Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓରେରା ଅଧ୍ୟକ୍ଷ ହେଲେ ଗୋପାଳ ଚନ୍ଦ୍ର ପଟ୍ଟନାୟକ

ଭୁବନେଶ୍ଵର: ଗୋପାଳ ଚନ୍ଦ୍ର ପଟ୍ଟନାୟକ ହେଲେ ଓରେରା ଅଧ୍ୟକ୍ଷ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ପୂର୍ବରୁ ଗୋପାଳ ଚନ୍ଦ୍ର ପଟ୍ଟନାୟକ ଓରେରା ସଦସ୍ୟ ଥିଲେ । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ ଗୋପାଳ ପଟ୍ଟନାୟକ ।…

ତାତିରୁ ନାହିଁ ତ୍ରାହି: ଦିନ ସାଢେ ୧୧ଟାରେ ୩୮ ଟପିଲା ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଯେପରି ଅଗ୍ନିବର୍ଷା ହେଉଛି। ଦିନ ୧୦ ଟାରୁ ବି ଘରୁ ବାହାରିବା ମୁସ୍କିଲ ହୋଇପଡିଛି। ଆଜି ଦିନ ୧୧ ସୁଦ୍ଧା ତାପମାତ୍ରା ୩୮ ଡିଗ୍ରୀ ଟପିଛି। ରାଜ୍ୟରେ ଅସମ୍ଭାଳ ତାତି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଗ୍ରୀଷ୍ମପ୍ରବାହ। ଆହୁରି ୨ଦିନ ପ୍ରବଳ ଖରା ହେବ। ୨ରୁ ୩…

ନକଲି ସିମ୍‌ ବିକ୍ରି ଅଭିଯୋଗରେ ଦୁଇ ଜଣଙ୍କୁ ବନ୍ଧିଲା ପୋଲିସ

କେନ୍ଦୁଝର: ନକଲି ସିମ୍‌ ବିକ୍ରି ଅଭିଯୋଗରେ ଦୁଇ ଜଣଙ୍କୁ ବନ୍ଧିଲା ପୋଲିସ। ଗିରଫ ଦୁଇଜଣ ହେଲେ ପାଟଣା ଥାନା ସାହାରପଡ଼ା ବ୍ଲକର ସାହାରପଡ଼ା ପ୍ରଧାନ ସାହି ଅଞ୍ଚଳର ଧୀରଜ ମହାନ୍ତ ଓ କପୁଣ୍ଡି ଗ୍ରାମର ଲଳିତ କୁମାର ମହାନ୍ତ। ସୂଚନା ଅନୁଯାୟୀ ଧୀରଜଙ୍କର ପାଟଣା ବଜାର ଓ ସାହାରପଡ଼ା ବଜାରରେ…

ରାତାରାତି ଭାଗ୍ୟ ବଦଳାଇଲା ଅନଲାଇନ୍ ଗେମ୍, ୪୯ ଟଙ୍କାରେ ଲାଗିଲା ୩ କୋଟିର ଜ୍ୟାକପଟ୍

କେନ୍ଦୁଝର: ରାତାରାତି ବଦଳି ଯାଇଛି ଭାଗ୍ୟ। ଦିନ ମଜୁରିଆ ଜୀବନ ଜିଉଁଥିବା ଜଣେ ଯୁବକ ଆଜି ପାଲଟି ଯାଇଛନ୍ତି କୋଟିପତି। ଅନଲାଇନ ଗେମରେ ଜ୍ୟାକପଟ୍‌ ଲାଗିବା ପରେ ତିନି କୋଟି ଟଙ୍କା ସହ ଗୋଟିଏ ମହେନ୍ଦ୍ର ଥର୍‌ ଗାଡି ଜିତିଛନ୍ତି କେନ୍ଦୁଝର ଜିଲ୍ଲାର ଚମ୍ପୁଆ ଥାନା ଅନ୍ତର୍ଗତ ଚମକପୁର କ୍ଷେତ୍ରର…

ଗନ୍ଧମାର୍ଦ୍ଦନ ପାହାଡ଼ରେ ଗୁଳି ବିନିମୟ, ପୋଲିସ-ମାଓବାଦୀ ମୁହାଁମୁହିଁ

ବଲାଙ୍ଗିର: ଗନ୍ଧମାର୍ଦ୍ଦନ ପାହାଡ଼ରେ ପୋଲିସ-ମାଓବାଦୀ ମୁହାଁମୁହିଁ । ଖପ୍ରାଖୋଲ ଥାନା ଗନ୍ଧମାର୍ଦ୍ଦନ ପାହାଡ଼ ପାଦଦେଶରେ ମୁହାଁମୁହିଁ ହୋଇଛନ୍ତି ସୁରକ୍ଷାକର୍ମୀ ଏବଂ ମାଓବାଦୀ । ମାଓବାଦୀ ଲୁଚିଥିବା ସୂଚନା ପାଇ କମ୍ବିଂ ଅପରେସନ ଆରମ୍ଭ କରିଥିଲା ପୋଲିସ । କମ୍ବିଂ ଅପରେସନ ବେଳେ…

ଆଇଏଏସ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଲେ ସୁଜାତା କାର୍ତ୍ତିକେୟନ୍

ଭୁବନେଶ୍ୱର: ଆଇଏଏସ୍ ଅଧିକାରୀ ସୁଜାତା କାର୍ତ୍ତିକେୟନ୍ ଅବସର ଗ୍ରହଣ କରିଛନ୍ତି । ସ୍ୱେଚ୍ଛାକୃତ ଭାବେ ସେ ଅବସର ନେଇଛନ୍ତି ବୋଲି ସୂଚନା ରହିଛି । ସୁଜାତା ୨୦୦୦ ଆଇଏଏସ ବ୍ୟାଚର ଅଧିକାରୀ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି। ଏବେ ସ୍ୱେଚ୍ଛାକୃତ ଅବସର ଗ୍ରହଣ କରିବା…

ଭିଜିଲାନ୍ସ ଜାଲରେ ୱାଟକୋ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର । ଭୁବନେଶ୍ବର ଜଳଯୋଗାଣ ଓ ସ୍ବରେଜ୍ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କୁ ଧରିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଦେବାଶିଷ ସାହୁଙ୍କ ବାସଭବନ ସମେତ ୭ଟି ସ୍ଥାନରେ ଚାଲିଛି…

ପ୍ରବଳ ଖରାରେ ସିଝୁଛି ଓଡ଼ିଶା, ହିଟୱେଭ୍ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ଖରାରେ ସିଝୁଛି ଓଡ଼ିଶା। ରାଜ୍ୟରେ ଅସମ୍ଭାଳ ତାତି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଗ୍ରୀଷ୍ମପ୍ରବାହ। ଆହୁରି ୨ଦିନ ପ୍ରବଳ ଖରା। ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିପାରେ। ହିଟୱେଭ୍ ନେଇ ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।…

ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକଷ୍ଟମୀ ରଥଯାତ୍ରା: ଦିଅଙ୍କ ଆଗରେ କେହି ନରହିବାକୁ ପ୍ରସ୍ତାବ ଗୃହୀତ

ଭୁବନେଶ୍ୱର: ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକଷ୍ଟମୀ ରଥଯାତ୍ରା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ରଥ ଉପରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଶୁଲଭ ନିମନ୍ତେ ଦିଅଙ୍କ ଆଗରେ କେହି ନରହିବା, ବିଶୃଙ୍ଖଳାରୁ ନିବୃତ ରହି ପ୍ରଭୁଙ୍କ ରଥଟଣା ସମ୍ପନ୍ନ କରିବା ନେଇ ଏହି ବୈଠକରେ ଆଲୋଚନା ହୋଇଛି। ସୂଚାରୁ…

ଏନ୍‌ଏଚ୍‌-୫୫ ରାସ୍ତା କାମ ଦୁଇ ମାସ ଭିତରେ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ହାଇକୋର୍ଟ ନ୍ୟାସନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ (ଏନ୍‌ଏଚ୍‌ଏଆଇ)କୁ ଏନ୍‌ଏଚ୍‌-୫୫ର କଟକ-ଅନୁଗୋଳ ଅଂଶର ୧୧୨ କିଲୋମିଟର ରାସ୍ତାକୁ ଚାରିଥାକିଆ କରିବା ପାଇଁ ଦୁଇ ମାସର ସମୟ ଦେଇଛନ୍ତି। ବୁଧବାର ଦିନ ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଏବଂ ବିଚାରପତି ଅରିନ୍ଦମ ସିହ୍ନାଙ୍କ ଦୁଇ ଜଣିଆ…