Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ

ଭୁବନେଶ୍ଵର: ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ । ୨୦୨୦ ମସିହାରୁ ଅସିତ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ୱରେ ଥିଲେ । କିନ୍ତୁ ନୂଆ ସରକାର ଗଠନ ହେବା ପରେ ଅସିତ ତ୍ରିପାଠୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ହେଉଥିଲା । ଏବେ ସେ ତାଙ୍କ…

ରେଳପଥ ସହ ଯୋଡି ହେଲା ବୌଦ୍ଧ, ଜିଲ୍ଲାକୁ ଗଡ଼ିଲା ପରୀକ୍ଷଣ ଟ୍ରେନ ଇଞ୍ଜିନ

ବୌଦ୍ଧ: ୩୦୧ କିମି ଦୈର୍ଘ୍ୟ ନିର୍ମାଣାଧୀନ ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ ଆଜି ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି | ୧୬.୨୭ କିମି ଦୈର୍ଘ୍ୟ ଝରମୁଣ୍ଡା-ବୌଦ୍ଧ ରେଳ ସେକ୍ସନ ନିର୍ମାଣ କାର୍ଯ୍ୟ ସମାପ୍ତ କରାଯାଇ ଆଜି ନୂତନ ଲାଇନରେ ଇଞ୍ଜିନ ରୋଲିଂ ସଫଳତାର ସହିତ ସମ୍ପାଦନ…

ବଜ୍ରାଘାତରେ ରାଜ୍ୟରେ ୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ଵର: ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ । ବଜ୍ରପାତରେ ଚାଲିଗଲା ୮ ଜଣଙ୍କ ଜିବନ । ବାରିପଦାରେ ଦମ୍ପତିଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକରେ ମଧ୍ୟ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ହରିଚନ୍ଦନପୁର, ତେଲକୋଇ, ଭଞ୍ଜନଗର, ରାଜକନିକା, କାମାକ୍ଷାନଗରରେ ମଧ୍ୟ ବଜ୍ରାଘାତ ହୋଇଥିବା…

କୋଲକାତା ଲଜ୍ଜା: ଇ-ଟ୍ବେଣ୍ଟିଫୋର ଡାକ୍ତରଖାନାରେ ଶାନ୍ତିପୂର୍ଣ୍ଣ ପ୍ରତିବାଦ

ପୁରୀ: ଆର. ଜି. କର ମେଡିକାଲ କଲେଜରେ ଳଜ୍ଜାକୁ ନେଇ ଏବେ ତେଜିଛି ପୂରା ଦେଶ । ପୂରା ଦେଶର ଡାକ୍ତରମାନେ ଏକ ଜାତୀୟ ସ୍ତରରେ ଜରୁରୀକାଳୀନ ସେବାକୁ ଛାଡି ଅନ୍ୟ ସମସ୍ତ ସେବା ବନ୍ଦ କରି ଟ୍ରେନି ଡାକ୍ତରଙ୍କୁ ନ୍ୟାୟ ଦେବା ସହ ଡାକ୍ତରମାନଙ୍କୁ କାମ ବେଳେ ସୁରକ୍ଷା ପ୍ରଦାନ ପାଇଁ ଦାବି କରିଛନ୍ତି…

ଡାକ୍ତରଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ: ସ୍ବାସ୍ଥ୍ଯ ମନ୍ତ୍ରୀ

ଭୁବନେଶ୍ୱର: କୋଲକାତାର ଆରଜି କର ମେଡିକାଲ କଲେଜରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ନ୍ୟାୟ ଦାବି କରି ଦେଶବ୍ୟାପୀ ଡାକ୍ତରମାନେ ବିକ୍ଷୋଭରେ ସାମିଲ ହୋଇଛନ୍ତି। ଓଡିଶାରେ ସ୍ୱାସ୍ଥ୍ୟ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏନେଇ ଓଡିଶା ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ…

ତହିସିଲଦାରଙ୍କୁ ପାଠ ପଢାଇଲେ ମନ୍ତ୍ରୀ, ମାଗିଲେ ଜବାବ

ସମ୍ବଲପୁର: ତହସିଲଦାରକୁ ପାଠ ପଢାଇଲେ ମନ୍ତ୍ରୀ । ଫାଇଲ କାହିଁକି ପେଣ୍ଡିଙ୍ଗ ପଡିଛି ସେନେଇ ଜବାବ ମାଗିଲେ । ଆଜି ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ସମ୍ବଲପୁର ତହସିଲ ଅଫିସରେ । ତହସିଲ ଅଫିସକୁ ହଠାତ୍ ଗସ୍ତ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେଠାରେ ପହଞ୍ଚି ସରକାରୀ…

ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ବିପୁଳ ସମ୍ପତ୍ତି ଠାବ

ଯାଜପୁର: ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ବିପୁଳ ସମ୍ପତ୍ତି ଠାବ l ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଭିଜିଲାନ୍ସ ରେଡ୍ ବେଳେ ଭୁବନେଶ୍ବର, କଟକରେ ୨ଟି କୋଠା ଠାବ କରିଛି ଭିଜିଲାନ୍ସ l ସେହିପରି ଭୁବନେଶ୍ବର ଓ…

ଶ୍ରୀକ୍ଷେତ୍ରରେ ରାକ୍ଷୀ ପ୍ରସ୍ତୁତ; ମହାପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କୁ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା

ପୁରୀ: ଆଉ ଦିନକ ପରେ ଭାଇ-ଭଉଣୀର ପବିତ୍ର ସ୍ନେହର ପର୍ବ ରାକ୍ଷୀ ପୂର୍ଣ୍ଣିମା । ଭାଇର ଶୁଭ ମନାସି ଭାଇ ହାତରେ ସ୍ନେହର ଡୋରି ବାନ୍ଧିବ ଭଉଣୀ । ଆଉ ମାଗିବ ସୁରକ୍ଷାର ପ୍ରତିଶ୍ରୁତି । ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ଜଗତରନାଥ ଜଗନ୍ନାଥ ମଧ୍ୟ ଏହି ପରମ୍ପରା ସହ ଜଡିତ । କେବଳ ମଣିଷ…

ସଂସଦର ପବ୍ଲିକ ଅଣ୍ଡରଟେକିଂ କମିଟି ଅଧ୍ୟକ୍ଷ ହେଲେ ସାଂସଦ ବୈଜୟନ୍ତ ପଣ୍ଡା

ନୂଆଦିଲ୍ଲୀ: ବିଜେପି ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଗୁରୁ ଦାୟିତ୍ବ ଦେଲେ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା l ସଂସଦର ପବ୍ଲିକ ଅଣ୍ଡରଟେକିଂ କମିଟି ଅଧ୍ୟକ୍ଷ ହେଲେ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା l ତେବେ ଗଠନ ହୋଇଥିବା କମିଟିରେ ଲୋକସଭାରୁ ୧୫ ଜଣ ଓ ରାଜ୍ୟସଭାରୁ ୭ ଜଣ ସଦସ୍ୟ ମନୋନୀତ…

ମଧ୍ୟାହ୍ନ ଭୋଜନ ଖାଇ ୬୦ ଛାତ୍ରଛାତ୍ରୀ ଅସୁସ୍ଥ

ଝାରସୁଗୁଡ଼ା: ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇଗଲେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ। ଏପରି ଏକ ଅଭାବନୀୟ ଘଟଣା ଆଜି ଝାରସୁଗୁଡ଼ା ଜିଲ୍ଲା ଜମେରା ୟୁଜିଏମ୍‌ଇ ସ୍କୁଲ୍‌ରେ ଘଟିଛି। ପ୍ରାଥମିକ ସୂଚନା ଅନୁସାରେ, ଆଜି ଶନିବାର ଥିବାରୁ ସାଢେ଼ ୯ଟା ବେଳେ ମଧ୍ୟାହ୍ନ ଭୋଜନ ଦିଆ ଯାଇଥିଲା। ମଧ୍ୟାହ୍ନ…