Latest Odisha News

BREAKING NEWS

Browsing Category

ଓଡିଶା

Odisha

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଆଜିଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ କେନ୍ଦ୍ରାପଡ଼ାର ଭିତରକନିକା ବନ୍ଦ ରହିବ। ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ…

ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ: ୭ ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ପାଇଁ ପୁରା ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ। ୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏବେ କାଳବୈଶାଖୀ ବର୍ଷା ତାଣ୍ଡବ ରଚୁଥିବା ବେଳେ ୪ ତାରିଖ ପରେ ତାତି ବଢିବ। ତେବେ ଆଜି ତାଣ୍ଡବ…

କ୍ରିପ୍ଟୋ ନିବେଶ ନାଁରେ ଠକେଇ; ମୁଖ୍ୟ ଅଭିଯୁକ୍ତକୁ ୭ ବର୍ଷ କାରାଦଣ୍ଡାଦେଶ

କଟକ: କ୍ରିପ୍ଟୋ ନିବେଶ ନାମରେ ଶହ ଶହ ଜମାକାରୀଙ୍କ ନିକଟରୁ ୧.୧୩ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତ ନୀଲେଶ କରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ତାଙ୍କୁ ୭ ବର୍ଷ ସଶ୍ରମ କାରାଦଣ୍ଡ ସହ ୨.୩୫ ଲକ୍ଷ ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଛନ୍ତି ବାଲେଶ୍ୱର ଓପିଆଇଡି ଅଦାଲତ।…

ସୁରକ୍ଷାବାହିନୀ କବ୍‌ଜାରେ କେରେଗୁଟ୍ଟା ପାହାଡ଼;ଯବାନ ଉଡାଇଲେ ତ୍ରିରଙ୍ଗା

ମାଲକାନଗିରି: ତେଲଙ୍ଗାନା-ଛତିଶଗଡ଼ ସୀମାନ୍ତରେ ଥିବା ବିଜାପୁର ଜିଲ୍ଲାର କାରେଗଟ୍ଟା ଜଙ୍ଗଲରେ 'ଅପରେସନ୍ କାଗର' ମାଓ ବିରୋଧୀ ଅପରେସନ୍ ଚାଲିଛି। ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସମାନ୍ତବର୍ତ୍ତୀ କାରେଗଟ୍ଟା ଜଙ୍ଗଲରେ ଯବାନଙ୍କ ୯ ଦିନ ପୁରିଛି। ଯବାନ କାରେଗଟ୍ଟାର ୧୫୦ କିଲୋମିଟର…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷାରେ ତ୍ରୁଟି; ଆନ୍ଥ୍ରୋପୋଲୋଜି ପେପର ୧ ଓ ୨ ର ହେବ ପୁନଃ ପରୀକ୍ଷା

ଭୁବନେଶ୍ୱର: ଓଡ଼ିଶା ସିଭିଲ୍ ସର୍ଭିସେସ୍ ମେନ(ଲିଖିତ) ପରୀକ୍ଷା-୨୦୨୩ର  ଆନ୍ଥ୍ରୋପୋଲୋଜି ପେପର ୧ ଏବଂ ୨ ର ପୁନଃ ପରୀକ୍ଷା ମେ ୧୪ରେ ହେବା ନେଇ ଓଡ଼ିଶା ଲୋକସେବା ଆୟୋଗ ତରଫରୁ ବୁଧବାର ସୂଚନା ଦିଆଯାଇଛି। ଯେଉଁ ପରୀକ୍ଷାର୍ଥୀ ମାନେ ପରୀକ୍ଷା ଦେବେ ସେମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ…

ଆଜ୍ଞାମାଳ ବିଜେ ପରେ ଆରମ୍ଭ ହେଲା ରଥ ନିର୍ମାଣ

ପୁରୀ: ପବିତ୍ର ଅକ୍ଷୟ ତୃତୀୟାରେ ପୁରୀରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ରଥ ନିର୍ମାଣ ଆରମ୍ଭ ହୋଇଛି । ଆଜ୍ଞାମାଳ ବିଜେ ପରେ ରଥଖଳାରେ ଆରମ୍ଭ ହୋଇଛି ନୀତି । ବିଧି ମୁତାବକ ଶ୍ରୀନଅର ସମ୍ମୁଖ ରଥଖଳାରେ ତିନିଟି ଧଉରା କାଠକୁ ସ୍ତୋତ୍ରୀୟ ବ୍ରାହ୍ମଣମାନେ ପୂଜା କରିଥିଲେ ।…

ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯବାନଙ୍କ ପତ୍ନୀଙ୍କୁ ସହାୟତା; ୧୦ ଲକ୍ଷ ଟଙ୍କା ସହ ଚାକିରି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବରଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁହିଁଙ୍କ ସ୍ବାମୀ ପି.ସି.ଆର୍ ଭ୍ୟାନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ ହୋମଗାର୍ଡ ପଦବୀ ପାଇଁ ନିଯୁକ୍ତି ପତ୍ର…

ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ

ବରଗଡ଼: ବଜ୍ରାଘାତରେ ଗୋଟିଏ ପରିବାରର ୩ ମୃତ । ପରିବାରର ୩ ଜଣଙ୍କ ମୃତ୍ୟୁ ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ଏହି ଅଘଟଣ ଘଟିଛି ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଲାଖମରା ଗାଁରେ । ବିଲରେ କାମ କରିବା ବେଳେ ବଜ୍ରପାତ ହୋଇଥିଲା । ଘଟଣାସ୍ଥଳରେ ସ୍ବାମୀ,ସ୍ତ୍ରୀ ଓ ପୁତୁରାଙ୍କ…

ତୃଣମୂଳସ୍ତରରେ ଭଲିବଲର ବିକାଶ ନେଇ କିସ୍‍ ଓ ଏଫ୍‍ଆଇଭିବି ମଧ୍ୟରେ ଆଲୋଚନା

ଭୁବନେଶ୍ୱର: ତୃଣମୂଳସ୍ତରରେ ଭଲିବଲର ବିକାଶ ନେଇ କିଟ୍‍-କିସ୍‍ ଓ ଏଫ୍‍ଆଇଭିବି ମଧ୍ୟରେ ଆଲୋଚନା ହୋଇଛି। ଏ ସମ୍ପର୍କରେ ଆଲୋଚନା ପାଇଁ କିଟ୍‍ ଓ କିସ୍‍ ପକ୍ଷରୁ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସୁଇଜରଲ୍ୟାଣ୍ଡ ସ୍ଥିତ ଏଫ୍‍ଆଇଭିବି ମୁଖ୍ୟାଳୟକୁ ନିମନ୍ତ୍ରଣ କରାଯାଇଥିଲା। ଏଫ୍‍ଆଇଭିବି…

ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨ ବିଲ୍ଡିଂ ସହ ୮ ପ୍ଲଟ୍ ଠାବ 

ଭୁବନେଶ୍ୱର: ଢେଙ୍କାନାଳର ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ବେଆଇନ ଭାବେ ୩ ଲକ୍ଷ ଟଙ୍କା ଧରି ଯାଉଥିବା ବେଳେ ଧରା ପଡ଼ିଥିଲେ। ଗିରଫ ହେବାର ଦିନକ ପରେ ଅର୍ଥାତ୍ ବୁଧବାର ଓଡ଼ିଶା ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ପାଖରେ ଥିବା ଦୁଇଟି କୋଠା ଏବଂ ଆଠଟି ଉଚ୍ଚ ମୂଲ୍ୟର ପ୍ଲଟ୍ ସମେତ ବିପୁଳ…