Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହିଳାଙ୍କୁ ସହଯୋଗର ହାତ ବଢାଇଲା ଟିପିଏସ୍ଓଡିଏଲ୍, ଖୋଲିଲା ପରିବେଶ ଅନୁକୂଳ ଧୂପକାଠି କେନ୍ଦ୍ର

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଏକ ପରିବେଶ ଅନୁକୂଳ ଧୂପକାଠି ତିଆରି କେନ୍ଦ୍ର ଉଦଘାଟିତ ହୋଇଯାଇଛି । ଯାହାର ନାମ ମଙ୍ଗଳମ୍ ଧୂପକାଠି ସେଣ୍ଟର ରଖାଯାଇଛି । ଗ୍ରାମାଞ୍ଚଳ ମହିଳାମାନଙ୍କୁ…

ନିର୍ବାଚନ ଅନିୟମିତତା: ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ୍

ଭୁବନେଶ୍ୱର:ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍ l ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି କଲେ ହାଇକୋର୍ଟ l ଧର୍ମେନ୍ଦ୍ରଙ୍କ ନାଁରେ…

ରାଜ୍ୟରେ ବନ୍ଦ ହେବ ଡ୍ୟାନ୍ସ ବାର୍, ମୂଳରୁ ନାଶ ହେବ ଚୋରା ମଦ

ଭୁବନେଶ୍ବର: ଏଣିକି ରାଜ୍ୟରେ ଆଉ ଚାଲିବନି ଡ୍ୟାନ୍ସ ବାର୍ । ରାଜ୍ୟର ଯେଉଁ ଯେଉଁ ବାରରେ ଡ୍ୟାନ୍ସ କାର୍ଯ୍ୟକ୍ରମ ଚାଲିଛି ସେ ସବୁ ବନ୍ଦ ହେବ । ଏମିତି କିଛି ଆଜି ଗୃହରେ ଇଙ୍ଗିତ କରିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଗଞ୍ଜାମ ଜିଲ୍ଲା ଚିକିଟିରେ ବିଷାକ୍ତ ମଦ ପିଇ ୧୪ ଜଣ…

୨୪ଶହ ଡେଇଁଲା ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଏବେ କାୟା ମେଲାଇଛି ଡେଙ୍ଗୁ । ଆଉ ବର୍ଷାଦିନ ହେଉଥିବାରୁ ସ୍ଥିତି ଅସମ୍ଭାଳ ହୋଇପଡିଛି । ସବୁଠୁ ଅଧିକ ଖୋର୍ଦ୍ଧା ଓ ସୁନ୍ଦରଗଡରେ ଡେଙ୍ଗୁ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର କହିଛନ୍ତି, ଗତକାଲି…

ଗିରଫ ହେଲେ ରେଞ୍ଜର ବାବୁ, ଫାର୍ମହାଉସରେ କରିଥିଲେ ମିନି ଚିଡିଆଖାନା

ଢେଙ୍କାନାଳ: ବନ୍ଧାହେଲେ ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ର । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏହାସହିତ ବନ୍ୟଜନ୍ତୁଙ୍କୁ ବନ୍ଧୀ କରି ରଖିବା ପାଇଁ ମଧ୍ୟ ତାଙ୍କ ବିରୁଦ୍ଧରେ ଡବ୍ଲୁଏଲପି ଆକ୍ଟ, ୧୯୭୨ ଅନୁଯାୟର ମାମଲା ରୁଜୁ ହୋଇଛି ।…

ପୁଣି ୨ ଦିନିଆ ରିମାଣ୍ଡରେ ଗଲା ସିମ ବକ୍ସ ମାଫିଆ ରାଜୁ

ଭୁବନେଶ୍ବର: ସିମ୍ ବକ୍ସ କାରବାର ମାମଲାରେ ପୁଣି ରିମାଣ୍ଡରେ ଗଲା ଅଭିଯୁକ୍ତ ରାଜୁ ମଣ୍ଡଳ । ଆଉ ୨ ଦିନ ରିମାଣ୍ଡରେ ନେଇ ଜେରା କରିବ କମିଶନରେଟ ପୋଲିସ । ତେବେ ଏହି ରିମାଣ୍ଡ ପାଇଁ ୭ ଦିନ ଆବେଦନ କରିଥିଲେ ମଧ୍ୟ ପୋଲିସକୁ ୨ ଦିନ ଅନୁମତି ମିଳିଛି । ତେବେ ଖୋଲୁଛି ସିମ୍ ବକ୍ସ ମିଷ୍ଟ୍ରି…

କବାଡ଼ିଆ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ

ପୁରୀ: କୁମ୍ଭାରପଡା ଥାନା ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ। ଥାନା ନିକଟ ଆଲାମଚଣ୍ଡୀ ମନ୍ଦିର ପାଖରେ ଥିବା ଏକ କବାଡିଆ ଗୋଦାମରେ ଲାଗିଛି ନିଆଁ। ନିଆଁ ଲାଗିବାର କାରଣ ଅସ୍ପଷ୍ଟ। ଏହି ଘଟଣାରେ ଧୂଆଁର ଧାର ଆକାଶ ଯାଏଁ ଲମ୍ବି ରହିଥିଲା । ଟାୟାର ଜଳିବାରୁ ନିଆଁ ଲାଗିଥିବା ଆଶଙ୍କା। ଅଗ୍ନିଶମ…

ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢିଲେ ବିଜେଡି ବିଧାୟକ, ବିରୋଧୀଙ୍କ ଡ୍ରାମା କହିଲେ ଶାସକ ବିଧାୟକ

ଭୁବନେଶ୍ବର: ଲଗାତାର ୩ ଦିନ ହେଲା ଚାଲିପାରୁନି ଗୃହ । ବିରୋଧୀଙ୍କ ହୋହାଲ୍ଲା, ଓ ସରକାର ବିରୋଧୀ ଆଭିମୁଖ୍ୟ ଗୃହରେ ଜାରି ରହିଛି । ପ୍ରଥମେ ଛାତ୍ର ସଂସଦ ନିର୍ବାଚନ ଓ ପରେ ଚିକିଟି ମଦ ମୃତ୍ୟୁ ନେଇ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀ କଂଗ୍ରେସ ଓ ବିଜେଡି ଗୃହରେ ହଟ୍ଟଗୋଳ…

ବଲାଙ୍ଗିର ଜେଲ୍‌ରେ ପୋଲିସ ବିଭାଗର ବଡ଼ଧରଣର ଚଢ଼ାଉ, ଅନେକ ନିଶାଦ୍ରବ୍ୟ ଜବତ

ବଲାଙ୍ଗିର: ବଲାଙ୍ଗିର ଜେଲ୍‌ରେ ପୋଲିସ ବିଭାଗର ବଡ଼ଧରଣର ଚଢ଼ାଉ। ଜେଲ୍‌ରେ ଗାଙ୍ଗୱାର ଖବର ପ୍ରକାଶ ପରେ କରାଯାଇଛି ଚଢ଼ାଉ। ଏସ୍‌ପି ଋଷିକେଶ ଖିଲାରୀଙ୍କ ନେତୃତ୍ବରେ ବଡ଼ଧରଣର ଚଢ଼ାଉ କରାଯାଇଛି। ଏହି ଚଢାଉରେ ମାଜିଷ୍ଟ୍ରେଟଙ୍କ ସହ ୨ ପ୍ଲାଟୁନ୍ ପୋଲିସ ଫୋର୍ସ ଓ ୯ ଅଫିସର ସାମିଲ ଅଛନ୍ତି।…

ଓଏସଆରଟିସି ସିଏଓଙ୍କ ଘରେ ଭିଜିଲାନ୍ସ ରେଡ୍, ୭ଟି ସ୍ଥାନରେ ଏକକାଳୀନ ଚଢାଉ

ଭୁବନେଶ୍ୱର: ଓଏସଆରଟିସି (OSRTC) ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍‌। ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ରେଡ୍‌। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚାଲିଛି ଚଢ଼ାଉ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି…