Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଗାମୀ ପର୍ବପର୍ବାଣୀକୁ ନେଇ ଡିଜିପିଙ୍କ ସମୀକ୍ଷା ବୈଠକ; ସୋସିଆଲ ମିଡ଼ିଆ ଉପରେ ୨୪ ଘଣ୍ଟା ରହିବ ନଜର

ଭୁବନେଶ୍ବର: ଆସନ୍ତା ୩୧ ତାରିଖରେ ଇଦ୍-ଉଲ୍-ଫିତର୍, ଅପ୍ରେଲ୍ ୬ ତାରିଖରେ ଶ୍ରୀରାମ ନବମୀ, ଅପ୍ରେଲ ୧୪ ତାରିଖରେ ହନୁମାନ ଜୟନ୍ତୀ ଏବଂ ମହାବିଷୁବ ସଂକ୍ରାନ୍ତି ପାଳିତ ହେବାକୁ ଯାଉଛି । ଏହି ଅବସରରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମୁଖ୍ୟ…

୨ ଲକ୍ଷ ଟଙ୍କା ଲାଞ୍ଚ ସହ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ବର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଯାଜପୁର ଜିଲ୍ଲା କୁଆଖିଆ ସେକସନର ଜରକା ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ଭୀମସେନ ମହାରଣା । ୨ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଲାଞ୍ଚ ନେଇ ଘରକୁ ଫେରୁଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଖବର ମୁତାବକ, କନିଷ୍ଠ…

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ଭୁବନେଶ୍ବର : ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ହୋଇଯାଇଛି । ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ।…

ଆୟୁଷ୍ମାନ ଭାରତ ଯୋଜନା ସହ ୧୦ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ୭ଟି ବିଭାଗରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସନ୍ଧ୍ୟାରେ ଏନେଇ ଗୃହରେ ସୂଚନା ଦେଇଛନ୍ତି । ୭ଟି ବିଭାଗ ମଧ୍ୟରେ ରହିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ,…

ପୂର୍ବତଟ ରେଳପଥ ପକ୍ଷରୁ ୨୫୦ ନିୟୁତ ଟନ ପଣ୍ୟ ପରିବହନ ରେକର୍ଡ

ଭୁବନେଶ୍ବର: ପୂର୍ବତଟ ରେଳପଥ ପୁଣି ଥରେ ପଣ୍ୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି । ୨୦୨୪-୨୫ ଆର୍ଥିକ ବର୍ଷ ଶେଷ ହେବାର ୧୧ ଦିନ ପୂର୍ବରୁ ୨୫୦ ନିୟୁତ ଟନ୍ (MT) ମୂଳ ପଣ୍ୟ ପରିବହନ ହାସଲ କରିବାରେ ଭାରତର ପ୍ରଥମ ରେଳ ଜୋନ୍ ହୋଇଛି । ପୂର୍ବତଟ ରେଳପଥର ପଣ୍ୟ…

ଗଞ୍ଜେଇ କାରବାର ଉପରେ ଚଢାଉ ବେଳେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ, ୨୬ ପୋଲିସ ଆହତ

ମୋହନା: ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ଯୁବ ଗ୍ରାମରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗଞ୍ଜେଇ କାରବାର ଉପରେ ଚଢାଉ ବେଳେ ପୋଲିସ କର୍ମଚାରୀଙ୍କ ଉପରକୁ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୨୬ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି । ଆକ୍ରମଣକାରୀ ପୋଲିସ କର୍ମଚାରୀଙ୍କ ୫ଟି ଗାଡ଼ି…

କଳିଙ୍ଗନଗର ଟାଟା ଷ୍ଟିଲରେ ଅଘଟଣ: ୯ ଜଣ ଶ୍ରମିକ ଆହତ

ଯାଜପୁର: ଯାଜପୁର ଜିଲ୍ଲା କଳିଙ୍ଗନଗରରେ ଥିବା ଟାଟା ଷ୍ଟିଲ କାରଖାନାରେ ଅଘଟଣ । କାରଖାନାର ଷ୍ଟିଲ ମେଲଟିଂ ସପ୍‌ରେ ବିସ୍ଫୋରଣ ଘଟିଛି । ଏଥିରେ ୯ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ଟାଟା ଷ୍ଟିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ମୁତାବକ,…

ଏକାଧିକ ବେଆଇନ୍‌ ହୁକ୍କା ବାର୍‌ରେ ପୋଲିସର ଚଢାଉ

ବ୍ରହ୍ମପୁର: ଦିନକୁ ଦିନ ବଢିଚାଲିଛି ବେଆଇନ କାରବାର। ବ୍ରହ୍ମପୁର ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟରେ ଚାଲିଛି ବେଆଇନ ହୁକ୍କା ବାର୍‌। ଏହି ବାର୍‌ରେ ଜମୁଛି ନାବାଳକଙ୍କ ଆଡ୍ଡା। ଏହି ଘଟଣାର ଖବର ପାଇ ଅତର୍କିତ ଚଢାଉ କରି ହୁକ୍କା ଷ୍ଟାଣ୍ଡ ସହ ଗୁଟଖା ଏବଂ ସିଗାରେଟ ଜବତ କଲା ବ୍ରହ୍ମପୁର…

ମ୍ୟୁଚୁଆଲ ଫଣ୍ଡ୍‌ରେ ନିବେଶ ନାଁରେ ଦେଢ କୋଟିର ଠକେଇ

କଟକ: ଦିନକୁ ଦିନ ବଢିଚାଲିଛି ଠେକଇ ମାମଲା। ସାଇବର ଅପରାଧି କଥା ଛାଡନ୍ତୁ, ଭଲ ଚାକିରି କରୁଥିବା ବ୍ୟକ୍ତି ମଧ୍ୟ ଏବେ ନିରିହ ଲୋକଙ୍କୁ ଠକିବା ଆରମ୍ଭ କଲେଣି।  ମ୍ୟୁଚୁଆଲ୍ ଫଣ୍ଡ୍‌ରେ ନିବେଶ କରାଇବାକୁ କହି ପ୍ରାୟ ଦେଢ କୋଟି ଟଙ୍କାର ଠକେଇ ଅଭିଯୋଗ ଆସିଛି। ଏନେଇ ଯୁବକଙ୍କୁ ବାନ୍ଧିଲା ଲାଲବାଗ…

ମଦ ବିକ୍ରିର ଅନନ୍ୟ ଉପାୟ, କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ମିଳୁଛି ଦେଶୀ ମଦ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ବରରେ ନୂଆ ଉପାୟରେ ଚୋରା ମଦ କାରବାର । କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ ଚାଲାଣ । ଘାଟିକିଆରେ ଦେଶୀ ମଦ ଚାଲାଣ ବେଳେ ମାଡ଼ିବସିଲା ଅବକାରୀ ବିଭାଗ । ଏଥିସହିତ ଦୁଇଜଣ ବେପାରୀକୁ ଗିରଫ କରାଯାଇଛି। ସୂଚନା ଅନୁସାରେ, ଭୁବନେଶ୍ବର ଘାଟିକିଆ ବରମୁଣ୍ଡା…