Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏନଆଇଆରଏଫ ରାଙ୍କିଂ; ଜାଣନ୍ତୁ କେଉଁ ସ୍ଥାନରେ ରହିଛି କେଉଁ ଅନୁଷ୍ଠାନ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଂ ଫ୍ରେମୱାର୍କ (ଏନଆଇଆରଏଫ) ସୋମବାର ବିଭିନ୍ନ ବର୍ଗରେ ସମ୍ମାନଜନକ ରାଙ୍କିଂ ତାଲିକା ପ୍ରକାଶ କରିଛି। ଇଞ୍ଜିନିୟରିଂରେ ଭାରତୀୟ ରାଙ୍କିଂ ଅନୁଯାୟୀ, ଶ୍ରେଷ୍ଠ ୨୦ଟି ଶିକ୍ଷାନୁଷ୍ଠାନ ମଧ୍ୟରେ…

ଚଢିଗଲା ଟ୍ରକ୍ ଚାଲିଗଲେ ବାପା ମା’, ଅଳ୍ପକେ ବର୍ତ୍ତିଲେ ନାବାଳକ ପୁଅ

ନବରଙ୍ଗପୁର: ଟ୍ରକ୍ ଚାପାରେ ବାପା ଓ ମା' ମୃତ ଅଳ୍ପକେ ବର୍ତ୍ତିଗଲା ନାବାଳକ ପୁଅ । ଏଭଳି ଦୁଃଖଦ ଘଟଣା ଘଟିଛି ନବରଙ୍ଗପୁରରେ । ବୋଲ୍ ବମ୍ ଯାଇ ମନ୍ଦିରରେ ପାଣି ଢାଳି ବାଇକରେ ଘରକୁ ଫେରିବା ସମୟରେ କୁନ୍ଦେଇ ଥାନା ଅନ୍ତର୍ଗତ ରାବଣା ଗୁଡା ନିକଟରେ ବାଇକ ଉପରକୁ ଟ୍ରକ ମାଡିଯାଇଥିଲା ।…

ଖଣ୍ଡା ଆକ୍ରମଣରେ ଗୁରୁତର ଆହତ ହେଲେ ଅଙ୍ଗନବାଡି କର୍ମୀ

କଟକ: ଅଙ୍ଗନବାଡି କର୍ମୀଙ୍କୁ ଖଣ୍ଡାରେ ଆକ୍ରମଣ। କଟକ ଜିଲ୍ଲାର ବାଙ୍କି ନିକଟ ନୁଆଗାଓଁ-ଖଜୁରିପଡା ରାସ୍ତାରେ ଥିବା ଚାରି ଛକରେ ସୋମବାର ସକାଳେ ଏଭଳି ଘଟଣା ଘଟିଛି। ଗୁରୁତର ଆହତ ଅଙ୍ଗନବାଡି କର୍ମୀ ଜଣକ ବାଙ୍କି ତହସିଲ ଅନ୍ତର୍ଗତ ଅନୁରୀ ଗାଁର ବାସିନ୍ଦା ଭାରତୀ ଜେନା ବୋଲି ଜଣାପଡିଛି।…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଫୋନ କରି କଥା ହେଲେ ମମତା ବାନାର୍ଜୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଫୋନ କରି କଥା ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ l ପଶ୍ଚିମବଙ୍ଗର ଶ୍ରମିକଙ୍କ ଉପରେ ଓଡ଼ିଶାରେ ଅତ୍ୟାଚାର ଅଭିଯୋଗ ହେଉଛି । ଏହାକୁ ଗୁରୁତ୍ୱର ସହ ନେବା ସହ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି ମମତା ।…

ବିବାଦ…ବିତ୍ତିହୋତ୍ର…ବିଦାୟ

ଭୁବନେଶ୍ବର: ବିତ୍ତିହୋତ୍ର ମହାନ୍ତିଙ୍କ ମୃତ୍ୟୁ । ପୂର୍ବତନ ଜେଲ୍ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ରଙ୍କର ଭୁବନେଶ୍ବର ଏମସରେ ମୃତ୍ୟୁ ହୋଇଛି । ସେ ଷ୍ଟୋମାକ କ୍ୟାନସରରେ ଆକ୍ରାନ୍ତ ଥିଲେ । ପ୍ରଥମେ ତାଙ୍କୁ କଟକ ଆଚାର୍ଯ୍ୟ ହରିହର ମେଡିକାଲ ଓ ପରେ ଭୁବନେଶ୍ବର ଏମସରେ…

ବିଜେଡି ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟ ନୋଟିସ

କଟକ: ନିର୍ବାଚନରେ ଅନିୟମିତତା ମାମଲାରେ ଆଉ ଜଣେ ବିଧାୟକଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି । ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ନୋଟିସ ଜାରି ହୋଇଛି । ରସିଦ୍ ଅସଲମ ନାମକ ଜଣେ ଭୋଟର ସାରଦାଙ୍କ ନାଁରେ ମାମଲା ଦାଏର କରିଥିଲେ । ତେବେ ନାମାଙ୍କନ ବେଳେ ମିଥ୍ୟା ସତ୍ୟପାଠ…

ଭତ୍ତାଧାରୀ ବୟସ୍କଙ୍କ ସହ ପ୍ରତାରଣା କରିଛି ବିଜେପି: ନବୀନ

ଭୁବନେଶ୍ୱର: ବୟସ୍କଙ୍କ ଭତ୍ତା ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ l ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ ସେୟାର କରି ବିଜେପିକୁ ଟାର୍ଗେଟ କରିଛନ୍ତି ନବୀନ l ନବୀନ ଲେଖିଛନ୍ତି ଯେ, ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ…

କୁବେର ପୂର୍ବତନ ମୁଖ୍ୟଯନ୍ତ୍ରୀ, ଭୁବନେଶ୍ବରରେ ୭ଟି ଫ୍ଲାଟ୍

ଭୁବନେଶ୍ୱର: କୁବେର ପୂର୍ବତନ ଯନ୍ତ୍ରୀ l ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କଠାରୁ ଅମାପ ସଂପତ୍ତି ଜବତ କରିଛି ଭିଜିଲାନ୍ସ l ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କର ଭୁବନେଶ୍ବରରେ ୭ଟି ଓ ଝାରସୁଗୁଡ଼ାରେ ୩ଟି ଫ୍ଲାଟ ସହ ଭୁବନେଶ୍ବର, କଟକ ଓ ଜଟଣୀରେ ୭ଟି…

ବାଂଲାଦେଶୀ ନାଁରେ ପଶ୍ଚିମବଙ୍ଗ ଲୋକଙ୍କୁ ମାଡ଼, ଆଲର୍ଟ ରହିଛନ୍ତି ସରକାର

ଭୁବନେଶ୍ବର: ବାଂଲାଦେଶରେ ହିଂସା ପରେ ବାଂଲାଦେଶୀ ଅନୁପ୍ରବେଶକାରୀ ଭାରତ ତଥା ଓଡିଶା ସୀମା ଦେଇ ଭାରତକୁ ପ୍ରବେଶ ପାଇଁ ଆଲର୍ଟ ରହିଛନ୍ତି ସରକାର । ଜଳ, ସ୍ଥଳ ସବୁଠି କଡା ନଜର ରଖିଛନ୍ତି । ଅନ୍ୟପକ୍ଷରେ ଯେଉଁମାନଙ୍କ ପ୍ରତି ଟିକେ ବି ସନ୍ଦେହ ହେଉଛି ସେମାନଙ୍କୁ ଯାଞ୍ଚ କରାଯାଉଛି । ଏନେଇ…

ଜିରା ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବରଗଡ: ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ନଦୀକୁ ଡେଇଁ ଅନେକ ପ୍ରାଣ ହରାଉଥିବା ଖବର ସାମ୍ନାକୁ ଆସୁଛି । ପୁଣି ଆଜି ଏଭଳି ଏକ ଘଟଣା ବରଗଡରେ ଦେଖିବାକୁ ମିଳିଛି । ଜିଲ୍ଲାର ୱାର୍ଡ ନମ୍ବର ୨ ବାଲିଟିକ୍ରା ଜିରା ନଦୀରୁ ଆଜି ସକାଳ ୮ ସମୟରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ।…