Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶିକାର ପାଇଁ ଯାଇଥିବା ବେଳେ ସାଙ୍ଗକୁ ଗୁଳି ମାରିଲା ଆଉ ଏକ ସାଙ୍ଗ

ଢେଙ୍କାନାଳ: ସାଙ୍ଗକୁ ଗୁଳ କରି ମାରିଲା ଆଉ ଏକ ସାଙ୍ଗ। ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ କଦଳୀପାଳ ଗାଁ ମାନପୁର ସାହିରେ ଘଟିଛି ଅଭାବନୀୟ ଘଟଣା। ସାଙ୍ଗକୁ ଶିକାର ଉଦ୍ଦେଶ୍ୟରେ ଘରୁ ଡାକି ନେଇ ଗୁଳି କରିଛି। ଶିକାର ଭାବି ଗୁଳି ଚଳାଇଥିବା ବେଳେ ଗାଁ ପାଖ ଜଙ୍ଗଲରେ ସାଙ୍ଗର ମୃତ୍ୟୁ ହୋଇଛି।…

ବଢ଼ିଲା ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧି

ଭୁବନେଶ୍ୱର: ବଢ଼ିଲା ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧି। ଏହି ଜିଲ୍ଲା ଗସ୍ତ ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର। ଏପ୍ରିଲ ୩୦ ଯାଏଁ ଏହି ଅବଧିକୁ ବଢ଼ାଯାଇଛି। ଏହି ସମୟ ମଧ୍ୟରେ ବରିଷ୍ଠ ଅଧିକାରୀମାନେ ନିର୍ଦ୍ଧାରିତ ଜିଲ୍ଲାକୁ ଅତି କମରେ ୨ ଦିନ ପାଇଁ ଗସ୍ତ କରିବେ। ସେଠାରେ…

ପ୍ରସୂତୀଙ୍କୁ ନେବା ବେଳେ ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ୍‌ ସିଲିଣ୍ଡର

ଟିଟିଲାଗଡ଼: ପ୍ରସୂତୀଙ୍କୁ ନେବା ବେଳେ ଫାଟିଲା ଅକ୍ସିଜେନ୍‌ ସିଲିଣ୍ଡର। ଏମସିଏଚ ପରିସରରେ ଆମ୍ବୁଲାନ୍ସରେ ଅକ୍ସିଜେନ୍‌ ସିଲିଣ୍ଡର ବିସ୍ଫୋରଣ। ୨ ଯାଆଁଳା ଶିଶୁ ସହ ମା’ ସୁରକ୍ଷିତ ଥିବା ବେଳେ ୨ ସମ୍ପର୍କୀୟ ଗୁରୁତର ହୋଇଛନ୍ତି। ଗୁରୁତର ୨ ଜଣଙ୍କୁ ଟିଟିଲାଗଡ଼ ଉପଖଣ୍ଡ ମେଡ଼ିକାଲରେ ଭର୍ତ୍ତି…

ଜେଲରେ ରହିବେ ରାଜା ଚକ୍ର, ୫କୁ ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି

ବାଲେଶ୍ବର: ପୁଣି ଜେଲ ଗଲେ ରାଜା ଚକ୍ର। ଆର୍ଥିକ ଅନିୟମିତତା ମାମଲା​‌ରେ ଗିରଫ ହୋଇ ବାଲେଶ୍ବର ଜିଲ୍ଲା କାରାଗାର ବିଚାର ବିଭାଗୀୟ ହାଜତରେ ଥିବା ଗନ୍ଧମାର୍ଦନ ଲୋଡିଂ ଆଣ୍ଡ ଟ୍ରାନ୍ସପୋର୍ଟିଂ ସମବାୟ ସମିତିର ମୁଖ୍ୟ ଅଭିଯୁକ୍ତ ରାଜା ଚକ୍ରଙ୍କୁ ଗୁରୁବାର ପୁଣି ଓଡ଼ିଶା ଜମାକାରୀ ସ୍ବାର୍ଥରକ୍ଷା…

କାଳବୈଶାଖୀ ପ୍ରଭାବରେ ସାମାନ୍ୟ ଆଶ୍ୱସ୍ତି, ଦୁଇ ଦିନ ପରେ ପୁଣି ବଢ଼ିବ ତାତି

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରୁ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଆସନ୍ତା ୨ ଦିନ ଯାଏ ରାଜ୍ୟରେ ତାପମାତ୍ରାରେ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ମାତ୍ର ଦୁଇଦିନ ପରେ ତାତି ପୁଣି ବଢ଼ିବ,ପ୍ରାୟ ୨ରୁ ୩ ଡିଗ୍ରୀ ବଢ଼ିପାରେ। କାଳବୈଶାଖୀ ପ୍ରଭାବରେ କେତେକ ସ୍ଥାନରେ…

ରାଜଧାନୀରେ ଡବଲ୍ ଏନକାଉଣ୍ଟର୍, ୨ ଅପରାଧୀ ଗୁରୁତର

ଭୁବନେଶ୍ୱର: ରାଜଧାନୀରେ ଡବଲ୍ ଏନକାଉଣ୍ଟର। ଦୁଇ କୁଖ୍ୟାତ ଅପରାଧୀ ଆହତ ହୋଇଛନ୍ତି। ସ୍ପେଶାଲ ସ୍କ୍ବାଡ ଏନକାଉଣ୍ଟରରେ ୨ କୁଖ୍ୟାତ ଲୁଟେରା ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ବର ବାଲିଯାତ୍ରା ପଡିଆରେ ହୋଇଛି ଏନକାଉଣ୍ଟର। ଲୁଟେରା ଦ୍ବୟ ହେଲେ ବିହାରୀ ମନୀଷ ଯାଦବ, ସୋନୁ ଯାଦବ।…

କର୍କଟ ରାଶିରେ ମଙ୍ଗଳଙ୍କ ପ୍ରବେଶ, ଏହି ୩ ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ..

ଭୁବନେଶ୍ବର: ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ । ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ଗ୍ରହମାନଙ୍କର ସେନାପତି କୁହାଯାଏ । ମଙ୍ଗଳ ଗ୍ରହକୁ ସାହସ, ବୀରତ୍ୱ, ଶକ୍ତି, ଭୂମି, ରକ୍ତ, ଭାଇ, ଯୁଦ୍ଧ ଏବଂ ସେନାର କାରକ ଭାବରେ ବିବେଚନା…

ଦୁଗ୍ଧ ଉତ୍ପାଦନକୁ ବହୁଗୁଣିତ କରିବ ଅନ-କଲ୍ କୃତ୍ରିମ ପ୍ରଜନନ ସେବା

ଭୁବନେଶ୍ୱର: ଅନ-କଲ୍ କୃତ୍ରିମ ପ୍ରଜନନ (ଏଆଇ) ସେବା ଗୋପାଳନ ଓ ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବ। ଗୋପାଳକ ମାନେ ଏହି ସେବା ଘରେ ବସି ପାଇ ପାରିବେ। ଏଥି ପାଇଁ ମତ୍ସ୍ୟ ଓ ପ୍ରାଣି ସମ୍ପଦ ବିକାଶ ବିଭାଗ ପକ୍ଷରୁ ଟୋଲ୍-ଫ୍ରି ନମ୍ବର ‘୧୫୫୩୩୩’ର ବ୍ୟାପକ ସୁଯୋଗ ନେବାକୁ…

ଭୁବନେଶ୍ୱରରେ ହେବ ୩ ନୂଆ ଗୃହ ନିର୍ମାଣ ପ୍ରକଳ୍ପ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୧୫୦ତମ କର୍ତ୍ତୃପକ୍ଷ ବୈଠକ ଗୁରୁବାର ଆୟୋଜିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଡିଏ ଅଧ୍ୟକ୍ଷ ତଥା ଗୃହ ଓ ନଗର ଉନ୍ନୟନ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ବୈଠକରେ ୨୦୨୫-୨୬…

ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥଯାତ୍ରା; ପୋଲିସ-ସେବାୟତ ସମନ୍ୱୟ ବୈଠକ 

ଭୁବନେଶ୍ୱର: ପବିତ୍ର ଅଶୋକାଷ୍ଟମୀ ଉପଲକ୍ଷେ ଆସନ୍ତା ୦୫.୦୪.୨୦୨୫ ଓ ୦୯.୦୪.୨୦୨୫ରେ ହେବାକୁ ଥିବା ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କର ରୁକୁଣା ରଥଯାତ୍ରା ପାଇଁ ଆଜି ଲିଙ୍ଗରାଜ ଥାନାରେ ପୋଲିସ ଏବଂ ସେବାୟତଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକକୁ…