Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୁକୁନ୍ଦପ୍ରସାଦରେ ହାଇଆଲର୍ଟ: ଧାରା ୧୬୩ ବଳବତ୍ତର

ଭୁବନେଶ୍ୱର: ଖୋର୍ଦ୍ଧା ହତ୍ୟାକାଣ୍ଡ ଘଟଣାରେ ଉତ୍ତେଜନାପୂର୍ଣ୍ଣ ରହିଛି ସାରା ଅଞ୍ଚଳ। ଏହାକୁ ଦୃଷ୍ଟିରେ ରଖି ମୁକୁନ୍ଦପ୍ରସାଦ ମୌଜାରେ ଲାଗୁ ହୋଇଛି ୧୬୩। ମୁକୁନ୍ଦପ୍ରସାଦର ୨, ୨୧ ଓ ୨୨ ନଂ ୱାର୍ଡରେ ୧୬୩ ଲାଗୁ ହୋଇଛି। ସେହିପରି ୧ ନମ୍ବର, ୩ ନମ୍ବର ୱାର୍ଡର କିଛି ଅଞ୍ଚଳରେ ମଧ୍ୟ ୧୬୩ ଲାଗୁ…

ଆଜି ପବିତ୍ର ଜନ୍ମାଷ୍ଟମୀ, ଉତ୍ସବମୁଖର ମଥୁରାରୁ ଶ୍ରୀକ୍ଷେତ୍ର

ଭୁବନେଶ୍ଵର: ଆଜି ପବିତ୍ର ଜନ୍ମାଷ୍ଟମୀ। ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। କୃଷ୍ଣଙ୍କ ଜନ୍ମ ଉତ୍ସବକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। ହିନ୍ଦୁ ସଂସ୍କୃତିରେ ଏହି ପବିତ୍ର ଦିନର ବେଶ୍‌ ମହତ୍ତ୍ୱ ରହିଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ବା…

ରାୟଗଡା ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ ଟେଣ୍ଡର ଆହ୍ୱାନ କଲା ପୂର୍ବତଟ ରେଳପଥ

ଭୁବନେଶ୍ଵର: ଆଞ୍ଚଳିକ ଭିତ୍ତିଭୂମି କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ବିକାଶକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ରାୟଗଡା ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ ଟେଣ୍ଡର ଆହ୍ୱାନ କରିଛି। ନିକଟରେ  ମାନ୍ୟବର ରେଳମନ୍ତ୍ରୀ ଏହି ପ୍ରକଳ୍ପ ପ୍ରତିଷ୍ଠା ପାଇଁ ୭୦ କୋଟି ଟଙ୍କା ବ୍ୟୟ ବରାଦ…

ବିଚ୍‌ ରାସ୍ତାରେ ଯୁବକଙ୍କୁ ହାଣି ହତ୍ୟା, ଘଟଣାସ୍ଥଳରେ ଡିଜିପି

ଖୋର୍ଦ୍ଧା: ବିଚ୍‌ ରାସ୍ତାରେ ଯୁବକଙ୍କୁ ହାଣି ହତ୍ୟା । ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳ ବଜାରରେ ଜଣେ ଯୁବକକୁ ବିଚ୍ ରାସ୍ତାରେ ହାଣି ଅତି ନିର୍ମମ ଭାବରେ ହତ୍ୟା କରାଯାଇଛି । ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି…

ଲକ୍ଷ୍ମୀ ବସକୁ ନେଇ ରାସ୍ତାକୁ ଓହ୍ଲାଇବେ ଘରୋଇ ବସ ମାଲିକ ସଂଘ

ମାଲକାନଗିରି: ମାଲକାନଗିରି ଜିଲ୍ଲାର ଘରୋଇ ବସ୍ ମାଲିକମାନେ ଲକ୍ଷ୍ମୀ ବସ୍ ସେବାକୁ ବିରୋଧ କରି ଧର୍ମଘଟ ଘୋଷଣା କରିଛନ୍ତି। ବସ୍ ମାଲିକ କହିଛନ୍ତି ଯେ, ଅକ୍ଟୋବର ୨୦୨୩ରେ ଏହି ଲକ୍ଷ୍ମୀ ବସ୍ ସେବା ଆରମ୍ଭ କରାଯାଇଥିଲା। ପଞ୍ଚାୟତ ଏବଂ ବ୍ଲକ ମୁଖ୍ୟାଳୟ ମଧ୍ୟରେ ବସ୍ ଚଳାଚଳ କରିବାରେ ଆମର…

ହଷ୍ଟେଲରେ ୬ଷ୍ଠ ଶ୍ରେଣୀ ଛାତ୍ରୀ ମୃତ୍ୟୁ ଘଟଣା: ବିଦା ହେଲେ ହଷ୍ଟେଲ ୱାର୍ଡେନ୍

ବାରିପଦା: ହଷ୍ଟେଲରେ ୬ଷ୍ଠ ଶ୍ରେଣୀ ଛାତ୍ରୀ ମୃତ୍ୟୁ ଘଟଣାରେ ଜିଲ୍ଲା ଶିକ୍ଷା ଅଧିକାରୀ ବଡ କାର୍ଯ୍ୟାନୁଷ୍ଠାନ। ଚାକିରିରୁ ବିଦା ହେଲେ ହଷ୍ଟେଲ ୱାର୍ଡେନ୍ ମୀନତି ମହାପାତ୍ର । କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ମୀନତି ମହାପାତ୍ରଙ୍କୁ ବହିଷ୍କାର କରିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ। ସେପଟେ…

ହାତୀ ‘ରାମୁ’ର ମୃତ୍ୟୁ ପରେ ଆକ୍ସନ ମୋଡରେ ବନ ବିଭାଗ

ଭୁବନେଶ୍ଵର: ହାତୀ 'ରାମୁ'ର ମୃତ୍ୟୁ ପରେ ଚେତିଲା ବନ ବିଭାଗ । ନିୟୋଜିତ ସ୍ୱତନ୍ତ୍ର ସ୍କ୍ୱାଡ୍‌ଙ୍କ କାମର ହିସାବ ମାଗିଲେ ପିସିସିଏଫ୍ । ସବୁ ଆରସିସିଏଫ୍‌ଙ୍କୁ ପିସିସିଏଫ୍‌ଙ୍କ କାର୍ଯ୍ୟାଳୟରୁ ପହଞ୍ଚିଲା ଚିଠି । ଏବେ ରାଜ୍ୟରେ ୩୯୭ ସ୍ୱତନ୍ତ୍ର ସ୍କ୍ୱାଡ୍ ବନ୍ୟଜନ୍ତୁ ସୁରକ୍ଷାରେ ନିୟୋଜିତ…

ମହଙ୍ଗା ପଡିଲା ଅନଲାଇନ ଠକେଇ, ୪ ଠକ ଗିରଫ

ବଲାଙ୍ଗିର: ୪ ଅନଲାଇନ୍ ଠକକୁ ଗିରଫ କଲା ପୋଲିସ । ଅନଲାଇନରେ ମେସେଜ ଦେଇ ଲୋକଙ୍କୁ ଠକୁଥିଲେ ଏହି ଠକ । ରାଜସ୍ଥାନରୁ ଏହି ୪ ଠକଙ୍କୁ ଗିରଫ କରିଛି ପୋଲିସ । ଏଥିସହ ମୁଖ୍ୟ ଅଭିଯୁକ୍ତର ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ କରିଛି ପୋଲିସ । ସୂଚନା ଅନୁସାରେ, ବିଶେଷ ସୁତ୍ରରୁ ଖବର ପାଇ ଆଜି ୪…

ଖୋଲିଲା ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍

ଭୁବନେଶ୍ୱର: ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମରେ ଜଳସ୍ତର ବଢୁଛି। ଏଥିପାଇଁ ରବିବାର ସକାଳେ ହୀରାକୁଦ ଡ୍ୟାମରେ ଆଉ ୬ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି। ଏହା ସହିତ ମୋଟ ୨୦ ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ତେବେ ହୀରାକୁଦ ଜଳଭଣ୍ଡାରର ବାମ ପାର୍ଶ୍ୱରେ ନଅ ଏବଂ ଡାହାଣ ପାର୍ଶ୍ୱରେ…

ଆଗାମୀ ୩ ଘଣ୍ଟା ଯାଏଁ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୧୦ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ରବିବାର ଦିନ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- କେନ୍ଦୁଝର, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ନୟାଗଡ଼,…