Latest Odisha News

BREAKING NEWS

Browsing Category

ଓଡିଶା

Odisha

ବ୍ରହ୍ମପୁରରେ ଭୟଙ୍କର ଦୁର୍ଘଟଣା: ବସ୍‌କୁ ଧକ୍କା ଦେଲା ଟ୍ୟାଙ୍କର, ୫ ମୃତ

ଗଞ୍ଜାମ: ବ୍ରହ୍ମପୁରରେ ଭୟଙ୍କର ସଡକ ଦୁର୍ଘଟଣା । ବସ୍‌କୁ ଧକ୍କା ଦେଲା ଟ୍ୟାଙ୍କର। ଏହି ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ଖବର ଆସିଛି। ସମରଝୋଳ ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘରୋଇ ବସଟି ଭଞ୍ଜନଗର ରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣା ଘଟିଛି। ସୂଚନା…

୧୮ ଆଇଏଏସ୍ ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ବର: ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ୧୮ ଜଣ ବରିଷ୍ଠ ଅଧିକାରୀଙ୍କୁ ଅଦଳ ବଦଳ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାରି ବିଜ୍ଞପ୍ତି ଅନୁସାରେ, ସତ୍ୟବ୍ରତ ସାହୁଙ୍କୁ ମିଳିଲା ଗୃହ ବିଭାଗର…

‘ଜୋରିମାନା ଦାଖଲ କରୁନଥିବା ଲିଜଧାରୀଙ୍କ ବିରୋଧରେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ’

ପୁରୀ: ଖୋର୍ଦ୍ଧା ଜିଲ୍ଲାର ୧୯ ଖଣି ଲିଜଧାରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ପ୍ରସଙ୍ଗ । ସେମାନଙ୍କ ମଧ୍ୟରୁ ଆଜି ଯାଏଁ ଖଣି ଲିଜଧାରୀମାନେ ସମୁଦାୟ ୫ କୋଟି ୨୧ ଲକ୍ଷ ଟଙ୍କା ଜୋରିମାନା ବାବଦକୁ ଶ୍ରୀମନ୍ଦିର ପ୍ରଶାସନରେ ଦାଖଲ ଦେଇଛନ୍ତି । ତେବେ ବାରମ୍ବାର ନୋଟିସ୍ ପରେ ମଧ୍ୟ ଜୋରିମାନା…

ଚିକିଟି ମଦ ଘଟଣା; ‘ସଂପୃକ୍ତଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଚିକିଟି ଠାରେ ହୋଇଥିବା ମଦ ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବେଆଇନ ମଦ କାରବାର ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ । ଏହାସହ ବେଆଇନ ତଥା…

ଚିକିଟି ମଦ ମୃତ୍ୟୁ ପରେ ତତ୍ପର ହେଲା ରାଜ୍ୟ ଅବକାରୀ ବିଭାଗ

ଭୁବନେଶ୍ଵର: ଚିକିଟି ମଦ ମୃତ୍ୟୁ ମାମଲାରେ ତତ୍ପର ହେଲା ରାଜ୍ୟ ଅବକାରୀ ବିଭାଗ । ବେଆଇନ ମଦ କାରବାର ନେଇ ୭ଦିନ ରେଡ୍‌ କରିବ ଅବକାରୀ ଟିମ୍‌ । ଏନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ଅବକାରୀ କମିଶନର ନରସିଂହ ଭୋଳ । ଅବକାରୀ କମିଶନରଙ୍କ ସୂଚନା ଅନୁସାରେ, ଏହି ରେଡ୍ ୭ ଦିନ ଧରି ହେବ ।…

ଆଇଆଇଟି ଭୁବନେଶ୍ୱରର ଗବେଷଣାକାରୀଙ୍କ ଦ୍ୱାରା ସ୍ଥାୟୀ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ସୌରଚାଳିତ ମାଇକ୍ରୋୱେଭ୍…

ଭୁବନେଶ୍ୱର: ଭାରତୀୟ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱରର ସ୍କୁଲ ଅଫ୍ ଇନଫ୍ରାଷ୍ଟ୍ରକଚରର ଏକ ଗବେଷଣାକାରୀ ଦଳ ଏକ ପୃଥକ ତଥା ମିଶ୍ରିତ ବର୍ଜ୍ୟବସ୍ତୁରୁ ମୂଲ୍ୟବାନ ଉତ୍ସ ପୁନରୁଦ୍ଧାର ପାଇଁ ଡିଜାଇନ୍ ହୋଇଥିବା ଏକ ଅଭିନବ ସୌରଚାଳିତ ମାଇକ୍ରୋୱେଭ୍ ପାଇରୋଲିସିସ୍ ରିଆକ୍ଟରର…

ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ ଘଟଣା; ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର: ରାଜ୍ୟର ୪ଟି ଜିଲ୍ଲାରେ ବଜ୍ରପାତ ଯୋଗୁଁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ବର୍ତ୍ତମାନ ସୁଦ୍ଧା…

ଓଡ଼ିଶାରେ ୬ ଗୋଟି ନୂଆ ରେଳ ଲାଇନ ପ୍ରକଳ୍ପର ମଞ୍ଜୁରୀ ନେଇ ରାଷ୍ଟ୍ରପତିଙ୍କୁ ସୂଚନା ଦେଲେ ରେଳମନ୍ତ୍ରୀ

ଭୁବନେଶ୍ୱର: ଓଡିଶାର ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ସାକ୍ଷାତ କରି ରାଜ୍ୟରେ ୬ ଗୋଟି ନୂତନ ରେଳ ଲାଇନ ପ୍ରକଳ୍ପର ମଞ୍ଜୁରୀ ସମ୍ପର୍କରେ ଅବଗତ କରାଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଅର୍ଥନୈତିକ…

ଗଞ୍ଜାମରେ ‘ଅନୋଖା ଧାଗା’ କେନ୍ଦ୍ର ପ୍ରତିଷ୍ଠା କଲା ଟିପିଏସଓଡିଏଲ୍

ବ୍ରହ୍ମପୁର: ମହିଳା ଦକ୍ଷତା ଓ ଉଦ୍ୟମିତାକୁ ଗୁରୁତ୍ୱ । ଗଞ୍ଜାମ ଜିଲ୍ଲା ବାହାଦୂରପେଟା ଗ୍ରାମରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ‘ଅନୋଖା ଧାଗା’ କେନ୍ଦ୍ର ଉଦଘାଟିତ ହୋଇଛି । ଟାଟା ପାଓ୍ୱାରର ପରିକଳ୍ପନାରେ ସୃଷ୍ଟି ହୋଇଥିବା ଏହି…

ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ମୃତ, ୫ ଗୁରୁତର

ଭୁବନେଶ୍ଵର: ଆକାଶରୁ ଖସିଲା ମୃତ୍ୟୁ । ଚାଲିଗଲା ୬ଜଣଙ୍କ ଜୀବନ । ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ବଜ୍ରପାତର ଘଟଣା ସାମ୍ନାକୁ ଆସିଛି । ସେପଟେ ବଜ୍ରପାତରେ ରାଜ୍ୟର ବିଭିନ୍ନ ସ୍ଥାନରେ ୬ଜଣଙ୍କ ଜୀବନ ଯାଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି । ଗୁରୁତର ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ…