Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିଜିଲାନ୍ସ ରେଡ୍ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ବର: ଭିଜିଲାନ୍ସ ରେଡ୍ ନେଇ ପଞ୍ଚାୟତିରାଜ ମନ୍ତ୍ରୀ କହିଛନ୍ତି ଯେ, ଦୁର୍ନୀତି ପାଇଁ ମୁଁ ନିଜେ ୯ ଜଣ ଜେଇଇ ଓ ବିଡ଼ିଓଙ୍କୁ ନିଳମ୍ବନ କରିଛି । ଆମକୁ କିଛି ଅଭିଯୋଗ ଆସିଥିଲା , ଏହା ପରେ ବିଭାଗ ତଦନ୍ତ ନିର୍ଦ୍ଦେଶ ଦେଇଛି । ଯିଏ ଦୁର୍ନୀତି କରିବ ତା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ…

ଡିଜିଟାଲ୍‌ ଆରେଷ୍ଟକୁ ନେଇ ସତର୍କ ରହିବାକୁ କିହିଲା ଓଡ଼ିଶା ପୋଲିସ

ଭୁବନେଶ୍ୱର: ଭାରତୀୟ ଆଇନରେ ଡିଜିଟାଲ୍‌ ଆରେଷ୍ଟ ଭଳି କୌଣସି ଶବ୍ଦ ନାହିଁ। ଏନେଇ ‘ଏକ୍ସ’ ଯୋଗେ ସତର୍କ ରହିବାକୁ ସୂଚନା ଦେଇଛି ଓଡ଼ିଶା ପୋଲିସ। ଆଜିକା ଦିନରେ ସାଇବର ଅପରାଧିମାନେ ବିଭିନ୍ନ ଉପାୟରେ ଠକୁଛନ୍ତି। ତେଣୁ ସାଧାରଣ ଜନତା ସାବଧାନ ରହିବା ଉଚିତ୍। ସାଇବର ଅପରାଧୀମାନେ ନିଜକୁ…

ବର୍ଷା ଓ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଭୁବନେଶ୍ୱର ସମେତ ଓଡ଼ିଶାର ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ମାଲକାନଗିରି, ଖୋର୍ଦ୍ଧା (ଭୁବନେଶ୍ୱର ସମେତ), ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି,…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଉ ଜଣେ ଆଇଏଏସ୍ ଅଧିକାରୀ

ଭୁବନେଶ୍ୱର: ରାଜସ୍ୱ ବୋର୍ଡର ସଚିବ ଭାବରେ କାର୍ଯ୍ୟରତ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ଆଶିଷ ଠାକରେ କେନ୍ଦ୍ରୀୟ ଡେପୁଟେସନରେ ଯିବେ। ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତି…

ଦେବଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ୧୫ଟି ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଦେବଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭେଟି। ବିକାଶର ମୁଖ୍ୟସ୍ରୋତରେ ଯୋଡ଼ି ହେବ ଦେବଗଡ଼ ଜିଲ୍ଲା। ଆଜି ଜିଲ୍ଲା ଗସ୍ତ କରି ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି…

ରାଜ୍ୟରେ ଅନାଥ ଶିଶୁଙ୍କ ସର୍ଭେ କରିବେ ସରକାର

ଭୁବନେଶ୍ୱର: ରାଜ୍ୟରେ ଅନାଥ ଏବଂ ଏକକ ପିତାମାତା ଥିବା ପିଲାମାନଙ୍କର ଅଧିକାର ଏବଂ ମୌଳିକ ଆବଶ୍ୟକତା ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ଏକ ସର୍ଭେ କରିବେ। ସରକାରୀ ସୂତ୍ର ଅନୁଯାୟୀ ମହିଳା ଏବଂ ଶିଶୁ ବିକାଶ ବିଭାଗ ଏହି ସମ୍ପର୍କରେ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

ପୋଲିସର ଗାଡ଼ି ଯାଞ୍ଚ କ୍ଷମତାକୁ ଘରୋଇ ବସ୍ ସଂଘର ବିରୋଧ

ଭୁବନେଶ୍ବର: ପୋଲିସର ଗାଡ଼ି ଯାଞ୍ଚ କ୍ଷମତାକୁ ବିରୋଧ କରିଛି ଅଲ୍ ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ । ଦୁର୍ଘଟଣା କମାଇବା ବାହାନାରେ ପୁଲିସକୁ ଗାଡ଼ି ଯାଞ୍ଚର ଅତିରିକ୍ତ କ୍ଷମତା ଦେବା ପ୍ରସ୍ତାବକୁ ନିହାତି ନିନ୍ଦନୀୟ ବୋଲି କହିଛି ସଙ୍ଘ । ଏହା ସହ ବାରମ୍ବାର ଯାଞ୍ଚ ଯୋଗୁଁ ଯାତ୍ରୀବାହୀ ବସ୍ ହିଁ…

୭ ମାସର ଶିଶୁକନ୍ୟାକୁ କଚାଡି ମାରିଲା ନୃଶଂସ ବାପା

ଢେଙ୍କାନାଳ:ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା କଣ୍ଟାପାଳ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହରୁ ସାତ ମାସର ଶିଶୁକନ୍ୟାକୁ କଚାଡ଼ି ମାରିଥିବା ଜଣାପଡିଛି । ସୂଚନାନୁସାରେ, ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଉଦାସାହି ଗ୍ରାମର ସଞ୍ଜୟ ଚାତାର ଶ୍ୱଶୁର ଘର…

ସାବାଡ ହେବେ ଠକ ଖଜା ଦୋକାନୀ! ଆକ୍ସନମୋଡରେ ପ୍ରଶାସନ..

ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କର ଛପନ ଭୋଗ ମଧ୍ୟରୁ ଖଜାର ଏକ ସ୍ବତନ୍ତ୍ରତା ରହିଛି । ଯିଏ ପୁରୀ ଆସିବ ସେ ଆଉ କିଛି ନଉକି ନନଉ ହେଲେ ଖଜା ଯେମିତି ହେଲେ ନେଇକି ଯିବ । ପୁରୀରେ ଭିନ୍ନଭିନ୍ନ ରକମର ଖଜା ମିଳେ । ଶ୍ରୀକ୍ଷେତ୍ରର ପ୍ରାୟ ସବୁ ସାହିରେ ଖଜା ମିଳେ । ହେଲେ ଦୁଃଖର ବିଷୟଯେ, ଏହି ଖଜା…

ହୀରାକୁଦ ଜଳଭଣ୍ଡାରରୁ ହଟିଲା କଟକଣା, ବୁଲିପାରିବେ ପର୍ଯ୍ୟଟକ

ସମ୍ବଲପୁର: ଅପରେସନ ସିନ୍ଦୂର ସମୟରେ ହୀରାକୁଦ ଦଳଭଣ୍ଡାରର ସୁରକ୍ଷା ପାଇଁ ଜାରି ହୋଇଥିବା କଟକଣାକୁ ଆଜି ପ୍ରତ୍ୟାହର କରାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରକୁ ଆସିପାରିବେ ପର୍ଯ୍ୟଟକ । ଏହି କଟକଣା ହଟିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଜିଲ୍ଲାପାଳ ଆହୁରି କହିଛନ୍ତି ଯେ,…