Latest Odisha News

BREAKING NEWS

Browsing Category

ଓଡିଶା

Odisha

Ganja Smuggled: ପାଣି ବୋତଲଗାଡିରୁ ୧ କ୍ଵିଣ୍ଟାଲ ୬୦ କେଜି ଗଞ୍ଜେଇ ଜବତ, ୨ ଗିରଫ

ଯାଜପୁର: ଉପରେ ପାଣି ବୋତଲ ରଖି ଭିତରେ ହେଉଥିଲା ଗଞ୍ଜେଇ ଚାଲାଣ । ପିକଅପ୍ ଗାଡ଼ି ସହ ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ଯାଜପୁର ଅବକାରୀ ବିଭାଗ । ୧ କ୍ଵିଣ୍ଟାଲ ୬୦ କେଜି ଗଞ୍ଜେଇ ଜବତ ହୋଇଛି । ଏହାର ଆନୁମାନିକ ମୂଲ୍ୟ ୧୬ ଲକ୍ଷ ଟଙ୍କା ବୋଲି କୁହାଯାଉଛି । ଜିଲ୍ଲା ଅବକାରୀ…

Subhadra Money: ଜାନୁଆରୀ ୧୮ ସୁଦ୍ଧା ମିଳିବ ସୁଭଦ୍ରା ଟଙ୍କା, ଏତିକି ଜଣ ପାଇବେ ପ୍ରଥମ କିସ୍ତି..

ଭୁବନେଶ୍ବର: ସୁଭଦ୍ରା କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପଡେଟ୍‌ । ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା । ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ ଆହୁରି ମଧ୍ୟ…

Plus Two Exam: ଏଥର ଅନ୍‌ଲାଇନ୍‌ରେ ହେବ ଯୁକ୍ତ ଦୁଇ ଖାତା ଦେଖା, AI ଜଗିବ ପରୀକ୍ଷା ପ୍ରଶ୍ନପତ୍ର

ଭୁବନେଶ୍ବର: ଚଳିତ ବର୍ଷ ଅନ୍‌ଲାଇନ୍‌ ହୋଇପାରେ ଯୁକ୍ତ ୨ ପରୀକ୍ଷା ଖାତା ଦେଖା। ଏଥିପାଇଁ କଳା ବିଭାଗ ପକ୍ଷରୁ ପ୍ରସ୍ତୁତି କରାଯାଉଛି। ଚୂଡାନ୍ତ ପାଇଁ ବଜେଟ ଫାଇନାଲ ହୋଇନାହିଁ। ବଜେଟ ମଞ୍ଜୁର ହେଲେ ସେ ଦିଗରେ ନିଷ୍ପତ୍ତି ନିଆଯାଇପାରେ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା…

Chip Packet Toy Exploded: ଚିପ୍ସ ପ୍ୟାକେଟ୍ ଭିତରେ ଥିବା ଖେଳଣା ହେଲା ବିସ୍ଫୋରଣ, ଆଉ ତା’ପରେ…

ଟିଟିଲାଗଡ଼: ଚିପ୍ସ ପ୍ୟାକେଟ୍ ଭିତରେ ଥିବା ଛୋଟ ଖେଳଣା ସାଜିଛି କାଳ । ବିସ୍ଫୋରଣ ଘଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଗଲା କୁନି ପିଲାର ଆଖି । ଏଭଳି ଦୁଃଖଦ ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ଥାନା ଶଗଡଘାଟ ଗାଁରୁ । ଖବର ମୁତାବକ, ଶଗଡଘାଟ ଗାଁର ଲବ ହରପାଳଙ୍କ…

Jharsuguda Railway station: ଝାରସୁଗୁଡ଼ା ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ରେଳ ଚଳାଚଳ ବ୍ୟାହତ

ଝାରସୁଗୁଡ଼ା: ଝାରସୁଗୁଡ଼ା ରେଳ ଷ୍ଟେସନରେ ଭୟାବହ ଅଗ୍ନିକାଣ୍ଡ । ଏସିରୁ ସର୍ଟ ସର୍କିଟ ହୋଇ ନିଆଁ ଲାଗିଥିବା ସୂଚନା ରହିଛି । ସୂଚନା ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛି । ଭୟଭୀତ ନହେବା ପାଇଁ ରେଳ ବିଭାଗ ପକ୍ଷରୁ ଯାତ୍ରୀମାନଙ୍କୁ ପରାମର୍ଶ…

Cold Wave: ରାଜ୍ୟରେ ଅସହ୍ୟ ଥଣ୍ଡା; ରାତି ତାପମାତ୍ରା ୧ରୁ ୨ ଡିଗ୍ରୀ ଖସିବା ସମ୍ଭାବନା

ଭୁବନେଶ୍ବର: ରାଜ୍ୟକୁ ପୁଣି ଫେରିଲା ଶୀତ। ଅସହ୍ୟ ଥଣ୍ଡାରେ କଲବଲ ରାଜ୍ୟବାସୀ। ୧୪ ତାରିଖ ଯାଏ ଶୀତ ଲହରୀ ଜାରି ରହିବ। ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର। ସକାଳ ୫ଟା ୩୦ରେ ୧୦ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର। ମୟୂରଭଞ୍ଜରେ ସର୍ବନିମ୍ନ ତାପମାତ୍ରା ୧ ଡିଗ୍ରୀକୁ ଖସିଲା ପାରଦ।…

chilika: ଚିଲିକା ହ୍ରଦର ସାମଗ୍ରୀକ ବିକାଶ ସମ୍ପର୍କିତ ବୈଠକ; ପର୍ଯ୍ୟଟନ ପାଇଁ ସ୍ୱତନ୍ତ୍ର ଯୋଜନା କରିବାକୁ…

ଭୁବନେଶ୍ବର: ଚିଲିକାର ବିକାଶ ପାଇଁ ଏକ ସମନ୍ୱିତ ଯୋଜନା ପ୍ରସ୍ତୁତ କରାଯାଇଛି । ଚିଲିକା ଉନ୍ନୟନ କତ୍ତୃପକ୍ଷଙ୍କ ଏକ ବୈଠକରେ ଚିଲିକାର ଉନ୍ନୟନ ସମ୍ପର୍କରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଚିଲିକା ହେଉଛି ଆମ ଜୈବ ବିବିଧତାର ଏକ ଭଣ୍ଡାର । ତେଣୁ, ଏହାର ସୁରକ୍ଷା ପାଇଁ ସବୁ ପ୍ରକାର…

୧୦ ବିଧାୟକଙ୍କ ସହ ଆଲୋଚନା କଲେ ନବୀନ ପଟ୍ଟନାୟକ;ଲୋକଙ୍କ ସେବା ଜାରି ରଖିବା ପାଇଁ…

ଭୁବନେଶ୍ବର:ଆଜି ସନ୍ଧ୍ୟା ରେ ନବୀନ ନିବାସ ରେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ୧୦ ଜଣ ବିଧାୟକଙ୍କ ସହ ସେମାନଙ୍କ ନିର୍ବାଚନ ମଣ୍ଡଳୀର ବିକାଶ ଓ ସଂଗଠନ ସମ୍ପର୍କରେ ଆଲୋଚନା କରିଥିଲେ। ତୃଣମୂଳ ସ୍ତରରେ ଦଳର ସଂଗଠନ କୁ ମଜବୂତ କରିବା ସହ ଲୋକଙ୍କ ସହ ସିଧା ସଳଖ ସମ୍ପର୍କ ରଖିବା…

ପିଶାଚ ପଡୋଶୀ, ବୃଦ୍ଧାଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା

ମୟୂରଭଞ୍ଜ: ନିଜର ଯୌନ ଲାଳସା ପୂରଣ କରିବା ପରେ ବୃଦ୍ଧାଙ୍କୁ ପଥରରେ ଛେଚି କରିଲେ ହତ୍ୟା। ମୟୂରଭଞ୍ଜ ଜିଲ୍ଲା ଆମ୍ବିକାଦେଇପୁର ଅଞ୍ଚଳର ମହାଲି ଗାଁରୁ ଏପରି ଲୋମ ଟାଙ୍କୁରା ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଘରେ କେହି ନଥିବା ସୁଯୋଗ ନେଇ ବୃଦ୍ଧା ମହିଳାଙ୍କୁ ଦୁଷ୍କର୍ମ କରିଛି ପଡୋଶୀ ।…

ଖୋର୍ଦ୍ଧା ପରେ ଢେଙ୍କାନାଳ ବିଦ୍ୟାଳୟରେ ଜଣ୍ଡିସ୍ ଚିହ୍ନଟ

ଢେଙ୍କାନାଳ:ପୁଣି ଆଉ ଏକ ବିଦ୍ୟାଳୟରେ ଦେଖାଦେଲା ଜଣ୍ଡିସ ରୋଗ । ଖୋର୍ଦ୍ଧା ପରେ ଢେଙ୍କାନାଳ ଜିଲ୍ଲାରେ ସାମ୍ନାକୁ ଆସିଲା ଜଣ୍ଡିସ । ଗଁଦିଆ ବ୍ଲକ୍ ବିଶ୍ୱନାଥପୁର ଆଦର୍ଶ ବିଦ୍ୟାଳୟରେ ଜଣ୍ଡିସ୍ ଚିହ୍ନଟ ହୋଇଛି । ବିଦ୍ୟାଳୟର ଜଣେ ଛାତ୍ର ଜଣ୍ଡିସ ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ଜିଲ୍ଲା…