Latest Odisha News
Browsing Category

ଓଡିଶା

Odisha

ବିରଜା ମନ୍ଦିର ଭିତରେ ପଶିଲେ ବିଦେଶୀ ନାଗରିକ

ଭୁବନେଶ୍ୱର: ଏକ ବିଦେଶୀ ନାଗରିକ ଦଳ ରବିବାର ଦିନ ଯାଜପୁର ଜିଲ୍ଲାର ବିରଜା ମନ୍ଦିରରେ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ଯାହାକୁ ନେଇ ଭକ୍ତଙ୍କ ମଧ୍ଯରେ ଅସନ୍ତୋଷ ଦେଖାଦେଇଛି। ସୂଚନା ଅନୁଯାୟୀ, କିଛି ମହିଳାଙ୍କ ସହିତ ପ୍ରାୟ ଦଶ ଜଣ ବିଦେଶୀ ନାଗରିକ ଜବରଦସ୍ତି ମନ୍ଦିର ପରିସର ଭିତରକୁ…

ରାଜ୍ୟବ୍ୟାପୀ ଓଡିଶା ଦିବସ ପାଳିବ ବିଜେଡି

ଭୁବନେଶ୍ୱର: ଏପ୍ରିଲ ୧ରେ ୮୯ତମ ଓଡିଶା ଦିବସ ପାଳିତ ହେବାକୁ ଥିବାବେଳେ ବିଜୁ ଜନତା ଦଳ ରାଜ୍ୟବ୍ୟାପୀ ଏହି ଦିବସଟିକୁ ପାଳିବ। ଏନେଇ ଦଳର ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ଓ ଦଳର ସଭ୍ୟ ସଂଗ୍ରହ ଅଭିଯାନ କମିଟିର ଆବାହକ ଅତନୁ ସବ୍ୟସାଚୀ ନାୟକ ସୂଚନା ଦେଇଛନ୍ତି। ଓଡ଼ିଶାର ଅନେକ…

ସୁକମା ଏନକାଉଣ୍ଟର: ପୁଣି ଜଣେ ନକ୍ସଲ ମୃତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ୧୭  ନକ୍ସଲଙ୍କ ଏନକାଉଣ୍ଟରରେ ମୃତ୍ୟୁ ଘଟିଥିଲା। ଆଜି ପୁଣି ସୁକମା ବାସାଗୁଡା ଥାନା ଅଞ୍ଚଳର ଟେକମେଟା ଜଂଗଲରେ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ମୃତ ନକ୍ସଲ ମୁଣ୍ଡରେ ରହିଥିଲା ଲକ୍ଷେ ଟଙ୍କାର ପୁରସ୍କାର। ସୂତ୍ର…

କୋଏଲ ନଦୀରେ ଗାଧୋଇବା ହେଲା କାଳ: ବୁଡ଼ି ଗଲେ ୨ ସାଙ୍ଗ

ରାଉରକେଲା: ଆଜି (ରବିବାର)ବିଶ୍ରା ଥାନା ଅଧୀନ କୋଏଲ ନଦୀ କେରକେଟା ଘାଟରେ ଗାଧୋଇବା ବେଳେ ବୁଡିଯିବାରୁ ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସେକ୍ଟର-୧୭ ବି ବ୍ଲକ ଘର ନଂ-୧୭୭ର ପ୍ରଦୀପ ତରାଇ(୧୯) ଏବଂ ସେକ୍ଟର ୮ ସି ବ୍ଲକ ଶନିମନ୍ଦିର ନିକଟରେ ରହୁଥିବା ଆଶୀର୍ବାଦ ବାରିକ(୧୯)।…

କାମାକ୍ଷା ଏକ୍ସପ୍ରେସ ଦୁର୍ଘଟଣା; ମୃତକଙ୍କ ପରିବାରକୁ ୫ ଲକ୍ଷ ଅନୁକମ୍ପା ସହାୟତା 

ଭୁବନେଶ୍ୱର: କଟକ ଜିଲ୍ଲାର ନିର୍ଗୁଣ୍ଡି ନିକଟରେ ରବିବାର ଦିନ ବେଙ୍ଗାଲୁରୁ-କାମାକ୍ଷା ଏସି ସୁପରଫାଷ୍ଟ ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣାରେ ମୃତ୍ୟୁବରଣ କରିଥିବା ଯାତ୍ରୀ ଏବଂ ଆହତଙ୍କ ପାଇଁ ରେଳ କର୍ତ୍ତୃପକ୍ଷ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି। ପୂର୍ବତଟ ରେଳପଥ ପକ୍ଷରୁ ଏକ ବିବୃତ୍ତିରେ…

ପ୍ରଥମ ଥର ପାଇଁ ଏପ୍ରିଲ୧ରୁ ୧୪ ଯାଏଁ ପାଳନ ହେବ ଓଡ଼ିଆ ପକ୍ଷ

ଭୁବନେଶ୍ଵର: ଏଥର ଓଡ଼ିଆ ନବବର୍ଷକୁ ମହାଆଡ଼ମ୍ବରରେ ପାଳନ କରାଯିବ। ପ୍ରଥମ ଥର ପାଇଁ ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରିବା ନିମନ୍ତେ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଓଡ଼ିଆ…

କାମାକ୍ଷା ଏକ୍ସପ୍ରେସ୍ ଦୁର୍ଘଟଣା; ଫସିଥିବା ଯାତ୍ରୀଙ୍କୁ ନେଇ ବାହାରିଲା ସ୍ପେଶାଲ୍‌ ଟ୍ରେନ୍‌ 

କଟକ: କଟକ ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଥିଲା ବେଳେ ୭ ଜଣ ଯାତ୍ରୀ ଆହତ ହୋଇଥିଲେ। ଆଉ ଜଣଙ୍କ ମୃତ୍ଯୁ ଘଟିଥିଲା। ଦୁର୍ଘଟଣାରେ ମୃତ୍ଯୁବରଣ କଣିଥିବା ବ୍ୟକ୍ତିଙ୍କ ପରିଚୟ ମିଳିଛି। ମୃତକ ଜଣଙ୍କ ଶୁଭଙ୍କର ରାୟ ଓ ସେ ଅଲ୍ଲୀପୁର ବାସିନ୍ଦା ବୋଲି ଜଣାପଡିଛି।…

ମାରୁଛି ଅସହ୍ୟ ତାତି: ଟାଣ ଖରାରୁ ରକ୍ଷା ପାଇବା ପାଇଁ କରନ୍ତୁ ଏହି ଉପାୟ…

ଭୁବନେଶ୍ବର: ରାଜ୍ୟରେ ଅସମ୍ଭାଳ ତାତି । ଅସହ୍ୟ ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଗ୍ରୀଷ୍ମପ୍ରବାହ । ଆଜି ବି ପ୍ରବଳ ଖରା । ଦିନ ୮ଟାରୁ ଶରୀରରେ ଯେମିତି ଟାଉଁ ଟାଉଁ ହେଇ ବାଜୁଛି । ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବା ନେଇ ଆଶଙ୍କା ରହିଛି । ଯେଉଁଥିରେ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ ।…

ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି

ଭୁବନେଶ୍ବର: ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷା ଚାଲିଥିବା ବେଳେ ପ୍ରଶ୍ନ ପତ୍ରରେ ତ୍ରୁଟି ବାହାରିଛି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷାରେ ୧୦୦ ମାର୍କ ପ୍ରଶ୍ନ ବଦଳରେ ୯୪ ମାର୍କର…

୧୩ ହଜାରରୁ ଅଧିକ ଆର୍ଦ୍ରଭୂମିର ଆରମ୍ଭ ହୋଇଛି ସୀମା ନିର୍ଦ୍ଧାରଣ

ଭୁବନେଶ୍ବର: ଓଡ଼ିଶା ସରକାର ରାଜ୍ୟର ୧୩,୦୦୦ ରୁ ଅଧିକ ଆର୍ଦ୍ରଭୂମିର ପ୍ରଭାବଶାଳୀ ସଂରକ୍ଷଣ ପାଇଁ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ବନ ବିଭାଗ ୨.୨୫ ହେକ୍ଟର ତଥା ଏହା ଠାରୁ ଅଧିକ ଅଞ୍ଚଳରେ ବିସ୍ତାରିତ ମୋଟ ୧୩,୬୬୭ ଆର୍ଦ୍ରଭୂମିର…