Latest Odisha News

BREAKING NEWS

Browsing Category

ଓଡିଶା

Odisha

ବନୀକରଣ ନାଁରେ ସରକାରୀ ପାଣ୍ଠି ଆତ୍ମସାତ; ୪ ବନ ଅଧିକାରୀ ଗିରଫ

ଭୁବନେଶ୍ୱର: ୨୦୨୩-୨୪ ବର୍ଷରେ ବନୀକରଣ ନାଁରେ ହୋଇଥିଲା ବଡ଼ ଦୁର୍ନୀତି । କଳାହାଣ୍ଡି ଜୟପାଟଣା ରେଞ୍ଜରେ ର୍ଦୁନୀତି ନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବନୀକରଣ ଦୁର୍ନୀତି ଅଭିଯୋଗରେ ୪ ବନ ଅଧିକାରୀ ଗିରଫ ହୋଇଛନ୍ତି। ପ୍ରାୟ ୮୦ ଲକ୍ଷ ଟଙ୍କା ସରକାରୀ…

ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡିଏଭି ପୋଖରୀପୁଟର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡିଏଭି ପୋଖରୀପୁଟର ବିଦ୍ୟାର୍ଥୀ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ବିଦ୍ୟାଳୟର ସାମଗ୍ରିକ ସଫଳତା ୮୭.୩୭ ପ୍ରତିଶତ ରହିଛି । ବିଦ୍ୟାଳୟର ମୋଟ ୧୯୫ ଛାତ୍ରଛାତ୍ରୀଙ୍କ ମଧ୍ୟରୁ…

ମୟୂରଭଞ୍ଜରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବିଶୋଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ ଯୁକ୍ତ ୨…

ଓଡ଼ିଶାର ଏହି ୭ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାର ସାତ ଜିଲ୍ଲାରେ ବଜ୍ରପାତ ସହିତ ଝଡ଼ବର୍ଷା ସମ୍ଭାବନା ଥିବା ନେଇ ମଙ୍ଗଳବାର ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସତର୍କତା ଜାରି କରିଛି। ଅପରାହ୍ନ ୨ଟାରେ ଜାରି ଆଇଏମଡି ବୁଲେଟିନରେ ଗଜପତି, ଗଞ୍ଜାମ, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ସୁନ୍ଦରଗଡ଼…

ସିବିଏସଇ ଦଶମ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୩.୬୬ ପ୍ରତିଶତ ରେକର୍ଡ

ଭୁବନେଶ୍ବର: ପ୍ରଥମେ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପରେ ଏବେ ଦଶମ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ମୋଟ ପାସ୍‍ହାର ୯୩.୬୬ ପ୍ରତିଶତ ରହିଛି । ଏଥର ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ୨.୩୭ ପ୍ରତିଶତ ଅଧିକ ରହିଛି । ବର୍ତ୍ତମାନ ସିବିଏସଇ ୱେବସାଇଟରେ ରେଜଲ୍ଟ…

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ; ପାସ୍‍ ହାର ୮୮.୩୯ ପ୍ରତିଶତ

ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ଫଳ ୨୦୨୫ ପ୍ରକାଶ କରାଯାଇଛି । ଚଳିତବର୍ଷ ଦ୍ବାଦଶରେ ପାସ୍ ହାର ୮୮.୩୯ ପ୍ରତିଶତ ରହିଛି । ଓଡ଼ିଶାରେ ପାସହାର ୭୮.୭୪ପ୍ରତିଶତ ରହିଛି । ସେହିପରି, ଭୁବନେଶ୍ୱର…

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା; ଆଜି ଶେଷ ପର୍ଯ୍ୟାୟ ଶୁଣାଣି

ବଲାୀର: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ଆଜି ଶେଷ ପର୍ଯ୍ୟାୟ ଶୁଣାଣି । ପାଟଣାଗଡ଼ ଏଡିଜେଙ୍କ କୋର୍ଟରେ ଉପସ୍ଥିତ ରହିବ ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର । ଏନେଇ ପୁଞ୍ଜିଲାଲକୁ ବଲାଙ୍ଗୀର କାରାଗାରରୁ ଏଡିଜେଙ୍କ କୋର୍ଟରେ ହାଜର କରିବାକୁ କଡ଼ା ସୁରକ୍ଷା…

୩ ଶାଳକଙ୍କୁ ହତ୍ୟା କଲା ନିଶାସକ୍ତ ଭିଣୋଇ

ମାଲକାନଗିରି: ୩ ଶାଳକଙ୍କୁ ହତ୍ୟା କଲା ନିଶାସକ୍ତ ଭିଣୋଇ । ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିବା ସୂଚନା । ଏଭଳି ଘଟଣା ସାମ୍ନାକୁ ଆସିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ । ମୃତକ ହେଲେ ଦୋରାଗୁଡା ପଞ୍ଚାୟତ କୋପାଗୁଡା ଗାଁର ରାଜୁ ଖେମୁଡୁ, କୁଞ୍ଜ ଖେମୁଡୁ ଓ କ୍ରିଷ୍ଣା…

ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ; ଯୁବକଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ବର: ପୁଣି ଅସୁରକ୍ଷିତ ହୋଇପଡିଛି ରାଜଧାନୀ ଭୁବନେଶ୍ବର । ଗତକାଲି ବିଳମ୍ବିତ ରାତିରେ ଶିଶୁଭବନ ଟ୍ରାଫିକ ଛକରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି । ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି ୮ ଜଣ ଦୁର୍ବୃତ୍ତ । ଫଳରେ ଯୁବକ ଜଣକ ଗୁରୁତର ହୋଇଥିଲେ, ରକ୍ତ ଜୁଡୁବୁଡୁ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଓଡ଼ିଶାର ୨ ଆଇପିଏସ୍ ଅଧିକାରୀ

ଭୁବନେଶ୍ୱର: ୧୯୯୮ ବ୍ୟାଚ୍ ଆଇପିଏସ୍ ଅଧିକାରୀ ରାଜେଶ କୁମାର ଏବଂ ୨୦୦୬ ବ୍ୟାଚ୍ ଅଧିକାରୀ ଅନୁପ କୁମାର ସାହୁ କେନ୍ଦ୍ରୀୟ ଡେପୁଟେସନରେ ଯିବେ। ଓଡ଼ିଶା କ୍ୟାଡରର ଏହି ଦୁଇଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ କିମ୍ବା ସେହି ସମକକ୍ଷ ପଦବୀ ପାଇଁ ଚୟନ…