Latest Odisha News

BREAKING NEWS

Browsing Category

ଓଡିଶା

Odisha

କେନ୍ଦୁଝରରେ ପୌରାଞ୍ଚଳ ଓ ପରିବହନ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ଉଷା ପାଢ଼ୀ

କେନ୍ଦୁଝର: ନଗର ଉନ୍ନୟନ ଓ ଗୃହ ନିର୍ମାଣ, ବାଣିଜ୍ୟ ଏବଂ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ନେତୃତ୍ୱରେ ଏକ ବରିଷ୍ଠ ଅଧିକାରୀଙ୍କ ଦଳ କେନ୍ଦୁଝର ଗସ୍ତ କରି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମେ ସେ କେନ୍ଦୁଝର ପୌରପାଳିକା ୯ ନମ୍ବର ୱାର୍ଡ ଅନ୍ତର୍ଗତ ସ୍ପଞ୍ଜ କଲୋନି…

ଟିଟିଲାଗଡ଼ ବିଧାୟକ ଅସୁସ୍ଥ; ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟିଟିଲାଗଡ଼ ବିଧାୟକ ନବୀନ କୁମାର ଜୈନ ଅସୁସ୍ଥ ହୋଇପଡ଼ିଛନ୍ତି। ସେ ରାୟପୁରର ରାମକୃଷ୍ଣ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ନବୀନଙ୍କ ସହ କଥା ହୋଇ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଏଥିସହିତ ତାଙ୍କ…

ବ୍ରହ୍ମପୁରରେ ବଡ଼ ଧରଣର ରେଡ୍‌; ୭ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର:ସାବାଡ ହେବେ ଅପରାଧି । ବିଭିନ୍ନ ଅପରାଧିକ ମାମଲା ସହିତ ଜଡ଼ିତ ୭ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସ ଗିରଫ କରିଛି। ଅଭିଯୁକ୍ତମାନଙ୍କ ଠାରୁ ଗୁଳି, ବନ୍ଧୁକ, ଟଙ୍କା ଆଦି ସାମଗ୍ରୀ ଜବତ ହୋଇଛି। ଖବରମୁତାବକ, ଅଭିଯୁକ୍ତମାନେ ଅପରାଧିକ କାର୍ଯ୍ୟ ପାଇଁ ଯୋଜନା କରୁଥିବା ପୋଲିସକୁ…

ବଦଳିବ ମାଷ୍ଟରକ୍ୟାଣ୍ଟିନ୍ ଛକର ନାଁ…

ଭୁବନେଶ୍ବର: ବଦଳିବ ରାଜଧାନୀର ଚଳଚଞ୍ଚଳ ଛକ ମାଷ୍ଟରକାଣ୍ଟିନର ନାଁ । ଖୁବ୍ ଶୀଘ୍ର ଏହାର ନାମ ପରିବର୍ତ୍ତନ କରାଯାଇ, ଓଡିଶାର ବରପୁତ୍ରଙ୍କ ନାଁରେ ନାମକରଣ କରାଯିବ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ…

କଟକ ସମେତ ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ଏବଂ କଟକ ସହର ସମେତ ଓଡ଼ିଶାର ପ୍ରାୟ ୭ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ବିଭାଗ ପକ୍ଷରୁ ଜାରି ଏକ ବୁଲେଟିନ ଅନୁଯାୟୀ, ନୟାଗଡ଼, ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ପୁରୀ,…

ଜିନ୍ଦଲ ଷ୍ଟେନଲେସ୍ ଲଗାତାର ୨ୟ ବର୍ଷ ପାଇଁ ବ୍ରିଟିଶ୍ ସେଫ୍ଟି କାଉନସିଲ୍ ପୁରସ୍କାରରେ ସମ୍ମାନିତ

ଭୁବନେଶ୍ୱର: ଭାରତର ସର୍ବବୃହତ ଷ୍ଟେନଲେସ୍ ଷ୍ଟିଲ୍ ନିର୍ମାତା ଜିନ୍ଦଲ ଷ୍ଟେନଲେସ୍‌ର ଯାଜପୁର କାରଖାନା ପୁଣି ଥରେ ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସା ଅର୍ଜନ କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ ବ୍ରିଟିଶ୍ ସେଫ୍ଟି କାଉନସିଲ୍ ପୁରସ୍କାର ପ୍ରଦାନ କରାଯାଇଛି। ମୁମ୍ବାଇରେ ଅନୁଷ୍ଠିତ…

ଜୁନ୍ ୧୨ରୁ ସିଧା ଆବୁଧାବିକୁ ଉଡିବ ବିମାନ, ଜାଣନ୍ତୁ ସପ୍ତାହକୁ କେତେଦିନ ମିଳିବ ସେବା…

ଭୁବନେଶ୍ବର: ସିଧା ରାଜଧାନୀ ଭୁବନେଶ୍ବରରୁ ୟୁଏଇ ରାଜଧାନୀ ଆବୁଧାବି ସହ ସଂଯୋଗ ହେବ ବିମାନ ସେବା । ଆସନ୍ତା  ଜୁନ୍‌ ୧୨ ତାରିଖରେ ଭୁବନେଶ୍ୱର ବିମାନବନ୍ଦରରୁ  ସିଧା ୟୁନାଇଟେଡ୍‌ ଆରବ ଏମିରେଟ୍ସ  (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ  ଉଡ଼ିବ । ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକ୍‌ ଓ…

କ୍ରୁଟର ବଡ଼ ନିଷ୍ପତ୍ତି: ଏଣିକି ୫ ବର୍ଷ ଅଭିଜ୍ଞତା ନଥିଲେ ଆମ ବସ୍‌ ଡ୍ରାଇଭିଂ ମନା

ଭୁବନେଶ୍ୱର: ଗତ କିଛି ଦିନ ହେବ ଆମ ବସ୍ ଦ୍ୱାରା ଅନେକ ଦୁର୍ଘଟଣା ଘଟିଛି। ଫଳରେ ଅନେକ ଲୋକଙ୍କ ଜୀବନ ମଧ୍ୟ ଯାଇଛି। ଏନେଇ ବାରମ୍ବାର ଅଭିଯୋଗ ମଧ୍ୟ ହୋଇଆସୁଥିଲା। ଫଳରେ ଆମ ବସ୍‌ ଦୁର୍ଘଟଣା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି କ୍ରୁଟ। ଏଣିକି ସବୁ ଡ୍ରାଇଭରଙ୍କର ଦକ୍ଷତା ଯାଞ୍ଚ କରାଯିବ। ୫…

କଟକ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ: ବିଳମ୍ବରେ ଅଫିସ ଆସିବାରୁ ବନ୍ଦ କଲେ ୧୫ ଜଣଙ୍କ ଦରମା

କଟକ: ସରକାରୀ କର୍ମଚାରୀଙ୍କୁ ତାଗିଦ୍ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ। ଏଣିକି ଅଫିସରେ ଡେରିରେ ପହଞ୍ଚିଲେ ହୋଇ ପାରେ ଦରମା ବନ୍ଦ। ବିଳମ୍ବରେ ଅଫିସ ଆସୁଥିବା ସିଡିଏର ୧୫ଜଣ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କଟକ ଉନ୍ନୟନ କର୍ତ୍ତୃପକ୍ଷର ସଚିବ ଶ୍ଵେତ କୁମାର ଦାଶ।…

ପ୍ରାକୃତିକ ବିପର୍ଯ୍ୟୟର କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ କ୍ଷତିପୂରଣ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ସଅଳ ଆସିଲା ମୌସୁମୀ। ସେହିପରି ଲଘୁଚାପ ଯୋଗୁଁ ଅଦିନିଆ ବର୍ଷା ହୋଇଛି। ଏହି ଅଦିନିଆ ବର୍ଷା ଯୋଗୁଁ ହୋଇପାରେ ଚାଷୀଙ୍କ ବଡ଼ କ୍ଷତି। ଏହାକୁ ଦୃଷ୍ଟିରେ ରଖି ରାଜସ୍ୱ ମନ୍ତ୍ରୀ ଏକ ବଡ଼ ସୂଚନା ଘୋଷଣା କରିଛନ୍ତି। ସେ କହିଛନ୍ତି, ଅଦିନିଆ ବର୍ଷାରେ ଯଦି କୌଣସି ଚାଷୀଙ୍କ…