Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ରାଜ୍ୟର ବେସରକାରୀ କଲେଜଗୁଡ଼ିକୁ ସରକାର ହାତକୁ ନିଅନ୍ତୁ’

ଭୁବନେଶ୍ୱର: ରାଜ୍ୟରେ ଥିବା ବେସରକାରୀ କଲେଜଗୁଡ଼ିକର ପରିଚାଳନା ଭାର ସରକାର ହାତକୁ ନିଅନ୍ତୁ ବୋଲି ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘ ଉଚ୍ଚଶିକ୍ଷା ଶାଖା ପକ୍ଷରୁ ଦାବି କରାଯାଇଛି । ମହାସଂଘର ରାଜ୍ୟ ସଭାପତି ପ୍ରଫେସର ଶିବଵ୍ରତ ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ଉଚ୍ଚଶିକ୍ଷା…

ପୁରୀରେ ‘ବାଣ’ ରେଡ୍, ପୂଜା ସାମଗ୍ରୀ ନାଁରେ ଚାଲିଥିଲା ଗୋଦାମ

ପୁରୀ: ପୁରୀ ନବକଳେବର ରୋଡ୍‌ରେ ବଡ଼ ଧରଣର ବାଣ ରେଡ୍ କରାଯାଉଛି। ଏକ ପୂଜା ସାମଗ୍ରୀ ଗୋଦାମରେ ଚାଲିଛି ରେଡ୍। ବିପୁଳ ବାଣ ଜବତ ହୋଇଛି। ବାଣ ପ୍ରସ୍ତୁତି ସାମଗ୍ରୀ ମଧ୍ୟ ଜବତ କରିଛି ପୋଲିସ। ଏକ ଗୋଦାମ ଘରେ ଚଢ଼ାଉ କରି ବାଣ ଜବତ କରିଛି ପୋଲିସ। ବିପୁଳ ବିସ୍ଫୋରକ ସାମଗ୍ରୀ ସହ ବାଣ ଜବତ…

ରାସନ୍‌ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ

ଭୁବନେଶ୍ୱର: ରାସନ୍‌ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ। ତେବେ ରାସନକାର୍ଡ ଫେରାଇଥିବା ପରିବାରର ସଦସ୍ୟ ସଂଖ୍ୟା ୮୭୮୪୪। ସେହିପରି ରାଜ୍ୟରେ ୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ୍‌ ଦିଆଯାଇଛି। ମୃତ୍ୟୁ ପରେ ବି ଏହି ଲୋକମାନଙ୍କ ନାମରେ ରାସନ୍‌ ସାମଗ୍ରୀ ନିଆଯାଉଥିଲା।…

ଓଡିଶାରୁ ଚାଇନା ଯାଉଛି ଲୁହା ପଥର: ଗଲାଣି ୧୮ ଲକ୍ଷ ମେଟ୍ରିକ୍ ଟନ୍

ଭୁବନେଶ୍ବର: ଖଣିଜ ପଦାର୍ଥରେ ଭରପୂର ଓଡିଶା ରାଜ୍ୟରୁ ଚାଇନା ନେଉଛି ଲୁହାପଥର । ରାଜ୍ୟରେ ଲୁହାପଥର ରପ୍ତାନୀରୁ ଆଦାୟ ହେଉଥିବା ରାଜସ୍ୱକୁ ନେଇ ତଥ୍ୟ ଦେବା ବେଳେ ଏହି ସୂଚନା ରଖିଥିଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଆଜି ଗୃହରେ ଏନେଇ ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳ…

ରାଜ୍ୟରେ ରହିଛି ଭରପୁର ସୁନା ଖଣି

ଭୁବନେଶ୍ଵର: ରାଜ୍ୟରେ ରହିଛି ଭରପୂର ସୁନା ଖଣି । ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ପୂର୍ବରୁ ଓଡ଼ିଶାରେ ୨ଟି ସ୍ଥାନରେ ସୁନା ଖଣିର ସନ୍ଧାନ ମିଳିଥିବା ବେଳେ ଏବେ ଆହୁରି ୭ଟି ସ୍ଥାନରେ ସୁନା ଖଣି ଥିବା ନେଇ ସୂଚନା ମିଳିଛି । ଓଡିଶାର…

ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ମାଓବାଦୀ ନିହତ, ଜଣେ ଯବାନ ସହିଦ

ମାଲକାନଗିରି: ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା । ଓଡ଼ିଶା ସୀମାନ୍ତ ଛତିଶଗଡ଼ର ବିଜାପୁର ଓ ଦାନ୍ତେୱାଡାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ଜଣ ମାଓବାଦୀ ନିହତ ହୋଇଛନ୍ତି । ଏହି ଅପରେସନ ବେଳେ ଜଣେ ଯବାନ ମଧ୍ୟ ସହିଦ ହୋଇଛନ୍ତି । ସେହି ସ୍ଥାନରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ…

ଆୟୁଷ ଡାକ୍ତରଙ୍କ କଳାବ୍ୟାଜ୍‌ ଧାରଣ, ୨୭ରୁ କାର୍ଯ୍ୟବନ୍ଦ କରି ଦେବେ ଧାରଣା

ଭୁବନେଶ୍ବର: ଆସନ୍ତା ୨୬ ତାରିଖ ମଧ୍ୟରେ ସରକାର ଆୟୁଷ ଡାକ୍ତରଙ୍କ ଦାବି ପୂରଣ ନକଲେ ୨୭ରୁ ରାଜ୍ୟବ୍ୟାପୀ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୪୮୫ ଆୟୁଷ ଡାକ୍ତର। ଏହି ପରିପ୍ରେକ୍ଷୀରେ ଆଜିଠୁ ୨୬ ତାରିଖ ପର୍ଯ୍ୟନ୍ତ ସମସ୍ତ ଡାକ୍ତର କଳାବ୍ୟାଜ୍‌ ପିନ୍ଧି କାର୍ଯ୍ୟ କରିବେ। ଏ…

ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆଇଟି ରେଡ୍

ଅନୁଗୁଳ: ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଡ ଧରଣର ଆୟକର ଚଢ଼ାଉ। ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍‌ ହୋଇଛି। ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍। ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା ମିଳିଛି। ଅନୁଗୋଳରେ ତିନି ଜଣିଆ ଟିମ…

ମୁହାଁମୁହିଁ ମାଓବାଦୀ-ସୁରକ୍ଷାକର୍ମୀ, ୨ ମାଓବାଦୀ ନିହତ, ଜଣେ ଯବାନ ସହିଦ

ମାଲକାନଗିରି: ମାଲକାନଗିରି ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳିବିନିମୟ । ଛତିଶଗଡ ବିଜାପୁର ଜିଲ୍ଲା ଗଙ୍ଗପୁର ଜଙ୍ଗଲରେ ଜୋରଦାର ଫାୟାରିଂ । ପୋଲିସ ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିପାତ ହୋଇଥିବା ବେଳେ ଜଣେ ଡିଆରଜି ଯବାନ ସହିଦ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ବିଜାପୁର ଏସପି ।…

କାହିଁକି ଦେଓମାଳି ଶିଖରରେ ପହଞ୍ଚି ନିରାଶ ହେଲେ ରାଜାମୌଲି?

କୋରାପୁଟ: ଓଡିଶାରେ ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା ଏସଏସ ରାଜାମୌଲି । ତାଙ୍କ ଆଗାମୀ ଚଳଚ୍ଚିତ୍ର SSMB-29ର ସୁଟିଂ ପାଇଁ ବର୍ତ୍ତମାନ କୋରାପୁଟ ଜିଲ୍ଲାରେ ନିଜର ଟିମ୍ ସହ ଡେରା ପକାଇଛନ୍ତି । ଏହି ରହଣି ସମୟରେ, ସେ ଓଡ଼ିଶାର ବହୁ ପ୍ରସିଦ୍ଧ ତଥା ସର୍ବୋଚ୍ଚ ପର୍ବତ ଶିଖର ଦେଓମାଳିକୁ ଏକ…