Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ଲୁଟେରା ଓ ଦୁର୍ନୀତିଖୋରଙ୍କ ଆତ୍ମସୁରକ୍ଷା ଅଭିଯାନ କରୁଛି କଂଗ୍ରେସ’

ଭୁବନେଶ୍ୱର: ଇଡି ଅଫିସ୍ ଆଗରେ ଟେଣ୍ଟ ପକାଇ, ଫଟୋ ଉଠାଇ କଂଗ୍ରେସର ନେତାମାନେ ‘ପଲିଟିକାଲ ଷ୍ଟଣ୍ଟ’ କରୁଛନ୍ତି । ପ୍ରତ୍ୟେକ ପଲଟିକାଲ ପାର୍ଟିର ପଲିଟିକାଲ ଫିଲୋସଫି ଓ ଲୋକଙ୍କ ପାଇଁ କମିଟମେଣ୍ଟ ଥାଏ, ଯାହା କଂଗ୍ରେସ ପାଖରେ ନାହିଁ । କଂଗ୍ରେସ ଦଳର ରାଜନୈତିକ କାର୍ଯ୍ୟକ୍ରମ ଲୋକଙ୍କ ସ୍ୱାର୍ଥ…

ରାଜ୍ୟରେ ପ୍ରବଳ ବର୍ଷା, ଖୋଲିଲା ହୀରାକୁଦର ୬ଟି ଗେଟ୍

ଭୁବନେଶ୍ୱର; ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି। ତେଣୁ ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ହୀରାକୁଦର ୬ଟି ଗେଟ୍‌ ଖୋଲାଯାଇଛି l ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ମୁଖ୍ୟଯନ୍ତ୍ରୀ l ତେବେ ଗେଟ ଖୋଲାଯିବ ପୂର୍ବରୁ ସାଇରନ୍ ବଜାଇ ସମସ୍ତ ତଳିଆ…

ସିମ୍ ବକ୍ସ ମାମଲା: ସ୍ମାର୍ଟ ସୁଇଚ୍‌ରେ ଢାକାରେ ବସି ଅପରେଟ କରୁଥିଲା ଆସାଦୁର୍‌ ଜମାନ

ଭୁବନେଶ୍ୱର : ସ୍ମାର୍ଟ ସୁଇଚ୍‌ରେ ଢାକାରେ ବସି ସିମ ବକ୍ସ ଅପରେଟ କରୁଥିଲା ମୁଖ୍ୟ ଅଭିଯୁକ୍ତ ଆସାଦୁର୍‌ ଜମାନ l ଢାକାରେ ଆସାଦୁର ଏକ ସଫ୍ଟଓୟାର କଂପାନୀ ଚଳାଇଥିଲା l ନିଜେ ପ୍ରତିଷ୍ଠା କରିବା ସହ ପରିଚାଳନା କରୁଥିଲା ଆସାଦୁର ଜମାନ ବୋଲି ସୂଚନା ଦେଇଛନ୍ତି କମିଶନର ସଂଜୀବ ପଣ୍ଡା l ତେବେ…

ଲକ୍ଷ୍ମୀ ବସ୍ ଯୋଜନାରେ ୩୭୪ କୋଟିର କ୍ଷତି: ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ଆଜି ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ। ବିଧାନସଭା ବଜେଟ ଅଧିବେଶର ତୃତୀୟ ଦିନରେ ବିରୋଧୀଙ୍କ ହୋହାଲ୍ଲା ଭିତରେ ଆଜି ମଧ୍ୟ ଗୃହକୁ ଅପରାହ୍ନ ୪ଟା ଯାଏ ବାଚସ୍ପତି ମୁଲତବୀ ଘୋଷଣା କରିଛନ୍ତି। ବିରୋଧୀଙ୍କ ହୋହାଲ୍ଲା ଭିତରେ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି…

ଓଡ଼ିଶାରେ ମିଳିଛି ସୁନା ଖଣିର ସନ୍ଧାନ: ଖଣି ମନ୍ତ୍ରୀ

ଭୁବନଶ୍ୱର: ଆଜି ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ତୃତୀୟ ଦିନରେ ବି ଚାଲିପାରିଲାନି ଗୃହକାର୍ଯ୍ୟ । ପ୍ରଥମରୁ ମଦମୃତ୍ୟୁ ଓ ଇଡି ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା କରିଥିଲେ କଂଗ୍ରେସ ବିଧାୟକ। ଗୃହ ମଝିକୁ ଆସି ହୋହାଲ୍ଲା କରିଥିଲେ ତାରା ବାହିନୀପତି ଓ ଅନ୍ୟ ବିଧାୟକ। ଏହାରି…

ଅଲିମ୍ପିକ୍ସ ବିଜୟୀ ଭାରତୀୟ ହକି ହିରୋଙ୍କୁ ସମ୍ବର୍ଦ୍ଧନା ଜଣାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ନବୀନ ନିବାସରେ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଦଳ ପହଞ୍ଚିଛନ୍ତି। ଏହି ଅବସରରେ ହକି ହିରୋଙ୍କୁ ସମ୍ବର୍ଦ୍ଧନା ଜଣାଇଛନ୍ତି ନବୀନ ପଟ୍ଟନାୟକ। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କ ନେତୃତ୍ୱରେ ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ…

ଚିକିଟି ମଦ ମୃତ୍ୟୁ ମାମଲାରେ ତଦନ୍ତ କରିବେ ଆରଡିସି, ୨ ମାସ ମଧ୍ୟରେ ଆସିବ ରିପୋର୍ଟ: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର: ଚିକିଟି ମଦ ମୃତ୍ୟୁକୁ ନେଇ ଆସିଲା ବଡ଼ ସୂଚନା। ଏହି ମାମଲାରେ ଆରଡିସି ସ୍ତରୀୟ ତଦନ୍ତ ହେବ। ୨ ମାସ ମଧ୍ୟରେ ରିପୋର୍ଟ ଆସିବ। ଚୋରା ମଦ ବନ୍ଦ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ କହିଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଅବକାରୀ ମନ୍ତ୍ରୀ କହିଛନ୍ତି, ବେଆଇନ ମଦ…

ଗଞ୍ଜାମ ସଡକ ଦୁର୍ଘଟଣା: ୨ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଗଞ୍ଜାମ ସମ୍ବରଝୋଳ ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଯାଇଛି ୪ ଜଣଙ୍କର ପ୍ରାଣ, ୨୦ ଜଣ ଗୁରୁତର ଆହତ ହୋଇଛନ୍ତି ।  ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ଏକ୍ସ ହ୍ୟାଣ୍ଡେଲରେ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ…

ଚିକିଟି ମଦ ମୃତ୍ୟୁ ମାମଲା: ଅଭିଯୁକ୍ତଙ୍କ ବିରୁଦ୍ଧରେ ବଡ ଖୁଲାସା, ଆଖି ବୁଜି ଦେଇଥିଲା ପ୍ରଶାସନ

ଗଞ୍ଜାମ: ଚିକିଟି ବିଷାକ୍ତ ମଦ ପିଇ ୧୬ ଜଣ ଅସୁସ୍ଥ ହୋଇଥିବା ଘଟଣାରେ ଏଯାବତ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ସରକାର । ଏନେଇ ଗଞ୍ଜାମ ଜିଲ୍ଲାରେ ଚଢାଉ କରି ୬ ଜଣଙ୍କୁ ଗିରଫ ସମେତ ପ୍ରାୟ ୩୫୦ ଲିଟର ମଦ ଜବତ କରିଛି ପୋଲିସ୍ । ସେପଟେ ମୁଖ୍ୟ…

ଦୁଇ ଦିନ ଭିତରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ୨୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦୁଇ ଦିନ ଭିତରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ୨୪ ତାରିଖରୁ ବର୍ଷାର ପରିମାଣ ବଢ଼ିବା ନେଇ ଆକଳନ…