Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୨୨ ମାଓବାଦୀ ,୨ ମାଓନତା ନିହତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସୀମାନ୍ତବର୍ତ୍ତିୀ କାରେଗଟ୍ଟା ଜଙ୍ଗଲରେ ଗତ ୧୬ ଦିନ ହେବ ମାଓ ଅପେରସନ ଜୋରଦାର ଚାଲିଛି। ତେବେ ଗତକାଲି ରାତିଠାରୁ ଜଙ୍ଗଲରେ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ଏହି ଗୁଳିବିନିମୟରେ ୨୨ ଜଣ ମାଓବାଦୀ ନିହତ…

ବିଦ୍ୟୁତ ତାର ନିକଟରେ ଅନଧିକୃତ ନିର୍ମାଣ ଯୋଗୁଁ ୧୨୨୯ ଉପଭୋକ୍ତାଙ୍କୁ ଟିପିଏସ୍ଓଡିଏଲର ନୋଟିସ

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଓଭରହେଡ ବିଜୁଳି ତାର ନିକଟରେ ଅନଧିକୃତ ନିର୍ମାଣ କରିଥିବା ୧୨୨୯ ଜଣ ଉପଭୋକ୍ତା ଏବଂ ପ୍ରତିଷ୍ଠାନକୁ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ପକ୍ଷରୁ ନୋଟିସ ଜାରି କରାଯାଇଛି। ବିଦ୍ୟୁତ ଭିତ୍ତିଭୂମି ଏବଂ…

ଓଡ଼ିଶାରେ ବାଜିଲା ସାଇରନ୍, ୧୨ ଜିଲ୍ଲାରେ ମକଡ୍ରିଲ୍ 

ଭୁବନେଶ୍ୱର: ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କର ମୃତ୍ୟୁ ହୋଇଥିଲା। ଯାହା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏସବୁ ପରିସ୍ଥିତି ମଧ୍ୟରେ ଗୃହ ମନ୍ତ୍ରଣାଳୟ ଦ୍ଵାରା ଦେଶବ୍ୟାପୀ ନାଗରିକ ମାନଙ୍କ ସୁରକ୍ଷା ପାଇଁ ବୁଧବାର ଦିନ ମକ୍…

ରାଜ୍ୟ ସରକାର ୩ ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ ଯୋଗ ଦେଇ ଏକ ନୂତନ ଏମରଜେନ୍ସି ୟୁନିଟର ଶିଳାନ୍ୟାସ କରିବା ସହିତ କଲେଜ୍‌ରେ ଏକ ହୋମିଓପାଥି ଗବେଷଣା ଓ ବିଶ୍ଳେଷଣ ବିଭାଗ…

ଦୀଘା ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ଇସ୍କନକୁ ଚିଠି ଲେଖିଲେ ଗଜପତି ମହାରାଜା

ଭୁବନେଶ୍ୱର: ପଶ୍ଚିମବଙ୍ଗ ଦୀଘାରେ ନବ ନିର୍ମିତ ଜଗନ୍ନାଥ ମନ୍ଦିର ପାଇଁ 'ଧାମ' ଟ୍ୟାଗ୍ ବ୍ୟବହାରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଏନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ବୁଧବାର ଇସ୍କନର ହସ୍ତକ୍ଷେପ ଲୋଡ଼ିଛନ୍ତି। ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଗଜପତି…

କାଲିଠୁ କଲବଲ କରିବ ତାତି, ହିଟୱେଭ ଆଲର୍ଟ ଜାରି

ଭୁବନେଶ୍ୱର: ମେ ୮ରୁ ୧୩ ପର୍ଯ୍ୟନ୍ତ ଓଡ଼ିଶାରେ ଗରମ ସହ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସୂଚନା ଦେଇଛି। ମେ ୭ରେ ଅପରାହ୍ନ/ସନ୍ଧ୍ୟା ସମୟରେ ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ,…

ବିଜୁ ବାବୁଙ୍କୁ ସମ୍ମାନ ଜଣାଇଲା ଋଷ; ଦୂତାବାସରେ ସ୍ମାରକୀ ଫଳକ ଉନ୍ମୋଚିତ

ଭୁବନେଶ୍ୱର: ନାଜିବାଦ ବିରୁଦ୍ଧରେ ଋଷ ବିଜୟର ୮୦ ତମ ବାର୍ଷିକୀ ଉତ୍ସବ ପାଳନ କରୁଛି। ଏହି ଅବସରରେ ଓଡ଼ିଆ ବୀର ପୁଅ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ସମ୍ମାନ ଜଣାଇଛି ଋଷ। ତେବେ ବିଜୟ ଉତ୍ସବ ପାଇଁ ମେ ୯ ତାରିଖରେ ମସ୍କୋରେ ବିଶାଳ କାର୍ଯ୍ୟକ୍ରମ ଆୟୋଜନ ହେବ। ଦ୍ଵିତୀୟ…

ଆମ ସଂସ୍କୃତିରେ ‘ସିନ୍ଦୂର’ ପରମ୍ପରା ସହ, ତ୍ୟାଗ ଓ ସଂକଳ୍ପର ପ୍ରତୀକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତୀୟ ସେନା । ଏହି ସମୟରେ କରାଯାଇଥିବା ଏୟାର ଷ୍ଟ୍ରାଇକର ନାଁ ରହିଛି 'ଅପରେଶନ ସିନ୍ଦୂର' । ଏହାକୁ ନେଇ ଟ୍ବିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ଏକ୍ସରେ ଲେଖିଛନ୍ତି ଯେ, ''ଆମ ସଂସ୍କୃତିରେ 'ସିନ୍ଦୂର'କେବଳ…

‘ଅପରେସନ ସିନ୍ଦୁର’: ସାମ୍ନାକୁ ଆସିଲା ପହଲଗାମରେ ପ୍ରାଣ ହରାଇଥିବା ପରିବାର ସଦସ୍ୟଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ/ଭୁବନେଶ୍ବର: ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୧୪ ଦିନ ପରେ ପ୍ରତିଶୋଧ ନେଇଛି ଭାରତ । ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ 'ଅପରେସନ ସିନ୍ଦୂର' ସଫଳ ହୋଇଛି । ପାକିସ୍ତାନରେ ଆତଙ୍କବାଦ ବିରୋଧରେ ଏହି ଜବାବୀ କାର୍ଯ୍ୟାନୁଷ୍ଠାନ ପରେ ସାରା ବିଶ୍ବକୁ ଅବଗତ କରିଛି ଭାରତ । ଏହି ଏୟାର…

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିର ମୁକାବିଲା ପାଇଁ ବିଏମସି ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର: ଆଜି ଅପରାହ୍ଣ ୪ଟାରେ ବାଜିବ ଏୟାର ରେଡ ସାଇରନ୍‌। ସିଭିଲ ଡିଫେନ୍ସ ମକଡ୍ରିଲ ହେବ। ସେପଟେ ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିର ମୁକାବିଲା ପାଇଁ ବିଏମ୍‌ସି ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲରୁମ ଖୋଲାଯାଇଛି। ସିଭିଲ ଡିଫେନ୍ସର ମକଡ୍ରିଲ୍‌ ପାଇଁ ଏହା କାମ କରିବ। ମଙ୍ଗଳବାର ଖୋର୍ଦ୍ଧା…