Latest Odisha News
Browsing Category

ଓଡିଶା

Odisha

କାଲିଠୁ +୨ ଖାତା ଦେଖା; ଏକ ସଙ୍ଗେ ବାହାରିବ ସମସ୍ତଙ୍କ ରେଜଲ୍ଟ

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର। ଆସନ୍ତାକାଲି ଅର୍ଥାତ୍‌ ବୁଧବାର ଠାରୁ +୨ ଖାତା ଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ୩ ଲକ୍ଷ ୯୩ ହଜାର ୬୧୬…

କଟକରେ ୯୦ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ 

କଟକ: କଟକରେ ୯୦ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ। ଏହି ସମାରୋହରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଆୟୋଜିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହ ପୋଲିସ ସେବାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପୁରସ୍କୃତ କରିଥିଲେ। ଡିଜିପି ପ୍ରଥମେ ସହିଦ…

ପୁଣି କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ,କାରଣ ଅସ୍ପଷ୍ଟ; ପୋଲିସ ତଦନ୍ତ ଆରମ୍ଭ

ଭୁବନେଶ୍ୱର: ପୁଣି ଜଣେ କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ହୋଇଛି । ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଏକ ନିର୍ମାଣଧୀନ କୋଠା ତଳୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର କିଟ୍‌‌ ବିଶ୍ୱବିଦ୍ୟାଳୟରେ ବିଟେକ୍‌‌ ତୃତୀୟ ବର୍ଷରେ ପଢୁଥିଲେ। ଛାତ୍ରଙ୍କ ନାମ…

ପୁଣି ଗୋଟିଏ ଦିନରେ ୨ଟି ପରୀକ୍ଷା, କ’ଣ କରିବେ ଦ୍ବନ୍ଦ୍ବରେ ପରୀକ୍ଷାର୍ଥୀ?

ଭୁବନେଶ୍ବର: ପୁଣି ଗୋଟିଏ ଦିନରେ ୨ଟି ଗୁରୁତ୍ବପୂର୍ଣ ପରୀକ୍ଷା । ଆସନ୍ତା ଏପ୍ରିଲ୍ ୨୨ରେ ଓଡ଼ିଶା ପ୍ରଶାସନିକ ସେବା ଓଏଏସ୍ ମେନ୍ ଏବଂ ରେଳବାଇ ଜେଇ ପରୀକ୍ଷା । ଯାହାକୁ ନେଇ ଏବେ ଚିନ୍ତାରେ ପରୀକ୍ଷାର୍ଥୀ । କରିବେ କ’ଣ, ଗୋଟିଏ ଦିନରେ ଦୁଇଟି ପରୀକ୍ଷା ପଡିଥିବା ବେଳେ, ନିହାତି ଗୋଟିଏ…

ରାଜ୍ୟରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ । ରାଜ୍ୟରେ ଆଜିଠୁ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା । ପୋଷଣ ଯୁକ୍ତ ମାଣ୍ଡିଆ ଲଡ଼ୁ ବାଣ୍ଟି ଏହାର ଶୁଭାରମ୍ଭ କରିଛନ୍ତି ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଉମରକୋଟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପିଲାଙ୍କୁ ଲଡ଼ୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨ ସପ୍ତାହ ଭିତରେ ଲାଗୁ ହେବ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର: ଆଜି ଓଡ଼ିଶା ଦିବସ। ବରପୁତ୍ରମାନଙ୍କ ଅବଦାନକୁ ନେଇ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି ପରିପ୍ରେକ୍ଷୀରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ…

ଢେଙ୍କାନାଳରେ ହେବ ମେଡିକାଲ କଲେଜ, ଘୋଷଣା କଲେ ସରକାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଢେଙ୍କାନାଳ ଜିଲ୍ଲାରେ ଏକ ମେଡିକାଲ କଲେଜ ନିର୍ମାଣ ହେବ ବୋଲି ଘୋଷଣା କରିଛନ୍ତି। ଏହି ଘୋଷଣା ଜିଲ୍ଲାବାସୀଙ୍କ ଦୀର୍ଘ ଦିନର ଦାବିକୁ ପୂରଣ କରିବା ସହ ସ୍ଥାନୀୟ ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବାରେ ସହାୟକ ହେବ । ରାଜ୍ୟ ସରକାରଙ୍କ ଏହି…

ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଏପ୍ରିଲ ୨୧ରେ ସମ୍ବଲପୁରରେ ହେବ ଅଭିଯୋଗ ଶୁଣାଣି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି। ୧୦ରୁ ଅଧିକ ମନ୍ତ୍ରୀ ଏଥିରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଅଭିଯୋଗ…

କଟକର ଶୋ’ରୁମରେ ଭୟାବହ ଅଗ୍ନିକାଣ୍ଡ

କଟକ: କଟକ ସହରର ଦୋଳମୁଣ୍ଡାଇ ଅଞ୍ଚଳରେ ମଙ୍ଗଳବାର ଦିନ ଏକ ଶୋ'ରୁମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପ୍ରାଥମିକ ସୂଚନା ଅନୁଯାୟୀ, ସ୍ଥାନୀୟ ବାସିନ୍ଦାମାେନ ବିଲ୍ଡିଂର ଉପର ମହଲାରେ ଅବସ୍ଥିତ ଦୋକାନରେ ଧୁଆଁ ବାହାରୁଥିବା ଦେଖିବାକୁ ପାଇଥିଲେ। ଯାହାପରେ ସେମାନେ ଅଗ୍ନିସେବା କର୍ମଚାରୀଙ୍କୁ…

ଉତ୍କଳ ଦିବସକୁ ପ୍ରତିବାଦ କରି କୋଶଳ ପ୍ରଦେଶ ଦାବି: ୭ ଜଣଙ୍କୁ ଉଠାଇ ନେଲା ପୋଲିସ୍

ଭୁବନେଶ୍ବର: ଆଜି ଉତ୍କଳ ଦିବସ । ଓଡିଶା ପ୍ରଦେଶ ଗଠନର ମୁହୂର୍ତ୍ତ । ୧୯୩୬ ମସିହା ଆଜିର ଦିନରେ ବିଛିନ୍ନ ଅଞ୍ଚଳ ଗୁଡ଼ିକ ଏକତ୍ର କରାଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରାଯାଇଥିଲା । ଓଡ଼ିଶା ଇତିହାସରେ ଏହାକୁ ସୁବର୍ଣ୍ଣ ଯୁଗ ବୋଲି କୁହାଯାଇଥାଏ  । କଳିଙ୍ଗ, କାରଗୋଡ଼ା, ଉତ୍କଳ ଓ କୋଶଳ…