Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସିଲା ଆଳୁ, ୩ କିଲୋକୁ ୧୦୦ ଟଙ୍କା

ଭୁବନେଶ୍ବର: ଏବେ ରାଜ୍ୟରେ ଆଳୁ ଦର ତଳମୁହାଁ ହେଉନଥିବାରୁ ଏହାକୁ ନେଇ ସମସ୍ତ ପ୍ରଚେଷ୍ଟା ଜାରି ରଖିଛନ୍ତି ସରକାର । ଏଥିପାଇଁ ନାଫେଡ୍ ଜରିଆରେ ଆଳୁ ଆଣି କେଜି ପିଛା ୩୦ ଟଙ୍କା ଦରରେ ରାଜ୍ୟବାସୀଙ୍କୁ ଯୋଗାଇବା ପାଇଁ କହିଥିଲେ ଯୋଗାଣ ମନ୍ତ୍ରୀ । ଏହା ପରେ ଆଜି ନାଫେଡ୍ ଜରିଆରେ ଆଳୁ ଆସି…

କାଠଯୋଡ଼ିକୁ ପୁରୁଷ ଓ ମହିଳା ଡେଇଁବା ଘଟଣା: ଉଭୟ ଥାନାରେ ହାଜର

କଟକ: କଟକ କାଠଯୋଡି ନଦୀକୁ ଜଣେ ପୁରୁଷ ଓ ମହିଳା ଡେଇଁ ଆତ୍ମହତ୍ୟା କରିଥିବା ଘଟଣାରେ ଆସିଛି ବଡ଼ ଟ୍ୱିଷ୍ଟ। ଉଭୟ ମହିଳା ଓ ପୁରୁଷ ଶନିବାର ସକାଳେ ପୁରୀ ଘାଟ ଥାନାରେ ହାଜର ହୋଇଛନ୍ତି। ଉଭୟଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଡାକ୍ତରଖାନାକୁ ପଠାଇଛି ପୋଲିସ। ସେମାନେ ହେଲେ ଶତ୍ରୁଘ୍ନ…

ମହାପ୍ରଭୁଙ୍କ ପ୍ରତିହାରୀ ସେବକଙ୍କୁ କାରଣ ଦର୍ଶାଅ ନୋଟିସ୍

ପୁରୀ: ଶ୍ରୀମନ୍ଦିର ପ୍ରତିହାରୀ ସେବକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ । ଆଜି ସକାଳୁ ସକାଳୁ ମହାପ୍ରଭୁଙ୍କ ଦ୍ବାର ଫିଟା ନୀତି ବେଳେ ୩୫ ମିନିଟ୍ ବିଳମ୍ବରେ ପ୍ରତିହାରୀ ସେବକ ପହଞ୍ଚିବାରୁ ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ତେବେ…

ଶିମିଳିପାଳ ଜଗିବ ଏଆଇ କ୍ୟାମେରା, ଶିକାରୀଙ୍କ ଉପରେ ରଖିବ ତିକ୍ଷ୍ଣ ନଜର

ମୟୂରଭଞ୍ଜ: ଶିମିଳିପାଳ ଜଗିବ ଏଆଇ କ୍ୟାମେରା । ଶିକାରୀ ମାଫିଆଙ୍କୁ କରିବ ସାବାଡ୍ । ଦେଶରେ ପ୍ରଥମ ଥର ପାଇଁ ଓଡିଶା ମୟୂରଭଞ୍ଜ ସ୍ଥିତ ଅଭୟାରଣ୍ୟରେ ଲାଗିବ ଏଆଇ କ୍ୟାମେରା । ୩୬୦ ଡିଗ୍ରୀ ଗତି ସହ ଜଙ୍ଗଲର କୋଣ ଅନୁକୋଣ ଉପରେ ନଜର ରଖି ନିଜ ଭିତରେ ସବୁ କଏଦ୍ କରିବ । ଯାହା ଶିମିଳିପାଳ…

ବଲ୍ଲେ ବଲ୍ଲେ ଢ଼ାବା ପ୍ରସଙ୍ଗ; ହାଇକୋର୍ଟରୁ ମାମଲା ପ୍ରତ୍ୟାହାର କଲେ ଏଲିନା ଦାଶ

କଟକ: ଯାଜପୁର ‘ବଲ୍ଲେ ବଲ୍ଲେ ଢ଼ାବା’କୁ ନେଇ ଏଲିନାଙ୍କ ମାମଲା ପ୍ରସଙ୍ଗ । ହାଇକୋର୍ଟରୁ ମାମଲା ପ୍ରତ୍ୟାହାର କଲେ ବିଜେଡି ନେତ୍ରୀ ଏଲିନା ଦାଶ । ଧର୍ମଶାଳାର ବିବାଦୀୟ ବଲ୍ଲେ ବଲ୍ଲେ ଢାବା ସିଲ୍ ଘଟଣାରେ ହାଇକୋର୍ଟର ଦ୍ବାରସ୍ତ ହୋଇଥିଲେ ଏଲିନା ଦାଶ । ଗଣମାଧ୍ୟମର ତାଙ୍କ ନାଁକୁ ନେଇ ଚର୍ଚ୍ଚା…

ଘରଡିହ ନଥିବା ପରିବାରକୁ ସରକାର ଦେବେ ପଟ୍ଟା

ଭୁବନେଶ୍ବର: ଘରଡିହ ନଥିବା ପରିବାରଙ୍କୁ ସରକାର ଦେବେ ଘରଡିହ ପଟ୍ଟା । ଆସନ୍ତା ଡିସେମ୍ବର ମାସ ସୁଦ୍ଧା ହିତାଧିକାରୀ ଚୟନ କରାଯାଇ ସରକାର ପଟ୍ଟା ବଣ୍ଟନ କରିବେ। ଖୁବ୍ ଶୀଘ୍ର ସର୍ଭେ କାର୍ଯ୍ୟ ଶେଷ କରିବା ପରେ ଯୋଗ୍ୟ ହିତାଧିକାରୀଙ୍କୁ ପଟ୍ଟା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ…

ନାବାଳିକା ଅସଦାଚରଣ ମାମଲାରେ ୮ ବର୍ଷ ପରେ ଆସିଲା ରାୟ: ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ: ଏକ ୧୩ ବର୍ଷୀୟା ନାବାଳିକାକୁ ଅସଦାଚରଣ ମାମଲାର ଆସିଲା ରାୟ । ଦାରିଙ୍ଗବାଡ଼ି ଥାନା ଦଳବାଡି ଅଞ୍ଚଳର ମୁକେଶ କୁମାର ନାୟକ (୩୮)କୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ ସହ ୩ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି ଫୁଲବାଣୀ ଫାଷ୍ଟଟ୍ରାକ୍‌ ପୋକ୍ସୋ କୋର୍ଟର ବିଚାରପତି…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଢିବ ବର୍ଷାର ପରିମାଣ, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ…

ରମାଦେବୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୁସ୍ଥତାକୁ ପ୍ରୋତ୍ସାହିତ କରିବା ପାଇଁ କର୍ମଶାଳା

ଭୁବନେଶ୍ୱର: ରମା ଦେବୀ ମହିଳା ବିଶ୍ୱବିଦ୍ୟାଳୟ ପକ୍ଷରୁ ସୁସ୍ଥ ରହିବା ପାଇଁ ପ୍ରୋତ୍ସାହନ ନିମନ୍ତେ ଆୟୋଜିତ ପାଞ୍ଚ ଦିନିଆ କର୍ମଶାଳା ଶୁକ୍ରବାର ଶେଷ ହୋଇଛି। ଅଗଷ୍ଟ ୫ ତାରିଖରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆରଡିଡବ୍ଲୁୟୁର କୁଳପତି ପ୍ରଫେସର ଅପରାଜିତା ଚୌଧୁରୀଙ୍କ ମିଳିତ ଉଦ୍ୟମରେ ଏହି…

୮ଟି ଜିଲ୍ଲାରେ ୧୪ଟି ନୂତନ ସରକାରୀ ଡିଗ୍ରୀ କଲେଜ ଉଦଘାଟିତ

ଭୁବନେଶ୍ୱର: ରାଜ୍ୟର ୮ଟି ଜିଲ୍ଲାରେ ୧୪ଟି ନୂଆ ସରକାରୀ ଡିଗ୍ରୀ କଲେଜ ଖୋଲାଯାଇଛି। ଭିଡିଓ କନଫରେନ୍ସିଂ ଜରିଆରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଏହି କଲେଜଗୁଡ଼ିକୁ ଉଦଘାଟନ କରିଛନ୍ତି। ମୟୂରଭଞ୍ଜ ଜିଲ୍ଲା ତିରିଙ୍ଗରେ ନୂଆ କଲେଜ ରହିଛି। କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁର;…