Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଗନ୍ଧମାର୍ଦନ ପାହାଡ଼ରେ ମାଓ କ୍ୟାମ୍ପ ଠାବ

ବଲାଙ୍ଗିର: ପୁଣି ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା। ଠାବ ହେଲା ମାଓ କ୍ୟାମ୍ପ। ବଲାଙ୍ଗିର ଗନ୍ଧମାର୍ଦନ ପାହାଡ଼ରେ ମାଓ କ୍ୟାମ୍ପ ଠାବ କଲେ ସୁରକ୍ଷାକର୍ମୀ। ମାଓ କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି। ତେବେ ଘଟଣାସ୍ଥଳରୁ ଖସି ପଳାଇଛନ୍ତି ମାଓବାଦୀ। ସୂଚନା…

ବନ୍ୟଜନ୍ତୁ ଶାକାର ବେଳେ ଶିକାରୀଙ୍କୁ ମାଡିବସିଲା ବନବିଭାଗ, ୫ ଅଟକ

ଢେଙ୍କାନାଳ: ବନ୍ୟଜନ୍ତୁଙ୍କୁ ଶାକାର କରି ନେଇଯାଉଥିବା ବେଳେ ଶିକାରୀଙ୍କୁ ମାଡିବସିଲା ବନବିଭାଗ। ୧୦ କେଜି ବାରହା ମାଂସ, ମଲା ଗୋଧି ଓ ସ୍କର୍ପିଓ ଗାଡି ସହ ପାଞ୍ଚ ଜଣଙ୍କୁ ଅଟକ ରଖିଛି ବନବିଭାଗ। ଢେଙ୍କାନାଳ କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ବାଟଗାଁ, କଙ୍କଡାହାଡ଼ ରାସ୍ତାରେ ଧରାପଡିଲେ ଏହି…

ବଢିବ କାଳବୈଶାଖୀ ବର୍ଷାର ପ୍ରଭାବ: ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଅନୁଭବ ହେଉଛି। କିଛି କିଛି ସ୍ଥାନରେ ତାଣ୍ଡବ ରଚୁଛି କାଳବୈଶାଖୀ। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ। ଆଜି ୧୮ ଜିଲ୍ଲାକୁ ଝଡ଼ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାରେ ବିଜୁଳି…

ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ୩ ମୃତ

କୋରାପୁଟ: ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗଲା ୩ ଜୀବନ। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଚନ୍ଦ୍ରପଡ଼ା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ତିନି ଜଣ ଗୁରୁତର ଅଛନ୍ତି। ସମସ୍ତ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି…

ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସରେ ଲାଗିବ ଅତିରିକ୍ତ କୋଚ୍ 

ଭୁବନେଶ୍ୱର: ଯାତ୍ରୀ ଏବଂ ପର୍ଯ୍ୟଟକଙ୍କ ମଧ୍ୟରେ ବର୍ଦ୍ଧିତ ଚାହିଦା ଏବଂ ନିରନ୍ତର ଲୋକପ୍ରିୟତାକୁ ଦୃଷ୍ଟିରେ ରଖି ଚଳିତ ମେ ମାସ ୧୬ ତାରିଖରୁ 22895/22896 ପୁରୀ-ହାୱଡ଼ା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନରେ ଚାରିଟି ଅତିରିକ୍ତ ଏସି ଚେୟାର କାର୍ କୋଚ୍ ସଂଯୋଗ କରାଯିବ। ଫଳରେ କୋଚ୍…

କୃଷି ଓଭର୍‍ସିଅର ମାନଙ୍କ ମାସିକ ଗସ୍ତଭତ୍ତା ୧୫୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: କୃଷି ଓଭରସିଅରମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, କୃଷି ଓଭର୍‍ସିଅର ମାନଙ୍କୁ ଅତି କମରେ ୨୦ ଦିନ ଗସ୍ତ କରିବାକୁ ପଡ଼ିଥାଏ । ପୂର୍ବରୁ…

କର୍ଣ୍ଣ-ନାସା-ଗଳା ଅସ୍ତ୍ରୋପଚାର ପାଇଁ କିମ୍ସରେ ଲାଗିଲା ଅତ୍ୟାଧୁନିକ ମେସିନ

ଭୁବନେଶ୍ୱର: କର୍ଣ୍ଣ-ନାସା-ଗଳା ଓ କର୍କଟ ରୋଗର ଉନ୍ନତ ଅସ୍ତ୍ରୋପଚାର ପାଇଁ କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ (କିମ୍ସ)ରେ ଏକ ଅତ୍ୟାଧୁନିକ ସିଓଟୁ ମେସିନ୍‍ ଉଦ୍‍ଘାଟିତ ହୋଇଯାଇଛି। କିଟ୍‍, କିସ୍‍ ଓ କିମ୍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହି ମେସିନକୁ ଉଦ୍ଘାଟନ କରି…

ଅଦିନିଆ ବର୍ଷା ସହ ୯ଟି ବିପର୍ଯ୍ୟୟକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଦିନିଆ ବର୍ଷାକୁ ରାଜ୍ୟ ସରକାର ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗ୍ରହଣ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି । ଏହାଦ୍ୱାରା ଓଡ଼ିଶାର କୃଷକମାନେ ଅଦିନିଆ ବର୍ଷାରେ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ସହାୟତା…

୨ଆନ୍ତଃଜିଲ୍ଲା ଏଟିଏମ ଲୁଟେରା ଗିରଫ; ୩ ଲକ୍ଷ ଟଙ୍କା, ସୁନା ଜବତ

ଆଠଗଡ : ସିନିୟର ସିଟିଜେନଙ୍କୁ ଲୁଟୁଥିଲେ ଲୁଟେରା । ସେହି ଏଟିଏମ ଲୁଟେରା ଗ୍ୟାଙ୍ଗକୁ କାବୁକଲା ଆଠଗଡ ପୋଲିସ। କଟକ ଆଠଗଡ ପୋଲିସଙ୍କ ହାତରେ ଧରା ପଡିଲେ ୨ଆନ୍ତଃଜିଲ୍ଲା ଏଟିଏମ ଲୁଟେରା । ସେମାନଙ୍କ ଠାରୁ ୩ ଲକ୍ଷ ଟଙ୍କା, ୯ ଭରି ସୁନା ଓ ୨୬ ATM କାର୍ଡ ଜବତ ହୋଇଛି । ଏନେଇ ସାମ୍ବାଦିକ…

କଟକ-ସମ୍ବଲପୁର ରାସ୍ତା କାମ ଚଳିତ ବର୍ଷ ଶେଷ ସୁଦ୍ଧା ଶେଷ ହେବ:ପୂର୍ତ୍ତ ମନ୍ତ୍ରୀ

ଭୁବନେଶ୍ବର: ଚଳିତ ବର୍ଷ ଶେଷ ସୁଦ୍ଧା ଶେଷ ହେବ କଟକ-ସମ୍ବଲପୁର ରାସ୍ତା କାମ । ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ୨୬୫ କିଲୋମିଟର ବିଶିଷ୍ଟ କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ରାସ୍ତା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ଏଥିରେ…