Latest Odisha News
Browsing Category

ଓଡିଶା

Odisha

ସରକାରୀ ପାଣ୍ଠି ଆତ୍ମସାତ କରି ବନ୍ଧାହେଲେ ସମବାୟ ସମିତିର ସେକ୍ରେଟେରୀ ଇନ-ଚାର୍ଜ

ଭୁବନେଶ୍ୱର: ବାଲେଶ୍ୱରର ଦୁର୍ଗାଦେବୀ ସମବାୟ ସମିତିର ସେକ୍ରେଟେରୀ ଇନ-ଚାର୍ଜ ଦାୟିତ୍ୱରେ ଥିବା ଗିରିଶ ଚନ୍ଦ୍ର ବେହେରାଙ୍କୁ ୫.୮ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ଆତ୍ମସାତ କରିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅଧୀନରେ ଏହି ରାଶି…

ମିଳିବ ମାଗଣା ଚାଉଳ ସାଙ୍ଗକୁ ମାଗଣା ଗହମ, ହେଲେ କେବେ?

ଭୁବନେଶ୍ବର: ଏଣିକି ମାଗଣା ଚାଉଳ ସାଙ୍ଗକୁ ମାଗଣା ଗହବ ପାଇବେ ରାସନ ହିତାଧିକାରୀ । ନୂଆ ସରକାର ଆସିବା ଦିନଠୁ ଏହା ଶୁଣିବାକୁ ମିଳୁଛି । ହେଲେ କେବେ ମିଳିବ, ତାହା ଏବେ ପ୍ରଶ୍ନବାଚୀ । ଯାହାକୁ ନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାଜ୍ୟରେ…

ଘରେ ଚାଲିଥିଲା ସେକ୍ସ ରକେଟ୍; ବୃଦ୍ଧ ଦମ୍ପତିଙ୍କ ସମେତ ୩ ଗିରଫ

ରାଉରକେଲା: ରାଉରକେଲାର ଜଗଦା ଅଞ୍ଚଳର ଏକ ଘରୁ ସେକ୍ସ ରାକେଟ ଚଳାଉଥିବା ଅଭିଯୋଗରେ ଜଣେ ବୃଦ୍ଧ ଦମ୍ପତି ସମେତ ତିନି ଜଣଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ବ୍ୟକ୍ତିମାନେ ହେଉଛନ୍ତି ଜୋସ୍ନା ବିଶ୍ୱାଳ (୬୨), ତାଙ୍କ ସ୍ୱାମୀ ଉପେନ୍ଦ୍ର ବିଶ୍ୱାଳ (୭୨) ଏବଂ ଜଣେ ଗ୍ରାହକ ଉମେଶ ବିଶ୍ୱାଳ…

୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର, ଏଫସିଆଇ ନେବ ୪୬ ଲକ୍ଷ

ଭୁବନେଶ୍ବର: ଚଳିତ ବର୍ଷ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର । ରାଜ୍ୟରେ ଧାନ କିଣା ନେଇ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଗତ ବର୍ଷ ଅପେକ୍ଷା ୨୬ ଲକ୍ଷ ମେଟ୍ରିକ୍ ଧାନ ଅଧିକା କିଣାହୋଇଛି । ପ୍ରତ୍ୟେକ ବର୍ଷ ୧୬ ଲକ୍ଷ ମେଟ୍ରିକ୍ ଟନ୍…

ଗାଡ଼ି ସାଇଡ୍ ମରାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, ଥାନାରେ ଏତଲା

ଭୁବନେଶ୍ୱର: ଗାଡ଼ି ସାଇଡ୍‌ମରା ନେଇ ଛାତ୍ର ଓ ଅଣଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ। ଗଣ୍ଡଗୋଳରେ ଦୁଇ ଜଣ ଛାତ୍ର ଓ ଦୁଇ ଜଣ ଅଣଛାତ୍ର ଆହତ ହୋଇଛନ୍ତି। ଗତକାଲି ରାତି ପ୍ରାୟ ୧୦.୩୦ ସମୟରେ ଓୟୁଏଟି ଛକରେ ଘଟିଛି ଏଭଳି ଗଣ୍ଡଗୋଳ। ଘଟଣା ସ୍ଥଳରେ ଖଣ୍ଡଗିରି ଥାନା ପୋଲିସ ଟିମ୍ ପହଞ୍ଚି ସ୍ଥିତି…

ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ

ବଲାଙ୍ଗିର: ପାରିବାରିକ କଳହର କରୁଣ ପରିଣତି। ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ। ଏଠାରେ ସ୍ୱାମୀ ସାଜିଲା ସଇତାନ। ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ହତ୍ୟାକାରୀ ସ୍ୱାମୀକୁ ଅଟକ ରଖି ପଚରା ଉଚରା କରୁଛି ଦେଓଗାଁ ପୋଲିସ। ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା…

ଶ୍ରୀମନ୍ଦିର ପାଇଁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି, ୫ଟି ପର୍ଯ୍ୟାୟରେ ହେବ ଚୟନ ପ୍ରକ୍ରିୟା

ପୁରୀ: ଶ୍ରୀମନ୍ଦିର ପାଇଁ ଆଜି ଠାରୁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି ଆରମ୍ଭ ହୋଇଛି। ୫ଟି ପର୍ଯ୍ୟାୟରେ ୧୭୨ ଅଫିସର ଓ ୧୪୯୯ ସିପାହୀ ଚୟନ ହେବେ। ଆଜି ୩୨୯ ଜଣ ପୋଲିସ କର୍ମଚାରୀ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀମନ୍ଦିରର ସୁରକ୍ଷା ଓ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ…

ଖଡ଼ିଛୁଆଁ ଦିବସ, ବଡ଼ଗଡ଼ ହାଇସ୍କୁଲରୁ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ରାଜ୍ୟର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଆରମ୍ଭ ହେବ ଶିଶୁ ବାଟିକା। କୁନି କୁନି ଛାତ୍ରଛାତ୍ରୀଙ୍କ ସ୍କୁଲ୍ ପ୍ରବେଶ ସହ ଖଡିଛୁଆଁ ଉତ୍ସବ ହେବ ଅନୁଷ୍ଠିତ। ପ୍ରତି ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସ୍ବାକ୍ଷରିତ ନିମନ୍ତ୍ରଣ ପତ୍ର ବାଣ୍ଟିଛନ୍ତି ଜିଲ୍ଲାପାଳ ଓ ଅଧିକାରୀ।…

ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା! ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ବଦଲିବ ପାଣିପାଗ । ଟ୍ରପ୍‌ ଲାଇନ ପ୍ରଭାବରେ ଖରା ପରେ ବର୍ଷା ହେବାକୁ ଥିବା ବେଳେ ୫ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ମହାଦେବ ବେଟିଂ ଆପ୍ ମାମଲା: ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କୁ ଅଭିଯୁକ୍ତ ଦର୍ଶାଇଲା ସିବିଆଇ

ରାୟପୁର: ମହାଦେବ ଅନଲାଇନ୍ ଆପ୍ ମାମଲାରେ ସିବିଆଇ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସିବିଆଇ ଏହାର ଏଫ୍‌ଆଇଆର୍‌ରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କୁ ଅଭିଯୁକ୍ତ କରିଛି। ଗତ ସପ୍ତାହରେ ଏହି ଦୁର୍ନୀତି ସମ୍ବନ୍ଧୀୟ ମାମଲାରେ ସିବିଆଇ ଛତିଶଗଡ଼, ଭୋପାଳ, କୋଲକାତା ଓ…