Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡିଶା ଆସିବେ ଆଉ ୫ ମହାବଳ ବାଘ, ୨ ଜିରାଫ

ଭୁବନେଶ୍ୱର: ଓଡିଶା ଆସିବେ ଆଉ ୫ଟି ମହାବଳ ବାଘ । ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ଏହି ମହାବଳ ବାଘ ରାଜ୍ୟକୁ ଆସିବେ । ସେମାନଙ୍କ ମଧ୍ୟରୁ ୩ଟି ବାଘଙ୍କୁ ବରଗଡ଼ର ଡେବ୍ରିଗଡ଼ରେ ଛଡ଼ାଯିବାକୁ ଥିବାବେଳେ ଅନ୍ୟ ୨ଟିକୁ ଶିମିଳିପାଳରେ ଛଡ଼ାଯିବ । ଏନେଇ ଆଇନଗତ…

ରାଜ୍ୟର ଶ୍ରେଷ୍ଠ ମେଡିକାଲ୍ କଲେଜର ମାନ୍ୟତା ଲାଭ କଲା ଏମ୍ସ ଭୁବନେଶ୍ୱର

ଭୁବନେଶ୍ୱର: ଦେଶର ଶ୍ରେଷ୍ଠ ମେଡିକାଲ କଲେଜ ବର୍ଗରେ ୧୫ତମ ସ୍ଥାନରେ ରହିଛି ଏମ୍ସ ଭୁବନେଶ୍ୱର । ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ତାଲିକା (ଏନଆଇଆରଏଫ) ଜାରି ହୋଇଛି । ଗତ ବର୍ଷ ଏହି ଜାତୀୟ ଅନୁଷ୍ଠାନ ଏନଆଇଆରଏଫ୍ ତାଲିକାରେ ୧୭ତମ ସ୍ଥାନରେ ଥିଲା…

ଜଙ୍ଗଲରେ ମାଓ କ୍ୟାମ୍ପ ଠାବ, ଖସିଗଲେ ନକ୍ସଲ

ଭବାନୀପାଟଣା: କନ୍ଧମାଳ-କଳାହାଣ୍ଡି ସୀମା ଜଙ୍ଗଲରେ ନକ୍ସଲ କ୍ୟାମ୍ପ ଠାବ ହୋଇଛି। ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ମାଣିକ ସାରୁ ପାହାଡ଼ରେ ଠାବ ହେଲା ମାଓବାଦୀଙ୍କ କ୍ୟାମ୍ପ। ଘଟଣାସ୍ଥଳରୁ ନକ୍ସଲ ଫେରାର ଥିବା ବେଳେ ଜବତ ହେଲା ମାଓ ସାମଗ୍ରୀ। ସୂଚନା ଅନୁସାରେ…

କ୍ଲବ ଘର ପଛପଟୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀ ସ୍ଥିତ ରଙ୍ଗଣି ସାହି ୟୁଥ୍ କ୍ଲବ୍ ପଛ ପଟୁ ରକ୍ତାକ୍ତ ମୃତଦେହ ଉଦ୍ଧାର । ଜଣେ ଯୁବକଙ୍କ ମୃତଦେହ ତଣ୍ଟିକଟା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଯୁବକ ହେଲେ ପ୍ରଫୁଲ୍ଲ ବାରିକ (୪୮) । ତାଙ୍କ ଘର ହରିରାଜପୁରର ଗାଁରେ ବୋଲି ଜଣା ପଡିଛି । ମୃତଦେହ ଜବତ କରି…

ଶିକ୍ଷକ ଦମ୍ପତିଙ୍କ ଘରୁ ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସୁନା ରୂପା ଅଳଙ୍କାର ଲୁଟ୍

ଯାଜପୁର: ଦିନ ଦ୍ଵିପରରେ ଝରକା ଗ୍ରିଲ୍ ଭାଙ୍ଗି ଲୁଟ୍ । ଯାଜପୁର ଜିଲ୍ଲା ସଦର ମହକୁମା ସ୍ଥିତ ବେଲାରପୁର ନିକଟରେ ଶିକ୍ଷକ ଦମ୍ପତିଙ୍କ ଘରୁ ଲୁଟ୍ ହୋଇ ଥିବା ଅଭିଯୋଗ ହୋଇଛି । ଏହି ଶିକ୍ଷକ ଦମ୍ପତ୍ତି ହେଲେ ମମତା ସୁତାର ଓ ନିହାର ରଞ୍ଜନ ଓଝା । ଉଭୟ ପତିପତ୍ନୀ ପୃଥକ୍ ପୃଥକ୍ ଦୁଇଟି ସରକାରୀ…

ରାଜଧାନୀରେ ହାଇଡ୍ରାମା; ଦୁଇ ଯୁବତୀଙ୍କ ସହ ହୋଟେଲ ରୁମରୁ ସ୍ବାମୀଙ୍କୁ ଧରିଲେ

ଭୁବନେଶ୍ୱର: ରାଜଧାନୀରେ ହାଇଡ୍ରାମା। ଦୁଇ ବଙ୍ଗୀୟ ଯୁବତୀଙ୍କ ସହ ହୋଟେଲ ରୁମରେ ଥିବାବେଳେ ସ୍ବାମୀଙ୍କୁ ରଙ୍ଗେ ହାତ ଧରିଲେ ସ୍ତ୍ରୀ। ପୋଲିସକୁ ସାଙ୍ଗରେ ନେଇ ମହିଳା ନିଜ ସ୍ବାମୀକୁ ହୋଟେଲ ରୁମରୁ ଅନ୍ୟ ଦୁଇ ଯୁବତୀଙ୍କ ସହ ଧରିଛନ୍ତି। ଏଭଳି ଘଟଣା ଘଟିଛି ଭୁବନେଶ୍ଵର ଇନଫୋସିଟି ଥାନା…

ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ସମୁଦ୍ର କୂଳରୁ ମୃତଦେହ ଉଦ୍ଧାର

ପୁରୀ: ପୁରୀରେ ପୁଣି ହତ୍ୟା। ବଳିଆ ପଣ୍ଡା ଥାନା ଅନ୍ତର୍ଗତ ସମୁଦ୍ର କୂଳରେ ଜଣେ ଯୁବକକୁ ଅତି ନିର୍ମମ ଭାବେ କରାଯାଇଛି ହତ୍ୟା। ମୃତ ଯୁବକ ଜଣକ ହେଉଛନ୍ତି ବାଲେଶ୍ଵର ଜିଲ୍ଲା ସୋର ଅଞ୍ଚଳର ରମାକାନ୍ତ ଦାସଙ୍କ ପୁଅ ପ୍ରହଲ୍ଲାଦ ଦାସ। ପ୍ରହଲ୍ଲାଦଙ୍କ ମୁଣ୍ଡ, ବାମପାର୍ଶ୍ବ ଆଖି ଓ କାନକୁ ଅତି…

ଦୁଃଖଦ ଖବର: ନନ୍ଦନକାନନରେ ଆଖି ବୁଜିଲା ସିଂହ କ୍ରିସ

ଭୁବନେଶ୍ୱର: ନନ୍ଦନକାନନରେ ଆଖି ବୁଜିଲା ସିଂହ କ୍ରିସ । ଆଜି ସକାଳ ୯ଟାରେ ସିଂହ କ୍ରିସର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୨୦୦୪ରେ ନନ୍ଦନକାନନରେ ଜନ୍ମ ହୋଇଥିଲା କ୍ରିସ୍ l କ୍ରିସ୍‌ କଳ୍ପନା ଓ ଜିତ୍ ନାମକ ୨ଟି ଛୁଆ ଜନ୍ମ ଦେଇଛି l ଗତ ଜୁଲାଇ ୨୬ରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲା…

ଏସସିବିରେ ରୋଗୀଙ୍କୁ ଦୁଷ୍କର୍ମ ଘଟଣା, ମୁହଁ ଖୋଲିଲେ ଗିରଫ ଡାକ୍ତରଙ୍କ ପତ୍ନୀ

କଟକ: ଏସସିବିରେ ରୋଗୀଙ୍କୁ ଜଣେ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗରେ ମୁହଁ ଖୋଲିଛନ୍ତି ତାଙ୍କ ପତ୍ନୀ। ତାଙ୍କର କହିବାନୁସାରେ, ମୋ ସ୍ବାମୀଙ୍କୁ ଫଶାଯାଉଛି, ଜାଣିଶୁଣି କ୍ୟାରିୟର ନଷ୍ଟ କରିଦେବାକୁ ଚାହୁଁଛନ୍ତି। ସେ ଆସନ୍ତା ମାସରେ ଡିଗ୍ରୀ ପାଇଥାନ୍ତେ ବୋଲି ସେ କହିଛନ୍ତି। ତାଙ୍କ ବିରୋଧରେ…

ଅନୁସୂଚିତ ଜାତି ଓ ଜନଜାତି ପକ୍ଷରୁ ଆସନ୍ତା ୨୧ରେ ଭାରତ ବନ୍ଦ ଡାକରା

ଭୁବନେଶ୍ବର: ଆସନ୍ତା ୨୧ରେ ଭାରତ ବନ୍ଦ । ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଏହାକୁ କିପରି ସଫଳ କରାଯିବ ସେନେଇ ଉତ୍ତରପ୍ରଦେଶର ଦାଉଦନଗର ଜଳସେଚନ ବିଭାଗ ଡାକବଙ୍ଗଳାର ଅନୁସୂଚିତ ଜାତି ସମାଜର…