Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିଇଓ ସ୍ତ୍ରୀଙ୍କ ପାଇଁ ସ୍ବାମୀ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ଜାଲରେ ପତି-ପତ୍ନୀ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ପିଇଓ ଓ ତାଙ୍କ ସ୍ଵାମୀ। ସ୍ତ୍ରୀ କରିଛନ୍ତି ଚାକିରି, ସ୍ବାମୀ ନେଉଛନ୍ତି ଲାଞ୍ଚ। ସ୍ତ୍ରୀଙ୍କ ପାଇଁ ସ୍ବାମୀ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଯାଇଛନ୍ତି । ଏପରି ରୋଚକ ଘଟଣା ଘଟିଛି ବରଗଡ଼ ଜିଲ୍ଲା ପଦମପୁର ବ୍ଲକ୍ ଜ୍ଞାନ ପଞ୍ଚାୟତରେ। ଜଣେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ

ସୁବର୍ଣ୍ଣପୁର: ସ୍ବାସ୍ଥ୍ୟମନ୍ତ୍ରୀ ଡ଼କ୍ଟର ମୁକେଶ ମହାଲିଙ୍ଗଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ । ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ କେଉଟ, ଧିବର ଓ କୈବର୍ତ୍ତ ହଟାଅ ଅଲ୍‌ ଓଡ଼ିଶା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମହାଲିଙ୍ଗଙ୍କ ଜାତିଗତ…

ରାଜ୍ୟରେ ରହିଛି ୪୫୩୯ ରକ୍ତଚନ୍ଦନ ଗଛ

ଭୁବନେଶ୍ବର: ରାଜ୍ୟରେ ୪୫୩୯ ରକ୍ତଚନ୍ଦନ ଗଛ ରହିଛି । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଏହି ତଥ୍ୟ ରଖିଛନ୍ତି ମନ୍ତ୍ରୀ । ୨୫ ମାର୍ଚ୍ଚ, ୨୦୨୫ ସୁଦ୍ଧା, ଓଡ଼ିଶାରେ ମୋଟ…

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ମହାପ୍ରଭୁଙ୍କ ଆଶିଷ ନେଲେ ଜଷ୍ଟିସ୍‌ ହରିଶ ଟଣ୍ଡନ

ପୁରୀ: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ଓଡ଼ିଶାରେ ପହଞ୍ଚି ପୁରୀ ଗସ୍ତରେ ଜଷ୍ଟିସ୍‌ ହରିଶ ଟଣ୍ଡନ । ସେଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି ଜଷ୍ଟିସ୍‌ ହରିଶ ଟଣ୍ଡନ ।ଏହି ସମୟରେ ପୁରୀ ଏସପି, ଜିଲ୍ଲାପାଳଙ୍କ ସମେତ…

ଦୁର୍ଘଟଣାରେ ଚାଲିଗଲା ୩ଜୀବନ; ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ: କାମାକ୍ଷାନଗର ରେକୁଳା ଗାଁରେ ଦୁର୍ଘଟଣାରେ ୩ ଶ୍ରମିକଙ୍କ ମୃତ୍ୟୁ ଘଟଣା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିବା ସହ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା…

ମହିଳାଙ୍କ ଘରୁ ଜବତ ହେଲା ୨୦କେଜି ସୁନା, ବିପୁଳ ୫୦୦ ଟଙ୍କିଆ ନୋଟ୍ !

ପୁରୀ: ଲୋନ ଦେବାକୁ କହି ଲୋକମାନଙ୍କୁ ପ୍ରାୟ ୨କୋଟି ଟଙ୍କା ଠକିବା ଅଭିଯୋଗରେ ଚନ୍ଦନପୁର ପୋଲିସ ଜଣେ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ମହିଳା ହେଉଛନ୍ତି ତିଳୋତ୍ତମା ପ୍ରଧାନ। ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଅଭିଯୋଗକାରୀ ଅଭିମନ୍ୟୁ ଜେନାଙ୍କ ଅଭିଯୋଗ…

ବାଡ ଖାଉଥିଲା ଫସଲ: ଗଞ୍ଜେଇ ଚାଲାଣ କରି ଗିରଫ ହେଲେ ଯବାନ୍

ବୌଦ୍ଧ: ଗଞ୍ଜେଇ ଚାଲାଣ କରୁଥିଲେ ଯବାନ । ସୁରକ୍ଷା କ’ଣ ଦେବେ ସୁରକ୍ଷାରେ ନିୟୋଜିତ ଥିବା ଯବାନ ନିଜେ ହିଁ ଫସଲ ଉଜାଡୁଥିଲେ । ଗଞ୍ଜେଇ ଚାଲାଣ ଅଭିଯୋଗରେ ୩ ଯବାନଙ୍କୁ ଗିରଫ କରିଛି ବୌଦ୍ଧି ପୋଲିସ୍ । ଗିରଫ ନେଇ ସୂଚନା ଦେଇଛନ୍ତି ବୌଦ୍ଧ ଏସ୍‌ପି ରାହୁଲ ଗୋଏଲ । ତେବେ ଏଭଳି…

ଦୁର୍ବୃତ୍ତ ପଶିଲେ ଘରେ, ଲୁଟିନେଲେ କୋଟିଏ ଟଙ୍କା

କଟକ: ସାଲେପୁର ଥାନା ସୌରୀ ପଞ୍ଚାୟତ ଜାହାଙ୍ଗୀରାବାଦ ଗାଁରେ ବଡ଼ଧରଣର ଲୁଟ୍‌ । ସୋମବାର ବିଳମ୍ଵିତ ରାତିରେ ଏହି ଲୁଟ୍ ହୋଇଛି। ଝିଅ ବାହାଘର ପାଇଁ ଜମି ବିକ୍ରି କରି ରଖିଥିବା ଟଙ୍କା ଓ ସୁନା ଅଳଙ୍କାର ଲୁଟି ନେଇଛନ୍ତି ଲୁଟେରା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…

ବନ୍ୟଜନ୍ତୁ ଆକ୍ରମଣରେ ଗଲାଣି ୭୯୯ ଜୀବନ

ଭୁବନେଶ୍ବର: ରାଜ୍ୟରେ ଗତ ୫ ବର୍ଷରେ ବନ୍ୟଜନ୍ତୁ ଆକ୍ରମଣରେ ୭୯୯ ଜୀବନ ଗଲାଣି । ଏନେଇ ଆଜି ଗୃହରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ । ଏନେଇ ପଦ୍ନଲୋଚନ ପଣ୍ଡାଙ୍କ ପ୍ରଶ୍ନରେ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି ।…

ଏନକାଉଣ୍ଟରରେ ୫ ହାର୍ଡକୋର ମାଓବାଦୀ ନିପାତ

ମାଲକାନଗିରି:ସୀମାନ୍ତ ଛତିଶଗଡ଼ର ବିଜାପୁର ଏବଂ ଦନ୍ତେବାଡ଼ା ସୀମାନ୍ତରେ ପୁଣି ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ । ସୂଚନାନୁସାରେ, ଆଜି ସକାଳ ପ୍ରାୟ ୮ଟାବେଳେ ମାଓବାଦୀ ଯବାନଙ୍କୁ ଦେଖି ଅତର୍କିତ ଗୁଳି ଚଳାଇଥିଲେ। ଯବାନମାନେ ମଧ୍ୟ ଦୃଢ ପାଲଟା ଜବାବ ଦେଇଛନ୍ତି।…