Latest Odisha News

BREAKING NEWS

Browsing Category

ଓଡିଶା

Odisha

୬ ଲେନ୍ ବିଶିଷ୍ଟ ହେବ ଭୁବନେଶ୍ୱର-ପୁରୀ ରାସ୍ତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ ଘୋଷଣା । ୬ ଲେନ୍ ବିଶିଷ୍ଟ ହେବ ଭୁବନେଶ୍ୱର-ପୁରୀ ରାସ୍ତା । ଖର୍ଚ୍ଚ ହେବ ୧୮ ଶହ କୋଟି ଟଙ୍କା । ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ପୁରୀ ସର୍ଭିସ ରୋଡ୍ ସହ ହେବ ୬ ଲେନ୍ ବିଶିଷ୍ଟ ରାସ୍ତା । ଚଣ୍ଡିଖୋଲରୁ ବଡବିଲ ରାସ୍ତା ହେବ ୮ ଲେନ୍…

ଓଡ଼ିଶାରେ ନବୀନ ବାବୁଙ୍କ ନେତୃତ୍ୱରେ ଏକ “କରପ୍‌ସନ୍ କ୍ଲବ” ଚାଲିଥିଲା: ବିଜେପି

ଭୁବନେଶ୍ୱର: ବିଜେଡି ସରକାର ସମୟରେ ଯେଉଁଭଳି ଖୁଲମଖୁଲା ଦୁର୍ନୀତି ଚାଲୁଥିଲା ତା'ର ପ୍ରମାଣ ଏବେ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ହେବା ପରେ ସାମ୍ନାକୁ ଆସୁଛି । ଆଗରୁ ନବୀନ ବାବୁ ମୁଖ୍ୟମନ୍ତ୍ରୀ ଥିବାବେଳେ କିରାଣୀ ଓ ପିଅନଙ୍କ ଦୁର୍ନୀତିକୁ ଧରପଗଡ କରି ସ୍ୱଚ୍ଛତାର ଡିଣ୍ଡିମ ପିଟୁଥିଲେ…

ଅବଢା ଯୋଜନା ମାଧ୍ୟମରେ ଆସିଥିବା ୩୫ ଟି ଇ-ବସର ସମୀକ୍ଷା କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଅବଢା ଯୋଜନା ମାଧ୍ୟମରେ ଆସିଥିବା ୩୫ ଗୋଟି ଇ-ବସ୍ ଗୁଡିକର ଆଜି ସମୀକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ପୁରୀ ସମଙ୍ଗ ପାର୍କିଂ ଠାରେ ରଖାଯାଇଥିବା ଏହି ବସଗୁଡିକୁ ନିରୀକ୍ଷଣ କରିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ସହ ମୁଖ୍ୟ ପ୍ରଶାସକ ଆଲୋଚନା…

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’, ବିଜ୍ଞପ୍ତି ଜାରି କଲେ ସରକାର

ଭୁବନେଶ୍ୱର: ମାଦକ ଦ୍ରବ୍ୟରେ ସାମିଲ୍ ହେଲା 'ଭାଙ୍ଗ' ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳ ବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଓଡିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦, ୨୦୧୩)ର ଧାରା ୨ର କ୍ଲଜ (t) ଅନୁଯାୟୀ ଅବକାରୀ ବିଭାଗ ଏହି ଘୋଷଣା କରିଛି।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି…ବଢିଲା ରାଜନୀତି

ଭୁବନେଶ୍ବର: ଓଡିଶା ବିଶ୍ବବିଦ୍ୟାଳୟ ଆଇନ-୨୦୨୦ରେ ହେଉ ସଂଶୋଧନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠିକୁ ନେଇ ବଢିଲା ରାଜନୀତି । ଆଇନରେ ରହିଥିବା ଅସଙ୍ଗତି ଦୂର କରିବା ସହ ଆବଶ୍ୟକ ସଂଶୋଧନ କରିବାକୁ ଚିଠିରେ ଧର୍ମେନ୍ଦ୍ର ଲେଖିଛନ୍ତି ।…

ବର୍ଷା ଓ ବଜ୍ରପାତ ନେଇ ଓଡିଶାର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ମଙ୍ଗଳବାର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ନୟାଗଡ଼, ବଲାଙ୍ଗିର ଓ ଖୋର୍ଦ୍ଧା (ଭୁବନେଶ୍ୱର)। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ…

ବିଜେଡି ଜନଜାଗରଣ ଅଭିଯାନ ପଛର କାରଣ କ’ଣ?

ଭୁବନେଶ୍ବର: ଅଗଷ୍ଟ ୧୬ରୁ ପ୍ରତି ପଞ୍ଚାୟତରେ ବିଜେଡି ଆରମ୍ଭ କରିବ ଜନଜାଗରଣ ଅଭିଯାନ । ଭତ୍ତାକୁ ନେଇ ବିଜେପିକୁ ସୋସିଆଲ୍ ମିଡିଆରେ ସିଧା ଆଟାକ୍ କରିଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ। ବିଜେପିର ପ୍ରତିଶ୍ରୁତି ପାଣିର ଗାର ହୋଇଛି। ଭତ୍ତାଧାରୀ ବୟସ୍କ ତଥା ରାଜ୍ୟବାସୀଙ୍କ ସହ ପ୍ରତାରଣା…

ମୃତ୍ୟୁ ହେବା ଭୟରେ ମେଡ଼ିକାଲକୁ ଯାଉନଥିଲେ ରୋଗୀ, ବୁଝେଇଲେ ବିଡ଼ିଓ

ନବରଙ୍ଗପୁର: ଯୁଗ ଯେତେ ଆଗେଇଲେ ମଧ୍ୟ ଏବେବି ଗାଁ ଗହଳିରେ ଦେଖିବାକୁ ମିଳୁଛି ଝଡ଼ା ଫୁଙ୍କା । ଏବେବି ଅନେକ ଲୋକ ରୋଗ ହେଲେ ଡାକ୍ତରଙ୍କ ପାଖକୁ ନଯାଇ ଗୁଣିଆ ପାଖକୁ ଯାଉଛନ୍ତି। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ନନ୍ଦହାଣ୍ଡି ବ୍ଲକ ଦଣ୍ଡସେନାଗୁଡା ଗ୍ରାମରେ ।…

ଏସସିବିରେ ଲଜ୍ଜା: ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ କରିଥିବା ଅଭିଯୋଗ

କଟକ: କଟକସ୍ଥିତ ଏସସିବି ମେଡିକାଲରୁ ମଙ୍ଗଳବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ତେବେ ମେଡିକାଲରେ ଚିକିତ୍ସିତ ୨ ଜଣ ରୋଗୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ଆସିଛି। କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତର ରୋଗୀଙ୍କୁ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶା ବିଶ୍ବବିଦ୍ୟାଳୟ (ସଂଶୋଧନ) ଆଇନ ୨୦୨୦ରେ ଥିବା ଅସଙ୍ଗତିଗୁଡ଼ିକୁ ଆଇନଗତ ଓ ନିୟାମକ ଢାଞ୍ଚା ଅନୁସାରେ ସୁଧାରିବା ସହ ଆବଶ୍ୟକ ସଂଶୋଧନ କରିବା ପାଇଁ ପାଇଁ ଚିଠି…