Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଏସଆରଟିସି ସିଏଓଙ୍କ ଘରେ ଭିଜିଲାନ୍ସ ରେଡ୍, ୭ଟି ସ୍ଥାନରେ ଏକକାଳୀନ ଚଢାଉ

ଭୁବନେଶ୍ୱର: ଓଏସଆରଟିସି (OSRTC) ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍‌। ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ରେଡ୍‌। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚାଲିଛି ଚଢ଼ାଉ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି…

ଆସୁଛି ଘୂର୍ଣ୍ଣିବଳୟ: ୨୫ ଯାଏଁ ପ୍ରବଳ ବର୍ଷା, ୧୬ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ସତର୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆଗାମୀ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନକୁ ବର୍ଷା ଆଲର୍ଟ। ହାଲୁକାରୁ ମଧ୍ୟମ ଧରଣ ସହ କିଛି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା। ୨୪ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା। ଉପକୂଳ ସମେତ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା…

ଅଲୋଡ଼ା ନବଜାତକ, ରାସ୍ତାକଡରୁ ଉଦ୍ଧାର ହେଲା ଶିଶୁର ମୃତଦେହ

ଅନୁଗୁଳ: ନିର୍ମାଣାଧୀନ ବାଇପାସର ବେନ୍ତପୁର ଗାଁ ମୁଣ୍ଡରୁ ଏକ ନବଜାତକର ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁସାରେ ବାଇପାସ ଦେଇ ଯାଉଥିବା ଲୋକ ରାସ୍ତା କଡରେ ଏକ ନବଜାତକ ପଡିଥିବା ଦେଖିଥିଲେ। ଖବର ପାଇ ଅନୁଗୁଳ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ…

ଖୋଲିବ ରତ୍ନଭଣ୍ଡାର: ସ୍ଥାନାନ୍ତର ହେବ ସିନ୍ଦୁକ , ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ସ୍ଥାନାନ୍ତର ହେବ ଖାଲି କରାଯାଇଥିବା ଆଲମିରା ଓ ସିନ୍ଦୁକ। ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାରରୁ ପୁରୁଣା ସିନ୍ଦୁକ ଏବଂ ଆଲମାରୀ ଗୁଡିକୁ ସ୍ଥାନାନ୍ତର କରାଯିବ। ଏଥିପାଇଁ ଦିନ ୧ ଟା ଠାରୁ ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ…

ହାତରୁ ଖସିଗଲା କି ଇଭି କାରଖାନା? ଓଡିଶା ସମ୍ବାଦ ଏକ୍ସକ୍ଲୁସିଭ୍

ଭୁବନେଶ୍ବର: ଓଡିଶା ହାତରୁ ଖସିଗଲା କି ଇଭି କାରଖାନା? ବିଜେଡି ସରକାର ବେଳେ କଟକ ନରାଜରେ ବିଶ୍ବର ସର୍ବବୃହତ ଇଲେକ୍ଟ୍ରିକ୍ ଯାନ କାରଖାନା ପ୍ରସ୍ତାବରେ କ୍ୟାବିନେଟ୍ ମୋହର ବାଜିଥିଲା। ରାଜ୍ୟରେ ବିଦ୍ୟୁତ ଚାଳିତ ଗାଡି ଓ ବ୍ୟାଟେରୀ ନିର୍ମାଣ କାରଖାନା କରିବା ନେଇ ସେତେବେଳର ରାଜ୍ୟ ସରକାର ଓ…

୨ ବର୍ଷ ମଧ୍ୟରେ ବିଶ୍ବବିଦ୍ୟାଳୟକୁ ସ୍ବୟଂସମ୍ପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଧରଣୀଧର ବିଶ୍ବବିଦ୍ୟାଳୟ, ମାନବ ସମ୍ବଳର ନିଯୁକ୍ତି, ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ସୁଯୋଗ ଏବଂ କେନ୍ଦୁଝର ଭିତ୍ତିଭୂମି ବିକାଶ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଆଜି ଲୋକସଭା ଭବନ ଠାରେ ଏହି ବିଷୟରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଶିକ୍ଷାନୁଷ୍ଠାନକୁ ନେଇ ବଡ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ଶିକ୍ଷାନୁଷ୍ଠାନକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା । ପ୍ରାଥମିକ ସ୍କୁଲ ଠାରୁ ଆରମ୍ଭ କରି ବିଶ୍ବବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନକୁ ଡିସେମ୍ବର ସୁଦ୍ଧା ପଟ୍ଟା ଦିଆଯିବ ବୋଲି ଗୁରୁବାର ବିଧାନସଭାରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି । ୨୪…

‘ଗତ ୨୪ ବର୍ଷରେ ବିଜେଡି ସରକାର ଯାହା କରିନି ଆସନ୍ତା ୫ ବର୍ଷରେ ବିଜେପି ତାହା କରିଦେଖାଇବ’

ଭୁବନେଶ୍ୱର: ଓଡିଶାରେ ବିଜେପିର ବିପୁଳ ବିଜୟ ପରେ ପ୍ରତିଦିନ ବିଜେପିର ସାଂଗଠନିକ ଶକ୍ତି ବୃଦ୍ଧି ପାଉଛି । ବିଜେପି ସରକାର ଉପରେ ଓଡିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ହିଞ୍ଜିଳିର ଶତାଧିକ…

ଚିକିଟି ମଦ ଟ୍ରାଜେଡି: ବିଜେଡିକୁ ଟାର୍ଗେଟ କଲେ ଚିକିଟି ବିଧାୟକ

ଭୁବନେଶ୍ଵର: ଚିକିଟି ମଦ ଟ୍ରାଜେଡିରେ ଏମକେସିଜିରେ ଚିକିତ୍ସାଧୀନ ବ୍ୟକ୍ତିଙ୍କୁ ଭେଟିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଆକ୍ରାନ୍ତଙ୍କୁ ଭେଟିବା ପରେ ବେଆଇନ ମଦ କାରବାରରେ ରୋକ ଲଗାଇବା ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି ଅବକାରୀ ମନ୍ତ୍ରୀ । ସେପଟେ ମଦ ମୃତ୍ୟୁକୁ ନେଇ…

ଭୂମିହୀନ ଗରିବଙ୍କୁ ୪ ଡ଼ିସିମିଲ ଓ ହୀରାକୁଦ ବିସ୍ଥାପିତଙ୍କ ପରିବାରକୁ ମିଳିବ ୧୦ ଡ଼ିସିମିଲ ଜାଗା

ଭୁବନେଶ୍ଵର: ଆଜି ବିଧାନସଭାରେ ଏକ ବଡ ଘୋଷଣା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଭୂମିହୀନ ଗରିବଙ୍କୁ ୪ ଡ଼ିସିମିଲ ଜାଗା ଦିଆଯିବ ବୋଲି ସୂଚନା ଦେଇଛନ୍ତି ରାଜସ୍ଵମନ୍ତ୍ରୀ । ଏଥିସହ ହୀରାକୁଦ ବିସ୍ଥାପିତଙ୍କ ପରିବାରର ତୃତୀୟ ପିଢିଙ୍କୁ ୧୦ ଡ଼ିସିମିଲ ଜମି ରାଜ୍ୟ ସରକାର ଯୋଗାଇଦେବେ…