Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶା ପୋଲିସ ଡିଜି ନିଯୁକ୍ତି ମାମଲା: ପକ୍ଷଭୁକ୍ତ ହେଲେ ଆଇପିଏସ୍‌ ସୁଶାନ୍ତ ନାଥ

କଟକ: ରାଜ୍ୟ ସରକାରଙ୍କ ଅଡୁଆ ବଢ଼ାଉଛି ଓଡ଼ିଶା ପୋଲିସ୍ ଡିଜି ନିଯୁକ୍ତି ବିବାଦ। ନିଯୁକ୍ତି ପ୍ରକ୍ରିୟାକୁ ବିରୋଧ କରି ସୁପ୍ରିମ୍‌କୋର୍ଟରେ ରୁଜୁ ମାମଲାରେ ସୋମବାର ପ୍ରଥମ ଚୟନ ତାଲିକାରେ ଥିବା ବରିଷ୍ଠ ଆଇପିଏସ୍‌ଙ୍କ ମଧ୍ୟରୁ ସୁଶାନ୍ତ ନାଥ ପକ୍ଷଭୁକ୍ତ ହୋଇଛନ୍ତି। ଚୟନ ତାଲିକାରେ ପ୍ରଥମେ…

୯ ଯୁବ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି…

ଭୁବନେଶ୍ୱର: ଟ୍ରେନିଂରୁ ଫେରିବା ପରେ ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS)ର ୯ ଜଣ ୨୦୨୪ ବ୍ୟାଚ୍ ଅଧିକାରୀଙ୍କୁ ବିଭିନ୍ନ ଜିଲ୍ଲାରେ ଉପ-ଜିଲ୍ଲାପାଳ ଭାବରେ ନିଯୁକ୍ତି ଦେଇଛନ୍ତି। ଅଧିକାରୀମାନେ ସେମାନଙ୍କ ନ୍ୟସ୍ତ କ୍ଷେତ୍ରରେ ସବ୍- ଡିଭିଜିନାଲ ମାଜିଷ୍ଟ୍ରେଟ୍ ଭାବରେ ମଧ୍ୟ…

୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ନିର୍ଦ୍ଦେଶ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଅସୁରକ୍ଷିତ ଏବଂ ଜରାଜୀର୍ଣ୍ଣ କୋଠା ଚିହ୍ନଟ କରିବା ପାଇଁ ଓଡ଼ିଶା ସରକାର ୧୫ ଦିନିଆ ଯାଞ୍ଚ ଅଭିଯାନ ଆରମ୍ଭ କରିଛନ୍ତି। ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଜନସାଧାରଣଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରୁଥିବା କୋଠା ବିରୋଧରେ…

ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ଖନ୍ତପଡ଼ା ଥାନା ଅନ୍ତର୍ଗତ ସେରଗଡ଼ ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲ ରୁମରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। କମ୍ପ୍ୟୁଟର ସାଇନ୍ସର ଦ୍ୱିତୀୟ ବର୍ଷର ଉକ୍ତ ଛାତ୍ରୀ ଜଣକ ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳର ବୋଲି ଜଣାପଡ଼ିଛି…

ଓଡ଼ିଶା ଜଙ୍ଗଲରୁ ୫ଟି ବିରଳ ଓରାଙ୍ଗଉଟାନ ଠାବ ଘଟଣା: କେଉଁଠୁ ଆସିଲେ ତଦନ୍ତ କରିବ WCCB

ଭୁବନେଶ୍ୱର: ୫ ଓରାଙ୍ଗଉଟାନ ମିଳିବା ଘଟଣାରେ ତଦନ୍ତ ହେବ କହିଲେ ବିଭାଗୀୟ ମନ୍ତ୍ରୀ। ଏହି ଘଟଣାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଦେଇଛନ୍ତି ପ୍ରତିକ୍ରିୟା। ୱାଇଲ୍ଡ ଲାଇଫ୍‌ କ୍ରାଇମ୍‌ କଣ୍ଟ୍ରୋଲ ବ୍ୟୁରୋ (WCCB) ତଦନ୍ତ କରିବ ବୋଲି କହିଲେ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ଅନ୍ତର୍ଜାତୀୟ ମାଫିଆ…

ବାଲେଶ୍ୱରରେ ୫ ଓରାଙ୍ଗଉଟାନ୍ ଠାବ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ରଣକୋଠା ରିଜର୍ଭ ଜଙ୍ଗଲରେ ପାଞ୍ଚଟି ଓରାଙ୍ଗଉଟାନ୍ ନଜର ଆସିଛନ୍ତି। ସୂଚନା ଅନୁଯାୟୀ ଉଦୟପୁର ବନ ବିଭାଗର ଏକ ଟିମ୍ ବଡପାହି ନିକଟରେ ଏହି ଓରାଙ୍ଗଉଟାନ୍ ମାନଙ୍କୁ ପାଇଥିଲେ।ମଙ୍ଗଳବାର ସକାଳେ ବନ ବିଭାଗର ଏକ ଟିମ୍ ରଣକୋଠା ଅଞ୍ଚଳରେ ନିୟମିତ ପାଟ୍ରୋଲିଂ…

ରାଜଧାନୀରେ ହୁତୁହୁତୁ ହୋଇ ଜଳିଲା କାର..

ଭୁବନେଶ୍ୱର: ଭୁବନେଶ୍ୱରର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଜୟଦୁର୍ଗା ନଗର ଅଞ୍ଚଳରେ ପାର୍କିଂ ହୋଇଥିବା ଏକ କାର ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ଜଳିଯାଇଛି। ସ୍ଥାନୀୟ ଲୋକଙ୍କ ଅନୁଯାୟୀ, ଗତକାଲି ରାତିରେ କୌଣସି କାରଣବଶତଃ ହଠାତ୍ କାରଟି ଜଳିଯାଇଥିଲା। ସୂଚନା ପାଇ ଅଗ୍ନିଶମ ବାହିନୀର…

OMVD କନଷ୍ଟେବଳ ଆଶୁତୋଷ ମୃଦଙ୍ଗିଆ ହତ୍ୟା ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ଓଏମଭିଡି କନଷ୍ଟେବଳ ଆଶୁତୋଷ ମୃଦଙ୍ଗିଆଙ୍କ ହତ୍ୟା ଅଭିଯୋଗର ପୋଲିସ ତଦନ୍ତରେ ଓଡ଼ିଶା ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଥିସହିତ ଏହି ମାମଲାର ଅଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୃତକଙ୍କ ଭଉଣୀ ପୋଲିସ ତଦନ୍ତରେ…

ପୁଣି ଟଙ୍କପାଣି ବ୍ରିଜ୍‌ରୁ ନଦୀକୁ ଡେଇଁଲେ ଯୁବକ

ଭୁବନେଶ୍ୱର: ସୋମବାର ରାତିରେ ଭୁବନେଶ୍ୱରର ଟଙ୍କପାଣି ସେତୁରୁ ଜଣେ ଯୁବକ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ପଡ଼ିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ନିଖୋଜ ଯୁବକଙ୍କ ନାମ ସଞ୍ଜୟ ସ୍ୱାଇଁ ବୋଲି ଚିହ୍ନଟ କରାଯାଇଛି, ସେ ପୁରୁଣା ଭୁବନେଶ୍ୱରର ହରଚଣ୍ଡି ସାହିର ବାସିନ୍ଦା। ସଞ୍ଜୟ ରାତି…

Odisha Cabinet:ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବକୁ ଅନୁମୋଦନ; ସମୃଦ୍ଧ ଓଡିଶା ପାଇଁ ବଡ଼ ନିଷ୍ପତ୍ତି

ଭୁବନେଶ୍ବର:ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୮ଟି ପ୍ରସ୍ତାବ ଉପରେ ବାଜିଲା ମୋହର । ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍‌-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍‌। ଏହା ସହ ଓଡ଼ିଶା ବେସାମରିକ ସେବା (ପେନସନ) ନିୟମାବଳୀ,…