Latest Odisha News

BREAKING NEWS

Browsing Category

ଓଡିଶା

Odisha

ରୁହନ୍ତୁ ସତର୍କ; ୭ ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍‌ ଆଲର୍ଟ

ଭୁବନେଶ୍ବର: ଆଜି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୭ଟି ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍‌ ଆଲର୍ଟ ଜାରି କରିଛି । କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ଼, ଯାଜପୁର, ବାଲେଶ୍ବର, ଗଞ୍ଜାମକୁ ରେଡ୍‌ ଆଲର୍ଟ ହୋଇଛି। ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟା ପିଛା ୬୦ରୁ ୭୦ କିମି ସହ ବର୍ଷା ସମ୍ଭାବନା…

ରଥଖଳା ଚଳଚଞ୍ଚଳ, ପ୍ରତି ରଥର ନାହାକା ଅଖ କାମ ଆରମ୍ଭ

ପୁରୀ: ଆସନ୍ତା ୧୯ ତାରିଖରେ ପବିତ୍ର ଭଉଁରୀ ତିଥି । ପରମ୍ପରା ଅନୁସାରେ ରଥ ଖଳାକୁ ଆଜ୍ଞା ମାଳ ବିଜେ କରିବା ସହ ଚକ ଅଖ ଯୋଖା ନୀତି ଅନୁଷ୍ଠିତ ହେବ । ବିଶ୍ଵକର୍ମା ମହାରଣା ମାନେ ଚକ ନିର୍ମାଣରେ ଲାଗିପଡ଼ିଥିବାବେଳେ ଏହି ପରମ୍ପରାକୁ ନେଇ ରଥ ଖଳାରେ ଗୁରୁବାର ଅଖ ନିର୍ମାଣର ଅନୁକୂଳ…

ନିଯୁକ୍ତି ପାଇବେ ୧୫ଟି ବିଶ୍ବବିଦ୍ୟାଳୟର ଭିସି, ପୂରଣ ହେବ ହଜାରରୁ ଅଧିକ ଅଧ୍ୟାପକ ପୋଷ୍ଟ

ଭୁବନେଶ୍ବର: ରାଜ୍ୟ ସରକାର ଖୁବଶୀଘ୍ର ୧୫ଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ଭାଇସ୍‌ଚାନ୍ସଲର(ଭିସି)ଙ୍କ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ଯାଉଛନ୍ତି। ଏଥିସହିତ କଲେଜଗୁଡ଼ିକରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ମଧ୍ୟ ପୂରଣ ହେବ । ନିଯୁକ୍ତି ଉପରେ ଲାଗିଥିବା ପୂର୍ବ…

ଚିନ୍ତାରେ ପକାଇଲାଣି ସୁନା ଦର, ପୁଣି ୯୫ ଡେଇଁଲା….

ଭୁବନେଶ୍ବର: ଏବେ ଗ୍ରାହକଙ୍କୁ ଛାନିଆ କରିଛି ସୁନା । ଦର ଶୁଣିଲେ ହୋସ୍ ଉଡିଯାଉଛି । ଆଉ ମଧ୍ୟବିତ୍ତଏବଂ ଗରିବଙ୍କ ପାଇଁ ତ ଏବେ ସାତ ସପନ ସାଜିବାକୁ ବସିଲାଣି ସୁନା । ବିଗତ କିଛି ଦିନ ହେବ ସୁନା ଦରରେ ବେଶ୍ ହ୍ରାସ ପରିଲକ୍ଷିତ ହୋଇଥିବା ବେଳେ, ଏହା ଗ୍ରାହକଙ୍କୁ ଟିକିଏ ଆଶ୍ବସ୍ତି ଦେଇଥିଲା…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଧର୍ମଶାଳା ବ୍ଲକ ଏବିଡିଓ

ଯାଜପୁର: ଗିରଫ ହେଲେ ଧର୍ମଶାଳା ବ୍ଲକ ଏବିଡିଓ ଅସିତ ପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଗତକାଲି ଅସିତ ପାତ୍ରଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ। ଏହି ଚଢାଉ ବେଳେ ୩ଟି ବହୁତଳ କୋଠା, କଟକରେ ଫ୍ଲାଟ ଠାବ ହୋଇଥିଲା। ସପିଂ କମ୍ପ୍ଲେକ୍ସ, ୫ ଦାମୀ ପ୍ଲଟ,…

ପୁରୀରେ ବିଭତ୍ସ ହତ୍ୟାକାଣ୍ଡ, ଜଣେ ଗିରଫ

ପୁରୀ: ବାସେଳି ସାହି ଥାନା ଅଧୀନ ମଶାଣି ଚଣ୍ଡୀ ଛକ ରାସ୍ତାରେ ଘଟିଛି ବୀଭତ୍ସ ହତ୍ୟା । ମଶାଣି ଚଣ୍ଡୀ କମିଟି ସମ୍ପାଦକ ୪୫ ବର୍ଷୀୟ କୁନା ବେହେରାଙ୍କୁ ଲଙ୍କାଗୁଣ୍ଡ ମାଡ଼କରି ଅତି ବୀଭତ୍ସ ଭାବେ ହାଣି ହତ୍ୟା କରାଯାଇଛି । ଗୁରୁବାର ରାତିରେ ଏହି ନାରକୀୟ କାଣ୍ଡ ଘଟିଛି । ହତ୍ୟା ପରେ ଅଭିଯୁକ୍ତ…

ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଏକାକୀ ସରକାର କରିବା ପରେ ଏବେ ଏକ ବର୍ଷ ପୁରା ହେବାକୁ ଯାଉଛି। ବିଜେପି ଓଡ଼ିଶାରେ ପ୍ରଥମଥର ପାଇଁ ସରକାର କରିଥିବା ବେଳେ ସରକାର ବଡ ଧୁମଧାମରେ ଏକ ବର୍ଷ ପୃର୍ତ୍ତୀ ପାଳନ କରିବେ। ଆଉ ଏହି ଅବସରରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।…

ଜେଇଙ୍କ ସନ୍ଦେହଜନକ ମୃତ୍ୟୁ; କାରରୁ ମିଳିଲା ମୃତଦେହ

ବରଗଡ:କାର ଭିତରେ ଜେଇଙ୍କ ସନ୍ଦେହଜନକ ମୃତ୍ୟୁ । କାର ଭିତରୁ ବରପାଲି ବ୍ଲକ୍ ର ଜେଇ ଚନ୍ଦ୍ରଶେଖର ଝାଡ଼ିଆଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ବରଗଡ ବରପାଲିର ହଳଦୀ ପାଳିଛକରେ ଗାଡିରେ ଏସି ଲଗାଇ ଶୋଇପଡିଥିଲେ । ତେବେ ଛିଡା ହୋଇଥିବା ତାଙ୍କ କାର୍ ଭିତରୁ ମୃତଦେହ ଉଦ୍ଧାର ହୋଇଛି । ଘଟଣା ସ୍ଥଳରେ…

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ, ଜାଣନ୍ତୁ କେବେ ରହିଛି ଶେଷ ତାରିଖ

କଟକ: ୨୦୨୫ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହୋଇଛି। ଚଳିତ ବର୍ଷ ପରୀକ୍ଷାରେ ଅନୁପସ୍ଥିତ ଥିବା ପ୍ରାର୍ଥୀ, ପରୀକ୍ଷା ଦେଇ ଫେଲ୍‌ ହୋଇଥିବା ପରୀକ୍ଷାର୍ଥୀ ଓ କପି କରି ଏମ୍‌ପି ହୋଇଥିବା ପରୀକ୍ଷାର୍ଥୀମାନେ ହିଁ ପୁଣି ପରୀକ୍ଷା ଦେବା ପାଇଁ ବୋର୍ଡ ପକ୍ଷରୁ ସୁଯୋଗ…

ସକାଳୁ ସକାଳୁ ଭୁବନେଶ୍ୱର ପାରା ଛୁଇଁଲା ୩୨ ଡିଗ୍ରୀ, ୧୯ ଯାଏଁ ଜଳିବ ପଶ୍ଚିମ ଓଡ଼ିଶା

ଭୁବନେଶ୍ୱର: ଶୁକ୍ରବାର ସାରା ଓଡ଼ିଶାରେ ତୀବ୍ର ଗରମ ଓ ଆର୍ଦ୍ରତା ଅନୁଭୂତ ହେଉଛି । ସକାଳ ୮ଟା ୩୦ ସୁଦ୍ଧା ତାପମାତ୍ରା ୩୨ ଡିଗ୍ରୀ ସେଲସିୟସ ପାର କରିଛି। ସକାଳେ ସର୍ବୋଚ୍ଚ ୩୨.୮ ଡିଗ୍ରୀ ରେକର୍ଡ ହୋଇଛି। ଅସହ୍ୟ ଆର୍ଦ୍ରତା ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ବାଲେଶ୍ୱରରେ ଆର୍ଦ୍ରତା ୮୧%,…