Latest Odisha News

BREAKING NEWS

Browsing Category

ଓଡିଶା

Odisha

ମନମାନି କରୁଛି ଟାଟା ପାୱାର, ବିନା ନୋଟିସରେ କାଟୁଛି ଲାଇନ୍

ବିନିକା: ମନମାନି କରୁଛି ଟାଟା ପାୱାର୍ । ବିନା ନୋଟିସରେ କାଟୁଛି ବିଦ୍ୟୁତ ସଂଯୋଗ । ଟଙ୍କା ନେବା ସମୟ ହେବା ପୂର୍ବରୁ ଆସିଯାଉଛି ବିଲ୍ ମାତ୍ର ବିଦ୍ୟୁତ ସଂଯୋଗରେ ଢିଲା । ମନମାନି କରି ଲୋକଙ୍କୁ କରୁଛି ହନ୍ତସନ୍ତ । ଏଭଳି ଅଭିଯୋଗ ଆସିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍‌ର…

ଭୟଙ୍କର… ଲୋମଟାଙ୍କୁରା…ଛାତିଥରା..ଇତିହାସର କଳା ପୃଷ୍ଠାରେ ଲୌହ ଦାନବର ସେହି ଛାତିଥରା ଦୃଶ୍ୟ

ଭୁବନେଶ୍ଵର: ଭୟଙ୍କର... ଲୋମଟାଙ୍କୁରା...ଛାତିଥରା... ହୃଦୟ ବିଦାରକ । ଆଜିବି ମନରୁ ଲିଭିନି ସେହି ସବୁ କାଳ ରାତିର କରାଳ ରୂପ । ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଉଠୁଛି ଲୋମ । କାନରେ ଆଜିବି ବାଜୁଛି ରେଳ ଟ୍ରାକରୁ ଶୁଭୁଥିବା ଆର୍ତ୍ତ ଚିତ୍କାର । ସେଦିନ ଅନ୍ଧକାର ରାତିରେ ଲୌହଦାନବ…

ତାତିରୁ ମିଳିବ ଆଶ୍ବସ୍ତି; ଏପ୍ରିଲ ୨ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ବସ୍ତି। ଏପ୍ରିଲ ୨ରୁ ଓଡ଼ିଶାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଏପ୍ରିଲ ୨ରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ, ଏପ୍ରିଲ ୩ରେ କୋରାପୁଟ,…

୨୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଆକାଉଣ୍ଟାଣ୍ଟ ଗିରଫ

ଜଳେଶ୍ୱର: ୨୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଆକାଉଣ୍ଟାଣ୍ଟ ଗିରଫ । ବଣିଆଡିହା ସମବାୟ ସମିତିର ପୂର୍ବତନ ଆକାଉଣ୍ଟାଣ୍ଟ ଗିରଫ । ପୂର୍ବତନ ଆକାଉଣ୍ଟାଣ୍ଟ ସତ୍ୟ ଅଞ୍ଜନ ଦେଙ୍କୁ ଗିରଫ କଲା ଭିଜିଲାନ୍ସ । ସୂଚନା ଅନୁସାରେ, ବଣିଆଡିହା ସମବାୟ ସମିତିର ପୂର୍ବତନ ଆକାଉଣ୍ଟାଣ୍ଟ ସତ୍ୟ ଅଞ୍ଜନ…

ନିର୍ଗୁଣ୍ଡିରେ ଟ୍ରେନ୍ ଲାଇନଚ୍ୟୁତ: ହେଲ୍ପଲାଇନ ନମ୍ବର ଜାରି

କଟକ: କଟକ ନିର୍ଗୁଣ୍ଡିରେ ଲାଇନଚ୍ୟୁତ ହୋଇଛି କାମାକ୍ଷା ଏକ୍ସପ୍ରେସ୍‌ । ଏଥିରେ ୭ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଥିବା  ଏସସିବି ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି । ଆହତମାନଙ୍କୁ ଅନ୍ୟ ଟ୍ରେନ ମାଧ୍ୟମରେ କଟକ ବଡ ମେଡିକାଲ ସ୍ଥାନାନ୍ତରିତ…

ଅନ୍ତ୍ୟୋଦୟ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା: ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩ ବର୍ଷରେ ବିନିଯୋଗ ହେବ ୭ ହଜାର ୫୫୦ କୋଟି ।…

କଟକରେ ରେଳ ଦୁର୍ଘଟଣା, ୧୧ ବଗି ଲାଇନଚ୍ୟୁତ

କଟକ: ରବିବାର ଦିନ କଟକର ଚୌଦ୍ୱାର ଅଞ୍ଚଳର ନିର୍ଗୁଣ୍ଡି ରେଳ ଷ୍ଟେସନ ନିକଟରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସର ଅନେକ ବଗି ଲାଇନଚ୍ୟୁତ ହୋଇଛି। ସୂଚନା ଅନୁଯାୟୀ, ଟ୍ରେନଟି ରେଳ ଧାରଣାରୁ ଲାଇନଚ୍ୟୁତଛି । ଏହାପରେ ପରେ ଟ୍ରେନରେ ଥିବା ଯାତ୍ରୀମାନେ ବ୍ୟସ୍ତବିବ୍ରତ ହୋଇ ନିଜ ନିଜ ବ୍ୟାଗ…

 କ’ଣ ଏହି ଓଡିଆ ପକ୍ଷ? ଧୁମଧାମରେ ପାଳନ କରିବେ ମୋହନ ସରକାର

ଭୁବନେଶ୍ବର: ଏପ୍ରିଲ ୧ରୁ ଓଡିଶା ସରକାର ପାଳିବେ ଓଡିଆ ପକ୍ଷ । ଚଳିତ ବର୍ଷ ଧୁମଧାମରେ ଓଡ଼ିଆ ପକ୍ଷ ପାଳନ କରିବେ ମୋହନ ସରକାର । ଏନେଇ ଏପ୍ରିଲ ୧ ଓଡିଶା ଦିବସରୁ ଏପ୍ରିଲ ୧୪ ତାରିଖ ମହାବିଷୁବ ସଂକ୍ରାନ୍ତି ଯାଏଁ ସାରା ରାଜ୍ୟରେ ପାଳିତ ହେବ ଓଡ଼ିଆ ପକ୍ଷ ଯେଉଁଥିରେ ବିଭିନ୍ନ ପ୍ରକାରର…

ଗିରଫ ହେଲେ ୱାଟକୋ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁ

ଭୁବନେଶ୍ଵର: ଗିରଫ ହେଲେ ଭୁବନେଶ୍ବର ଜଳଯୋଗାଣ ଓ ସ୍ବେରେଜ୍ ବୋର୍ଡ (ୱାଟକୋ)ର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଭିଜିଲାନ୍ସ ଶ୍ରୀ ସାହୁଙ୍କ ବାସଭବନ ସମେତ ୭ଟି ଠିକଣାରେ ଏକସଙ୍ଗେ ଚଢ଼ଉ…

ଓଲଟିଲା ସ୍କୁଲ ବସ୍; ଚାଳକ ସମେତ ୧୦ ଗୁରୁତର

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଶୁଣ୍ଢିମୁଣ୍ଡା ନିକଟରେ ଓଲଟିଲା ଘରୋଇ ସ୍କୁଲ ବସ୍ । ଏହି ଦୁର୍ଘଟଣାରେ ଚାଳକ ଅତି ଗୁରୁତର ଥିବାବେଳେ ପ୍ରାୟ ୧୦ ଜଣ ଛାତ୍ରଛାତ୍ରୀ ଗୁରୁତର ଓ ପ୍ରାୟ ୩୦ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି । ସମସ୍ତଙ୍କୁ ଚିକିତ୍ସା ନିମନ୍ତେ…