Latest Odisha News

BREAKING NEWS

Browsing Category

ଓଡିଶା

Odisha

ବ୍ରହ୍ମପୁର ମଣ୍ଡଳ କାରଗାରକୁ ମିଳିଲା ଏଫଏସଏସଏଆଇର ‘ଇଟ୍‌ ରାଇଟ୍‌ କ୍ୟାମ୍ପସ୍‌’ ମାନ୍ୟତା

ଭୁବନେଶ୍ଵର: ୧୬୨ ବର୍ଷ ପୁରୁଣା ବ୍ରହ୍ମପୁର ମଣ୍ଡଳ କାରାଗାରକୁ ମିଳିଲା ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (ଏଫଏସଏସଏଆଇ)ର ‘ଇଟ ରାଇଟ କ୍ୟାମ୍ପସ’ ମାନ୍ୟତା । ଦେଶର ପାଖାପାଖି ୧୦୦ଟି କାରାଗାର ମଧ୍ୟରେ ଓଡ଼ିଶାର ଏହି କାରାଗାର ସଦ୍ୟତମ ଅନୁଷ୍ଠାନ ଭାବେ ଏଫଏସଏସଏଆଇ ମାନ୍ୟତା ଲାଭ…

ହାଇକୋର୍ଟ ଜଜ୍‌ଙ୍କୁ ଆହ୍ଲାବାଦକୁ ବଦଳି

କଟକ: ଓଡ଼ିଶା ହାଇକୋର୍ଟ ଜଜ୍‌ଙ୍କୁ ଆହ୍ଲାବାଦ ହାଇକୋର୍ଟକୁ ବଦଳି । ବିଚାରପତି ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କୁ ଆହ୍ଲାବାଦକୁ ବଦଳି କରାଯାଇଛି । ଏନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗତ ଜାନୁୟାରୀ ୨୦ରେ ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଶପଥ…

ପ୍ରକାଶ ପାଇଲା ଓଏସଏସଟିଇଟି ପରୀକ୍ଷା ଫଳ

ଭୁବନେଶ୍ଵର: ପ୍ରକାଶ ପାଇଲା ୨୦୨୪ ବର୍ଷର OSSTET ରେଜଲ୍ଟ । ମୋଟ୍ ୪୮୦୦୧ ଜଣ OSSTET ପରୀକ୍ଷା ଦେଇଥିଲେ । www.bseodisha.ac.inରେ ରେଜଲ୍ଟ ଉପଲବ୍ଧ । ୱେବ୍‌ ସାଇଟ୍‌ରୁ ଡିଜିଟାଲ ସାର୍ଟିଫିକେଟ ମଧ୍ୟ ଡାଉନଲୋଡ୍‌ କରିପାରିବେ ପରୀକ୍ଷାର୍ଥୀ । ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା…

ଏପ୍ରିଲ ୨ରୁ ଖାତାଦେଖା; ମେ ୧୫ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର: ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଆରମ୍ଭ ହେବ। ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ହେବ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଏଥିଲାଗି ୭୮ଟି ଅଫଲାଇନ୍, ୭୦ଟି ଅନଲାଇନ୍ କେନ୍ଦ୍ର ହୋଇଛି । ଖାତା…

ନକ୍ସଲଙ୍କ ବିସ୍ଫୋରଣ ଯୋଜନା ପଣ୍ଡ; ୪୫ କିଲୋ ଲ୍ୟାଣ୍ଡମାଇନ ଉଦ୍ଧାର

ମାଲକାନଗିରି: ସୀମାନ୍ତ ଛତିଗଡ଼ରେ ନକ୍ସଲଙ୍କର ଏକ ବଡ଼ ଯୋଜନାକୁ ପଣ୍ଡ କଲେ ଯବାନ। ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ଠାବ କଲେ ସୁରକ୍ଷା ବାହିନୀ । ବିଜାପୁର ଜିଲ୍ଲାର ଗାଙ୍ଗଲୁର ଥାନା ଅନ୍ତର୍ଗତ ଚେରପାଲ ଏବଂ ପାଲନାର ରାସ୍ତାରେ ନକ୍ସଲ ୪୫ କିଲୋ ଓଜନର ଏକ…

ପୁଣି ବଢିଲା ତାତି, ଝାରସୁଗୁଡ଼ାରେ ୪୨ .୨ ଡିଗ୍ରୀ ରେକର୍ଡ

ଭୁବନେଶ୍ଵର: ତତଲା କଡେଇରେ ଭାଜି ହେଉଛି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସହର। ଆକାଶରୁ ଯେପରି ବର୍ଷୁଛି ନିଆଁ । ଘରୁ ବାହାରିଲେ ମୁହଁ ପୋଡ଼ି ଯାଉଛି । ଆଉ ଏପରି ଅବସ୍ଥାରେ ଅସମ୍ଭାଳ ତାତିକୁ ଗୁଳୁଗଳିରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। କ୍ରମାଗତ ଭାବେ ରାଜ୍ୟର ବିଭିନ୍ନ…

ବେଆଇନ ଗୁଟ୍‌ଖା ଚାଲାଣବେଳେ ମାଡି ବସିଲା ପୋଲିସ

ଆଠଗଡ଼: ପିକ୍ଅପ ଭ୍ୟାନରେ ବେଆଇନ ଗୁଟ୍‌ଖା ଚାଲାଣବେଳେ ମାଡ଼ି ବସିଲା କଟକ ଖୁଣ୍ଟୁଣୀ ପୋଲିସ । ଗାଡିରୁ ଜବତ ହେଲା ୩୭ବସ୍ତା ଗୁଟୁଖା ସହ ୧୬ଲକ୍ଷ ୫୪ହଜାର ଟଙ୍କା । ଢେଙ୍କାନାଳରୁ କଟକ ଆସୁଥିବା ବେଳେ ଖୁଣ୍ଟୁଣୀ ନିକଟରେ ଜବତ କଲା ପୋଲିସ । ୨ ଜଣଙ୍କୁ ଅଟକ ରଖିଛି ପୋଲିସ । ସୂଚନା ଅନୁସାରେ,…

ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ

ଭୁବନେଶ୍ଵର: ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ । ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରୀ କମିଶନ-ଓଇଆରସି ଚେୟାରମ୍ୟାନ ଭାବେ ପ୍ରଦୀପ ଜେନାଙ୍କୁ ନିଯୁକ୍ତି ଦିଆଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଯୁକ୍ତି ଦିଆଯାଇଥିବା ଜଣାପଡ଼ିଛି । ପୂର୍ବତନ ମୁଖ୍ୟ ଶାସନ ସଚିବ ହେଉଛନ୍ତି ପ୍ରଦୀପ…

ରାଜଧାନୀରେ ଟ୍ରାଫିକ୍ କଟକଣା; ସନ୍ଧ୍ଯା ୫ରୁ ମଧ୍ୟରାତ୍ରି ଯାଏଁ ଲାଗୁ…

ଭୁବନେଶ୍ୱର: କମିଶନରେଟ୍ ପୋଲିସ ଶୁକ୍ରବାର ଦିନ ଭୁବନେଶ୍ୱରବାସୀଙ୍କୁ ଭିଆଇପି ଗତିବିଧି ଯୋଗୁଁ ଆଚାର୍ଯ୍ୟ ବିହାର ଛକରୁ କେଶରୀ ଟକିଜ୍ ଏବଂ ରାମ ମନ୍ଦିର ଛକରୁ ହାଉସିଂ ବୋର୍ଡ ଛକ ପର୍ଯ୍ୟନ୍ତ ସନ୍ଧ୍ୟା ୫ଟାରୁ ମଧ୍ୟରାତ୍ରି ପର୍ଯ୍ୟନ୍ତ ଟ୍ରାଫିକ୍ କଟକଣା ଜାରି କରିଛି। ସୂଚନା ଅନୁଯାୟୀ,…

ଦୁଲୁକିବ ଶ୍ରୀକ୍ଷେତ୍ର, ସମରକଳାରେ କମ୍ପିବ ଶ୍ରୀମନ୍ଦିର ଦାଣ୍ଡ!

ପୁରୀ: ଆସନ୍ତା ଏପ୍ରିଲ ୬ ତାରିଖରେ ପବିତ୍ର ଶ୍ରୀରାମ ନବମୀଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପ୍ରସିଦ୍ଧ ସାହିଯାତ ପର୍ବ । ଏଣୁ ଏହାକୁ ନେଇ ପୁରାତନ ଆଠ ସାହି ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ବିଭିନ୍ନ ସାହିରେ ଥିବା ଜାଗା ଆଖଡ଼ା ପରିସରରେ ସାହି ଯାତ ପାଇଁ ସମସ୍ତ…