧ଜୀବନ, ଅନେକ ଆହତ

ଭୁବନେଶ୍ବର: କାଳବୈଶାଖୀ ହେଲା କାଳ । ବଜ୍ରପାତ ଯୋଗୁଁ କୋରାପୁଟ, ଗଂଜାମ, ଯାଜପୁର, ‌ଢେଙ୍କାନାଳ, ବାଲେଶ୍ବର ଜିଲ୍ଲାର ବିଭିନ୍ନ ସ୍ଥାନରେ  ମୋଟ୧୧ ଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି । ଏକାଧିକ ଆହତ ହୋଇଛନ୍ତି । ବଜ୍ରପାତ ଯୋଗୁଁ କୋରାପୁଟ ଜିଲ୍ଲାରେ ୪ ଜଣଙ୍କ ମୃତ୍ୟୁ ଘଟିଛି।…

୭୧୩ ଲିଟର ଚୋରା ଦେଶୀ ରନ୍ଧା ମଦ ଓ ପୋଚ ଜବତ, ୭ ଗିରଫ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରୁ ୭୧୩ ଲିଟର ଚୋରା ଦେଶୀ ରନ୍ଧା ମଦ ଓ ପୋଚ ଜବତ କରିଛି ଅବକାରୀ ବିଭାଗ । ଆଜି ଅବକାରୀ ବିଭାଗ ପକ୍ଷରୁ ଜିଲ୍ଲାର ପାଟକୁରା, ମାର୍ଶାଘାଇ, ଜମ୍ବୁ ମେରାଇନ୍ ଓ ମହାକାଳପଡ଼ା ଥାନା ଅଧୀନ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲ ଅବକାରୀ ବିଭାଗ…

ଯାତ୍ରୀ ଚାହିଦା ବୃଦ୍ଧିକୁ ଦୃଷ୍ଟିରେ ରଖି ହାଓ୍ବଡ଼ା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସରେ ଅଧିକ କୋଚ୍ ସଂଯୋଗ

ଭୁବନେଶ୍ୱର: ହାଓ୍ବଡ଼ା ଏବଂ ପୁରୀ ମଧ୍ୟରେ ଦ୍ରୁତ ଏବଂ ଅଧିକ ଆରାମଦାୟକ ରେଳ ଯାତ୍ରା ଉପଲବ୍ଧ କରାଇବା ପାଇଁ ବର୍ଦ୍ଧିତ ଚାହିଦାକୁ ଦୃଷ୍ଟିରେ ରଖି ଭାରତୀୟ ରେଳ ୨୨୮୯୫/୨୨୮୯୬ ହାଓ୍ବଡ଼ା-ପୁରୀ-ହାଓ୍ବଡ଼ା ବନ୍ଦେ ଭାରତ ଏକ୍ସପ୍ରେସରେ ୨୫ ପ୍ରତିଶତ କୋଚ୍ ବୃଦ୍ଧି ଘୋଷଣା କରିଛି । ଆଜିଠାରୁ,…

୨୮ଜୁନରୁ ଗର୍ଭଗୃହ ଓ ବାହାର ରତ୍ନଭଣ୍ଡାର ମରାମତି: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ:ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଓ ଗର୍ଭଗୃହ, ଜଗମୋହନ ଓ ନାଟମଣ୍ଡପ ମରାମତିକୁ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଆସନ୍ତା ଜୁନ୍‌ ୨୮ରୁ ଜୁଲାଇ ୬ ତାରିଖ ମଧ୍ୟରେ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା…

ବଡବିଲ ‘ଡୁବୁନା’ ଲୌହ ପଥର ଖଣିର ପୁନଃ ଆରମ୍ଭ, ବାର୍ଷିକ ଉତ୍ପାଦନ ହେବ ୩ ନିୟୁତ ଟନ୍

ଭୁବନେଶ୍ୱର: ଖଣିଜ ସମ୍ପଦ ପରିପୂର୍ଣ୍ଣ ରାଜ୍ୟ ଭାବେ ଓଡିଶା ଭାରତ ବର୍ଷରେ ଏକ ଅଗ୍ରଣୀ ରାଜ୍ୟ । ଦେଶର ସର୍ବୋମୋଟ୍ ଖଣିଜ ସମ୍ପଦର ୪୧.୯ ପ୍ରତିଶତରୁ ଅଧିକ ଖଣିଜ ସମ୍ପଦ ଓଡିଶାରେ ମହଜୁଦ୍ ଅଛି । ଓଡ଼ିଶା ଖଣି ନିଗମ (ଓଏମସି) ୬୦ ବର୍ଷରୁ ଅଧିକ ସମୟ ଧରି ପ୍ରକୃତି କୋଳରୁ ଖଣିଜ ସମ୍ପଦ ଅନ୍ୱେଷଣ ଓ…

ରାଜା ଚକ୍ରକୁ ଝଟକା: ଜାମିନ ଆବେଦନ ଖାରଜ ସହ ବାଜ୍ୟାପ୍ତି ହେବ….

ଭୁବନେଶ୍ବର: ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଦନ ଲୋଡିଂ ମାମଲାରେ ରାଜା ଚକ୍ରର ଜାମିନ ଆବେଦନ ଖାରଜ । ଆଜି ତାଙ୍କ ଜାମିନ ଆବେଦନକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି । ଏହାସହ ରାଜାର ୩ ସହଯୋଗୀଙ୍କ ଜାମିନ ଆବେଦନ ମଧ୍ୟ ଖାରଜ କରିଦେଇଛନ୍ତି ହାଇକୋର୍ଟ । ଏହି ମାମଲାରେ ୫ ଗିରଫ ଅଭିଯୁକ୍ତଙ୍କ…

ପୁଣି ତେଜିଲା ଦୀଘା ଜଗନ୍ନାଥ ଧାମ୍ ବିବାଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ବୁଲିଲା ତ୍ରୀରଙ୍ଗା ରାଲି

ପୁରୀ: ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ଧାମ୍ ଶବ୍ଦକୁ ମମତା ବାନାର୍ଜୀ ତଥା ପଶ୍ଚିମବଙ୍ଗ ସରକାର ନହଟାଇବାରୁ ଆଜି ଜଗନ୍ନାଥ ସେନା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମଗ୍ର ଶ୍ରୀକ୍ଷେତ୍ରରେ ଦ୍ୱିତୀୟ ଜଗନ୍ନାଥ ଧାମ୍ କୁ ବିରୋଧ କରି ଜଗନ୍ନାଥ ସେନା ତରଫରୁ ମମତା ବାନାର୍ଜୀଙ୍କ ବିରୁଦ୍ଧରେ…

ରୁହନ୍ତୁ ସତର୍କ; ୭ ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍‌ ଆଲର୍ଟ

ଭୁବନେଶ୍ବର: ଆଜି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୭ଟି ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍‌ ଆଲର୍ଟ ଜାରି କରିଛି । କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ଼, ଯାଜପୁର, ବାଲେଶ୍ବର, ଗଞ୍ଜାମକୁ ରେଡ୍‌ ଆଲର୍ଟ ହୋଇଛି। ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟା ପିଛା ୬୦ରୁ ୭୦ କିମି ସହ ବର୍ଷା ସମ୍ଭାବନା…