Latest Odisha News

BREAKING NEWS

Browsing Category

ଓଡିଶା

Odisha

କେନ୍ଦୁଝର ଜିଲ୍ଲାରେ ଆୟୋଜିତ ହେବ “ରଙ୍ଗବତୀ” ଉତ୍ସବ

ଭୁବନେଶ୍ୱର/କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଆୟୋଜିତ ହେବାକୁ ଯାଉଛି ପଶ୍ଚିମ ଓଡ଼ିଶା ନୃତ୍ୟ, ସଂଗୀତ ଉତ୍ସବ "ରଙ୍ଗବତୀ"। ଏହି ଉତ୍ସବ ଆସନ୍ତା ମେ' ୫ ତାରିଖ ଠାରୁ ଆରମ୍ଭ ହୋଇ ୭ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି କାଳିପଡ଼ିଆ, କେନ୍ଦୁଝର ଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଓଡ଼ିଶା ସରକାରଙ୍କ…

ଏମ୍ସ ଭୁବନେଶ୍ୱରର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣ୍ଣ ସମର୍ଥନ ପ୍ରତିଶ୍ରୁତି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଏବଂ ଏମ୍ସ ଭୁବନେଶ୍ୱର ଅଧ୍ୟକ୍ଷ ଡ. ଶୈଳେଶ କୁମାର ଗତକାଲି ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ, ଡ. ବିଶ୍ୱାସ ମୁଖ୍ୟମନ୍ତ୍ରୀଙ୍କ ସହିତ ରୋଗୀ…

ଯାଆଁଳା ଭାଇଙ୍କ ଅସାଧାରଣ କୃତିତ୍ୱ: ସମାନ ନମ୍ବର ରଖି ଜିଲ୍ଲା ଟପ୍ପର

ମାଲକାନଗିରି: ମାଲକାନଗିରି ଜିଲ୍ଲାର ଏମଭି-୭୯ ସ୍ଥିତ ସାବରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଯାଆଁଳା ଭାଇ ଡାନିଏଲ ଲେଙ୍କା ଓ ଡମ୍ବରୁ ଲେଙ୍କା ଚଳିତ ମାଟ୍ରିକ ପରୀକ୍ଷାରେ ଏକ ଅଭୂତପୂର୍ବ କୃତିତ୍ୱ ହାସଲ କରିଛନ୍ତି। ଉଭୟ ଭାଇ ୬୦୦ ମାର୍କରୁ ୫୬୦ ମାର୍କ ରଖି ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇ ଜିଲ୍ଲା…

ମେଡିକାଲ୍‌ କଲେଜ୍ ସିଟ୍‌ ବିକ୍ରି; ୪ ଆନ୍ତଃରାଜ୍ୟ ଠକ ଗିରଫ

ଭୁବନେଶ୍ୱର: ଆସନ୍ତାକାଲି ନିଟ୍ ପରୀକ୍ଷା । ଏହାପୂର୍ବରୁ ହୋଟେଲରେ ମେଡିକାଲ କଲେଜ ସିଟ୍ ପାଇଁ ଚାଲିଥିବା ମୂଲଚାଲ । ଛିଣ୍ଡି ସାରିଥିଲା ରେଟ୍ । ମାତ୍ର ଠିକ୍ ସମୟରେ ପହଞ୍ଚିଗଲା କମିଶନରେଟ ପୋଲିସ । ଏହାପରେ ଏକ ଆନ୍ତଃରାଜ୍ୟ ଗ୍ୟାଙ୍ଗର ୪ ଜଣଙ୍କୁ ମାଡ଼ି ବସିଛି ପୋଲିସ । ଓଡ଼ିଶାରୁ ୨ ଜଣ,…

ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦ ପ୍ରସଙ୍ଗ: ପୁରୀ ସାଂସଦ ସମ୍ବିତ ପାତ୍ରଙ୍କ ଦୃଢ଼ ପ୍ରତିବାଦ

ଭୁବନେଶ୍ୱର: ଦୀଘାରେ 'ଜଗନ୍ନାଥ ଧାମ' ନାଁ ବିବାଦ ପ୍ରସଙ୍ଗ ଜୋର ଧରିଛି। ଦୀଘାର ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହେବା ପର ଠାରୁ ଥମୁନି ବିବାଦ। ଚାରିଆଡେ ଅସନ୍ତୋଷ ତେଜିଛି। ପଣ୍ଡାପଢିଆରଙ୍କ ଠାରୁ ନେଇ ସେବାୟତ ପର୍ଯ୍ୟନ୍ତ ସମସ୍ତେ ଏହାକୁ ବିରୋଧ କରିଛନ୍ତି। ଜଗନ୍ନାଥ ମନ୍ଦିର କଲେ, ହେଲେ…

ଦୀଘା ମନ୍ଦିର ବିବାଦ; ସଂଧ୍ୟା ୫ଟାରେ ବୈଠକ ଡାକିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ପଶ୍ଚିମବଙ୍ଗ ଦୀଘାରେ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିରରେ ବିଗ୍ରହଙ୍କ ପାଇଁ ବଳକା ଦାରୁ କାଠ ଦିଆଯିବା ଘଟଣା । ଆଜି ଅପରାହ୍ନ ୫ଟାରେ ବସିବ ଶ୍ରୀମନ୍ଦିର ପ୍ରଶାସନର ଗୁରୁତ୍ବପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ହେବ ବୈଠକ । ମହାରଣା,ଦେଉଳକରଣ, ପାଟଯୋଶୀ…

‘ଜଗନ୍ନାଥ ଧାମ ନାଁ, ଗ୍ରହଣୀୟ ନୁହେଁ’, ବର୍ଷିଲେ ସୁଦର୍ଶନ

ଭୁବନେଶ୍ବର: ଦୀଘାର ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହେବା ପର ଠାରୁ ଥମୁନି ବିବାଦ । ଚାରିଆଡେ ଅସନ୍ତୋଷ ତେଜିଛି । ପଣ୍ଡାପଢିଆରଙ୍କ ଠାରୁ ନେଇ ସେବାୟତ ପର୍ଯ୍ୟନ୍ତ ସମସ୍ତେ ଏହାକୁ ବିରୋଧ କରିଛନ୍ତି । ଜଗନ୍ନାଥ ମନ୍ଦିର କଲେ, ହେଲେ କାହିଁକି ଏହାର ନାମ ‘ଜଗନ୍ନାଥ ଧାମ’ ରଖାଗଲା ବୋଲି ନେଇ,…

ରାଜ୍ୟରେ ଆଉ ୪ ଦିନ କାଳବୈଶାଖୀ, ଆଜି ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ଧରି କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ, ଆଉ ୪ ଦିନ ଜାରି ରହିବ । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ୮ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ନେଇ ପାଣିପାଗ…

ରାଜା ଚକ୍ରର ଓକିଲଙ୍କ ନାଁରେ ମାନହାନୀ ମୋକଦ୍ଦମା ଦାୟର କଲେ ମନମୋହନ ସାମଲ

ବାଲେଶ୍ବର: ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନୀ ମକଦ୍ଦମା । ମକଦ୍ଦମା ଦାଏର କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ରାଜା ଚକ୍ରଙ୍କ ଓକିଲ ସିତାଂଶୁ ଦ୍ବିବେଦୀଙ୍କ ନାଁରେ ମକଦ୍ଦମା । ବାଲେଶ୍ବର ଏସଡିଜିଏମ୍‌ଙ୍କ କୋର୍ଟରେ ମକଦ୍ଦମା ହେଲା ଦାଏର । ସିତାଂଶୁ ଦ୍ବିବେଦୀଙ୍କ ବୟାନ ଉପରେ…