Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜଧାନୀରେ ଭୁଶୁଡିଲା ସ୍କୁଲ ପାଚେରୀ

ଭୁବନେଶ୍ବର: ଅସରାଏ ବର୍ଷାରେ ଭୁଶୁଡି ପଡିଛି ରାଜଧାନୀ ଛାତିରେ ଥିବା ସ୍କୁଲ କାନ୍ଥ । ଅଲ୍ପକେ ବଞ୍ଚିଗଲା ଅନେକ ଜୀବନ । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ୟୁନିଟ୍ ୯ ମହାରାଜା ହଲ ପଛପଟେ ଥିବା ଏକ ଘରୋଇ ସ୍କୁଲରେ । ତେବେ ଏହି ପାଚେରୀ ପଛପଟେ ଲୋକମାନେ ବସବାସ କରୁଥିବାରୁ ଏଥିରେ…

ତୀବ୍ର ହେବ ଡାକ୍ତର ଆନ୍ଦୋଳନ, ଯୋଗ ଦେବେନି ସରକାରୀ ଡାକ୍ତର

ଭୁବନେଶ୍ବର: କୋଲକାତାରେ ମହିଲା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଧିରେ ଧିରେ ତୀବ୍ର ହେଉଛି ଡାକ୍ତର ଆନ୍ଦୋଳନ । ରାଜ୍ୟରେ ମଧ୍ୟ ଏହାର ପ୍ରଭାବ ଜୋର ସୋର ଦେଖିବାକୁ ମିଳିଛି । ଆଜି ଏହାକୁ ନେଇ କଟକ ଏସସିବି, ବୁର୍ଲା ଭୀମସାର, ବ୍ରହ୍ମପୁର ଏମକେସିଜି, ଭୁବନେଶ୍ବର…

ସୃଷ୍ଟି ହେଲା ଲଘୁଚାପ, ଆଗାମୀ ୨୪ ଘଣ୍ଟା ସତର୍କ ଜାରି

ଭୁବନେଶ୍ବର: ଦକ୍ଷିଣ ବାଂଲାଦେଶ ତତସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୁଳ ଏବଂ ତତ-ସଂଲଗ୍ନ ବାଂଲାଦେଶ ଉପକୁଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ…

ଓଡ଼ିଶାର ଡିଜିପି ହେଲେ ବରିଷ୍ଠ ଆଇପିଏସ ଓ୍ୱାଇ ବି ଖୁରାନିଆ

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଫିସର ୱାଇବି ଖୁରାନିଆଙ୍କୁ ଓଡ଼ିଶାର ପରବର୍ତ୍ତୀ ପୁଲିସ ମହାନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ୧୯୯୦ ବ୍ୟାଚର ଏହି ଆଇପିଏସ୍ ଅଫିସରଙ୍କୁ ନିକଟରେ କେନ୍ଦ୍ର ସରକାର ତାଙ୍କ ମୂଳ କ୍ୟାଡର ଓଡ଼ିଶାକୁ ଫେରାଇ ଦେଇଥିଲେ। ଏହାପରେ ସେ ଡିଜିପି ହେବା ନେଇ ଚର୍ଚ୍ଚା…

ଘରକୁ ବାହୁଡିଲେ ଅମିତ ରୋହିଦାସ: ମିଳିଲା ଭବ୍ୟ ସ୍ବାଗତ

ଭୁବନେଶ୍ବର: ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ଜିତି ଘରକୁ ଫେରିଛନ୍ତି ହକି ତାରକା ତଥା ଓଡିଆ ମାଟିର ପୁଅ ଅମିତ ରୋହିତ ଦାସ । ଏହି ଅବସରରେ ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ପ୍ରଦାନ କରାଯାଇଛି । ବିମାନବନ୍ଦରରେ ବିଜେପି ବିଧାୟକ ବାବୁ ସିଂ, ଭାରତୀୟ…

ହିନ୍ଦୁ ଜାଗରଣ ମଞ୍ଚ ପକ୍ଷକୁ ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ ପାଳନ, ଜାଣନ୍ତୁ କାହିଁକି..

ମାଲକାନଗିରି: ଆଜି ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ। ବନ୍ଦ ଡାକରା ଦେଇଛି ମାଲକାନଗିରି ହିନ୍ଦୁ ଜାଗରଣ ମଞ୍ଚ। ବାଂଲାଦେଶୀ ମୁସଲିମ ଅନୁପ୍ରବେଶକାରୀଙ୍କ ବିରୁଦ୍ଧରେ ପ୍ରତିବାଦ କରି ବନ୍ଦ ଡକରା ଦିଆଯାଇଛି। ଆଜି ଜିଲ୍ଲାରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ବନ୍ଦ…

ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ବାବୁ, ଚାଲିଛି ରେଡ଼୍

କେନ୍ଦ୍ରାପଡ଼ା: ଆକ୍ସନ ମୁଡରେ ଭିଜିଲାନ୍ସ। ଆଜି ସକାଳେ ପୁଣି ଜଣେ ଅଧିକାରୀଙ୍କ ଘରେ ପଶିଛି ଭିଜିଲାନ୍ସ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ରେଡ୍ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ । ଅତିରିକ୍ତ ଯୋଗାଣ…

ଗିରଫ ହେବ ଆଉ ଏକ ଜାହାଜ, ହାଇକୋର୍ଟ ଦେଲେ ନିର୍ଦ୍ଦେଶ

ପାରାଦୀପ: ଆ‌ଉ ଏକ ଜାହାଜକୁ ଗିରଫ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। MV ୱାଡି ଆଲବୋଷ୍ଟନ ନାମକ ଇଜିପ୍ଟ ଫ୍ଲାଗସିପ୍‌କୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ହାଇକୋର୍ଟଙ୍କ ପରବର୍ତ୍ତୀ ଆଦେଶ ନ ମିଳିବା ପର୍ଯ୍ୟନ୍ତ ପାରାଦୀପ ଛାଡ଼ିପାରିବନି ଜାହାଜ। ଏଥିପାଇଁ କୁଜଙ୍ଗ ସବ୍‌ଜଜ୍‌ଙ୍କୁ…

ଆସୁଛି ଆଉ ଏକ ଲଘୁଚାପ, ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ବାଙ୍ଗଲାଦେଶ ଓ ପାଶ୍ୱବର୍ତୀ ଅଂଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆଜି ନେବ ଲଘୁଚାପର ରୂପ । ଗାଙ୍ଗଟିକ ୱେଷ୍ଟ ବେଙ୍ଗଲଠାରେ ନେଇପାରେ ଲଘୁଚାପର ରୂପ । ଏହା ସହ ରାଜ୍ୟ ଉପରେ ମୌସୁମୀ ଟ୍ରପ ମଧ୍ୟ ସକ୍ରିୟ ରହିଛି । ପ୍ରଭାବରେ ୧୯ ତାରିଖ ଯାଏ…

ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ବିଜେଡିର ବର୍ଜନ

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ନୂଆ ବିଧାୟକଙ୍କଚ ଦିଆଯିବାକୁ ଥିବା ପ୍ରଶିକ୍ଷଣ ଶିବିର ବା ଦିଗଦର୍ଶନ କାର୍ଯ୍ୟକ୍ରମକୁ ବର୍ଜନ କରିଛି ବିଜେଡି । ନୂଆ ବିଧାୟକଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେବନି ବୋଲି ସ୍ପଷ୍ଟ କରିଛି ଦଳ । ଏ ସମ୍ପର୍କରେ ବାଚସ୍ପତିଙ୍କୁ ଚିଠି ଲେଖି ଜଣାଇଛନ୍ତି…