Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ଵର: ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା । ଏନେଇ ସୂଚନା ଦେଇଛନ୍ତି ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ । ବିଜେପିର ସାଂଗଠନିକ କାର୍ଯ୍ୟରେ ଯୋଗ ଦେବେ ନଡ୍ଡା । ତେବେ ନଡ୍ଡାଙ୍କ ଗସ୍ତ ପରେ ରାଜ୍ୟ ବିଜେପି ସଭାପତିଙ୍କ ନାଁ ଘୋଷଣା କରାଯିବ । ଆସନ୍ତା ଏପ୍ରିଲ ୧୪ ତାରିଖ…

୬୪ ଲକ୍ଷରୁ ଅଧିକ ଟଙ୍କା ଅନିୟମିତତା ମାମଲାରେ ୪ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ

ବରଗଡ: ଆର୍ଥିକ ଅନିୟମିତତା ମାମଲାରେ ୪ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗିରଫ ହୋଇଥିବା ୪ ଜଣ ହେଲେ ବରଗଡ଼ ଜିଲା କନସିଂହା ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ)ର ୨ ଜଣ ପୂର୍ବତନ ସମ୍ପାଦକ ଛବିଲ ବେହେରା ଏବଂ କାନ୍ତିଲାଲ ଭୋଇ ଏବଂ ପ୍ୟାକ୍ସର ପୂର୍ବତନ ସଚିବ ଭୁବନେଶ୍ୱର ସାହୁ,…

ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା

ଭୁବନେଶ୍ଵର: ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା । ଏନେଇ ଗୃହରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଚଳିତ ବର୍ଷ ୧୧,୫୯୮ ଅସହାୟ, ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ ବଲାଙ୍ଗିରରେ ସର୍ବାଧିକ ୩୭୨୯ ଅସହାୟ ଓ ସ୍ବାମୀ…

ଗତ ୩ ବର୍ଷରେ ୧୯ ହଜାର ୨୦୦ କୋଟି ଟଙ୍କାର ରାଜସ୍ବ ଆଦାୟ କରିଛନ୍ତି ପୂର୍ବ ସରକାର

ଭୁବନେଶ୍ଵର: ଦିନକୁ ଦିନ ବିଗିଡିବାରେ ଲାଗିଛି ରାଜ୍ୟର ସ୍ଥିତି । ମଦ ନେଉଛି ହଜାର ହଜାର ଜୀବନ । ନିଶାର ହବ୍ ସତେ ପାଲଟିଛି ଓଡିଶା । ତେବେ ରାଜ୍ୟରେ ପୂର୍ବ ସରକାର ସମୟରେ ମଦ ପିଇ ୫୨ ଜଣ ଲୋକ ପ୍ରାଣ ହରାଇଥିବା ସରକାରୀ ରେକର୍ଡ ରହିଛି । ସେହିପରି ୨୦୨୪ ରୁ ଅଦ୍ୟାବଧି ମଦରୁ ରାଜସ୍ୱ ଆଦାୟର…

ରାଜ୍ୟର ହାଇକୋର୍ଟ ବାର୍‌ ଆସୋସିଏସନ୍‌ ନିର୍ବାଚନ, ସଭାପତି ପଦ ପାଇଁ ତ୍ରିମୁଖି ଲଢ଼େଇ

ଭୁବନେଶ୍ୱର: ଆଜି ହାଇକୋର୍ଟ ବାର୍‌ରେ ନିର୍ବାଚନ। ବାର ଆସୋସିଏସନ୍‌ର ସଭାପତି, ସମ୍ପାଦକ, ସହକାରୀ ସମ୍ପାଦକ, ଉପସଭାପତି, ପାଠଗାର ସମ୍ପାଦକ, କାର୍ଯ୍ୟନିର୍ବାହୀ ସଦସ୍ୟ ଆଦି ପଦ ପାଇଁ ନିର୍ବାଚନ ହେଉଛି। ସକାଳ ସାଢ଼େ ୭ଟାରୁ ଭୋଟ୍‌ ଆରମ୍ଭ ହୋଇ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ। ୫ଟାରୁ…

ରାଜ୍ୟରେ ଖୁବଶୀଘ୍ର ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର

ଭୁବନେଶ୍ୱର: ରାଜ୍ୟରେ ୧୮ ହଜାର ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

ଟଙ୍କା ଦିଅ ଶିଶୁ ନିଅ ଘଟଣା: ୨ସହାୟକ ବହିଷ୍କୃତ, ନର୍ସିଂ ଅଫିସର ଓ ସଫେଇ କର୍ମଚାରୀଙ୍କ ବଦଳି

ସୁନ୍ଦରଗଡ:ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ମାତୃ ଶିଶୁ ହସ୍ପିଟାଲ (ଏମସିଏଚ୍‌)ରେ ହଜାରେ ଟଙ୍କା ନ ଦେଲେ ସେବିକାମାନେ ପ୍ରସବ କକ୍ଷରୁ ନବଜାତ ଶିଶୁକୁ ମା’ କୋଳକୁ ଛାଡୁନଥିବା ଘଟଣାକୁ ନେଇ ଅଭିଯୋଗ ହୋଇଥିଲା । ଏହାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ବିଭୂତିଭୂଷଣ ପାଢ଼ୀ…

ଆସିବ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପିଲିସି, ୨ବର୍ଷ ମଧ୍ୟରେ ତୁଟିବ ଜଗନ୍ନାଥଙ୍କ ରାଜ୍ୟବ୍ୟାପୀ ଜମି ବିବାଦ

ଭୁବନେଶ୍ୱର: ତିନି ମାସ ମଧ୍ୟରେ ରାଜ୍ୟ ସରକାର ନୂଆ ୟୁନିଫର୍ମ ଲ୍ୟାଣ୍ଡ ପିଲିସି ଆଣିବାକୁ ଯାଉଛନ୍ତି। ଏନେଇ କ୍ୟାବିନେଟ ବୈଠକରେ ଦିଆଯିବ ଅନୁମୋଦନ। ରାଜ୍ୟବ୍ୟାପୀ ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ ବୋଲି ଗୃହରେ କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଯେଉଁମାନେ…

ଓରେରା ଅଧ୍ୟକ୍ଷ ହେଲେ ଗୋପାଳ ଚନ୍ଦ୍ର ପଟ୍ଟନାୟକ

ଭୁବନେଶ୍ଵର: ଗୋପାଳ ଚନ୍ଦ୍ର ପଟ୍ଟନାୟକ ହେଲେ ଓରେରା ଅଧ୍ୟକ୍ଷ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ପୂର୍ବରୁ ଗୋପାଳ ଚନ୍ଦ୍ର ପଟ୍ଟନାୟକ ଓରେରା ସଦସ୍ୟ ଥିଲେ । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ ଗୋପାଳ ପଟ୍ଟନାୟକ ।…

ତାତିରୁ ନାହିଁ ତ୍ରାହି: ଦିନ ସାଢେ ୧୧ଟାରେ ୩୮ ଟପିଲା ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଯେପରି ଅଗ୍ନିବର୍ଷା ହେଉଛି। ଦିନ ୧୦ ଟାରୁ ବି ଘରୁ ବାହାରିବା ମୁସ୍କିଲ ହୋଇପଡିଛି। ଆଜି ଦିନ ୧୧ ସୁଦ୍ଧା ତାପମାତ୍ରା ୩୮ ଡିଗ୍ରୀ ଟପିଛି। ରାଜ୍ୟରେ ଅସମ୍ଭାଳ ତାତି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଗ୍ରୀଷ୍ମପ୍ରବାହ। ଆହୁରି ୨ଦିନ ପ୍ରବଳ ଖରା ହେବ। ୨ରୁ ୩…