Latest Odisha News

BREAKING NEWS

Browsing Category

ଓଡିଶା

Odisha

Rourkela Plane Crash: ବିମାନ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା…

ରାଉରକେଲା: ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ଘଟଣା ସ୍ଥଳରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କଲେ ମନ୍ତ୍ରୀ । ଦୁର୍ଘଟଣାକୁ ଅଭାବନୀୟ କହିବା ସହ ଘଟଣାର ଯେମିତି ପୁନରାବୃତ୍ତି ନହେବ ସେନେଇ ତଦନ୍ତ ଚାଲିଥିବା କହିଛନ୍ତି…

Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ

ଭୁବନେଶ୍ୱର: ଦୁଇ ଦିନ ପରେ ପୁଣି ଶୀତରେ ଥରିବ ସମଗ୍ର ରାଜ୍ୟ । ଆକାଶରୁ ବାଦଲ ହଟିବା ପରେ ପୁଣି ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ବଢ଼ିବ । ମଙ୍ଗଳବାର ଓ ବୁଧବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାରଦ ପୁଣି ତଳମୁହାଁ ହେବ ଏହି ସମୟରେ ଅଧିକ ଶୀତ ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ…

ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍

ପୁରୀ:ଜଳିଗଲା ପୋଲିସ ଦ୍ବାରା ସିଜ୍ ହୋଇଥିବା ୨୦ରୁ ଅଧିକ ବାଇକ୍ । ପୁରୀର ପୁରୁଣା ସଦରଥାନା ଛକ ନିକଟରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡ କିଭଳି ଘଟିଲା ସେନେଇ କାରଣ ଅସ୍ପଷ୍ଟ ରହିଛି । ତେବେ ଘଟଣାସ୍ଥଳ ନିକଟରେ ଏକ ମଦ ଦୋକାନ ଥିବାରୁ କେହି ଲୋକ ସେଠାରେ ମଦ୍ୟପାନ କରି…

ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ

କଳାହାଣ୍ଡି: ସ୍ଥାନୀୟ ରେଳ ଷ୍ଟେସନରୁ ରବିବାର ସନ୍ଧ୍ୟାରେ ୫ ଜଣ ଆନ୍ତଃରାଜ୍ୟ ଚୋରା ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସ । ସେମାନଙ୍କ ଠାରୁ ପ୍ରାୟ ୧୦ କେଜି ଗଞ୍ଜେଇ ଜବତ ହୋଇଛି । ତେବେ ସୂଚନାଥାଉକି ଅଭିଯୁକ୍ତମାନେ ସମସ୍ତେ ମହାରାଷ୍ଟ୍ର ରାଜ୍ୟର…

ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ

ଯାଜପୁର: ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ,ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଯାଜପୁର ଜିଲ୍ଲାର ଉଦୟଗିରି ବୌଦ୍ଧ ସ୍ଥଳଠାରେ ଦ୍ଵିତୀୟ ବୌଦ୍ଧ ଗୁରୁ ପଦ୍ମସମ୍ଭବଙ୍କ ପ୍ରାର୍ଥନା ସମାରୋହ ତଥା ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ ହୋଇଛି।…

Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା

ଭୁବନେଶ୍ବର:କମିଶନରେଟ ପୋଲିସକୁ ବଡ଼ ସଫଳତା । ୧୨ଜଣ ଅନ୍ତଃରାଜ୍ୟ ସାଇବର ଲୁଟେରାଙ୍କୁ ଗିରଫ କରିଛି କମିଶନରେଟ ପୁଲିସ । ଏଥିରେ ବିହାରର ୭, କେରଳର ୪, ଓଡ଼ିଶାରୁ ଜଣେ ଗିରଫ । ମେସୋ,naptol, Kerala ଲଟେରି, ବଜାଜ୍ ଫାଇନାସ, ଆଦି ନାମରେ ଖୋଲି ଲଟେରି ବ୍ୟବସ୍ଥା କରି ସାରା ଭାରତ ବର୍ଷରେ…

ଆସନ୍ତା ୧୫ରେ ବରଗଡ଼ ବନ୍ଦ

ବରଗଡ଼:୧୫ତାରିଖ ବରଗଡ଼ ଜିଲା ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବଜରଙ୍ଗ ଦଳ । ବରଗଡ଼ ଜିଲାରୁ ରୋହିଙ୍ଗିଆ ଅନୁପ୍ରବେଶକାରୀଙ୍କୁ ହଟାଇବା ଏବଂ ଅପରାଧ ନିୟନ୍ତ୍ରଣ ଦାବି ନେଇ ବଜରଙ୍ଗ ଦଳ ଆସନ୍ତା ୧୫ତାରିଖ ବରଗଡ଼ ଜିଲା ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ…

ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ଭୁବନେଶ୍ୱର: ଝାରସୁଗୁଡ଼ାର ବେଲପାହାଡ଼ ଲେଭଲ୍ କ୍ରସିଂ ନିକଟରେ ରବିବାର ସନ୍ଧ୍ୟାରେ ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନର ତିନୋଟି ୱାଗନ୍ ଲାଇନଚ୍ୟୁତ ହୋଇଯାଇଛି। ଯାହାଫଳରେ ରେଳ ସେବା ଆଂଶିକ ଭାବରେ ବାଧାପ୍ରାପ୍ତ ହୋଇଛି। ତେବେ ସନ୍ଧ୍ୟା ପ୍ରାୟ ୫ଟା ୩୦ମି. ସମୟରେ ହାଓଡ଼ା-ନାଗପୁର…

Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ) ଦ୍ୱାରା ପରିଚାଳିତ 'ଆମ ବସ୍'ର ଦୁଇଟି ଇଲେକ୍ଟ୍ରିକ୍ ବସରେ ଅଗ୍ନିକାଣ୍ଡ ଘଟଣା ଏବେ ଚିନ୍ତାର ବିଷୟ ପାଲଟିଛି। ତେବେ ଶନିବାର ସକାଳେ ଭୁବନେଶ୍ୱର ରେଳ ଷ୍ଟେସନରୁ ଘାଟିକିଆର IGKC ହସ୍ପିଟାଲ…

Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା:ରାଉରକେଲା ବିମାନ ଦୁର୍ଘଟଣା ସମୟରେ ସ୍ଥାନୀୟ ଜନସାଧାରଣ ଏବଂ ଉଦ୍ଧାରକାରୀ ଦଳ ଯେଉଁ ସାହସିକତା ଓ ତତ୍ପରତା ପ୍ରଦର୍ଶନ କରିଛନ୍ତି ସେଥିପାଇଁ ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପଦ ସମୟରେ…