Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

ଭୁବନେଶ୍ୱର: ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ। ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ୍‌ ଆଣ୍ଡ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌ ଏରିଆ। ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ…

ବେଆଇନ ସେବାଶ୍ରମ ଉପରେ ପୋଲିସର ଚଢ଼ାଉ

ଯାଜପୁର: ବେଆଇନ ବଳଦେବଜୀଉ ସେବାଶ୍ରମ ଉପରେ ପ୍ରଶାସନ ଓ ପୁଲିସ ଚଢ଼ାଉ କରିଛି। ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅଳୁକୁଣ୍ଡରେ ବିନା ପଞ୍ଜିକରଣରେ ବେଆଇନ ଭାବେ ଚାଲିଥିବା ବଳଦେବଜୀୟୁ ସେବା ଆଶ୍ରମରୁ ପିଲାଙ୍କୁ ଉଦ୍ଧାର କଲା ଶିଶୁ ସୁରକ୍ଷା ବିଭାଗ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ମାଜିଷ୍ଟ୍ରେଟଙ୍କ…

କାହିଁକି ଦିଲ୍ଲୀ ଡେପୁଟେସନରେ ଯିବେ ଆଇଏଏସ ନିକୁଞ୍ଜ ବିହାରୀ ଧଳ ?

ନୂଆଦିଲ୍ଲୀ: ଦିଲ୍ଲୀ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ ତଥା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ । ୧୯୯୩ ବ୍ୟାଚର ଆଇଏଏସ ନିକୁଞ୍ଜ ଧଳଙ୍କୁ କେନ୍ଦ୍ର ସଂସଦୀୟ ବିଭାଗ ସଚିବ ଭାବେ ନିଯୁକ୍ତି ମିଳିଛି । ତେବେ ରାଜ୍ୟ ପ୍ରଶାସନର ଅନ୍ୟତମ ପ୍ରଭାବଶାଳୀ ଅଧିକାରୀ…

୨୪ରେ ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର। ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା। ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ। ପୁରୀଠାରେ…

ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଆସିଲେନି ହେଭିୱେଟ୍‌!

ଭୁବନେଶ୍ୱର: ନବମ ଥର ପାଇଁ ବିଜେଡି ସଭାପତି ହୋଇଛନ୍ତି ନବୀନ ପଟ୍ଟନାୟକ। ହେଲେ ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଅନୁପସ୍ଥିତ ଥିଲେ କିଛି ହେଭିୱେଟ ନେତା। ଏସବୁ ନେତାଙ୍କ ମଧ୍ୟରେ ଥିଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ। ସେହିପରି ଶଶି ବେହେରା, ଭୂପିନ୍ଦର ସିଂ, ନିରଞ୍ଜନ…

କାଜୁ ତୋଳାରୁ ଗୋଷ୍ଠୀ ସଂଘର୍ଷ, ୨୦ ଜଣ ଆହତ

ପୁରୀ: ଅସ୍ତରଙ୍ଗ ଅଞ୍ଚଳର ବାଲିଡିଆ ଗାଁରେ ଅଭାବନୀୟ ଘଟଣା ଘଟିଛି। ସରକାରୀ ଜମିରୁ କାଜୁ ତୋଳିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୨୦ ଜଣ ଆହତ ହୋଇଛନ୍ତି। ୫ ଗୁରୁତରଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଦେବୀ…

ରେଳ ଲାଇନକୁ ବିରୋଧ କରି ପୋଲିସ ଓ ବସ୍ତିବାସିନ୍ଦା ହାତାହାତି; ଜଣେ ମୃତ, ୬ ପୋଲିସ ଗୁରୁତର

ରାଉରକେଲା: ରାଉରକେଲାରେ ବସ୍ତିବାସିଦା ଓ ପୋଲିସ ମଧ୍ୟରେ ଖଣ୍ଡଯୁଦ୍ଧ । ବସ୍ତି ବାସିନ୍ଦାଙ୍କ ଢେଲା ଓ ତୀର ମାଡ଼ରେ ଅତିରିକ୍ତ ତହସିଲଦାର ପୁରୁଷୋତ୍ତମ ନାୟକଙ୍କ ସମେତ ଛଅ ପୋଲିସ ଗୁରୁତର ଓ ଆହତ ହୋଇଛନ୍ତି l ଡ଼ୁମେର୍ତ୍ତାରୁ ରାଉରକେଲା ଇସ୍ପାତ କାରଖାନାକୁ ନିର୍ମାଣ ରେଳ ଲାଇନକୁ ବିରୋଧ କରି…

ଫଲ୍ସ ନ୍ୟାରେଟିଭ ପାଇଁ ହାରିଲା ବିଜେଡି, ଓଡ଼ିଶାର ହକ୍ ପାଇଁ ଜାରି ରହିବ ଲଢେଇ: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ନବମ ଥର ବିଜେଡି ସଭାପତି ହେବା ପରେ ଆସିଲା ନବୀନଙ୍କ ପ୍ରତିକ୍ରିୟା। ବିଜେଡ଼ି ସଭାପତି ହେବାପରେ ନବୀନ ଜୟ ଜଗନ୍ନାଥ କହି ନିଜ ଉଦବୋଧନ ଆରମ୍ଭ କରିଥିଲେ। ଆପଣଙ୍କ ଭଲ ପାଇବା ନିକଟରେ ମୁଁ ଚିର ଋଣି ବୋଲି କହିଥିଲେ। ସେ ଆହୁରି କହିଛନ୍ତି, ୨୦୦୦ରୁ ୨୦୨୪ ପର୍ଯ୍ୟନ୍ତ ଶାସନ ପାଇଁ…

ଗର୍ଭବତୀ ନାବାଳିକା ଝିଅକୁ ଜିଅନ୍ତା ପୋଡ଼ି ଦେବା ମାମଲା: ବାପା-ମାଙ୍କୁ ଆଜୀବନ କାରାଦଣ୍ଡ

ଯାଜପୁର: ଗର୍ଭବତୀ ନାବାଳିକାକୁ ପୋଡ଼ି ମାରିବା ମାମଲା। ବାପାମାଙ୍କୁ ଆଜୀବନ ସଜା ଶୁଣାଇଲେ ଫାଷ୍ଟ୍‌ ଷ୍ଟ୍ରାକ୍‌ କୋର୍ଟ। ୨୦୧୬ରେ ବିଞ୍ଝାରପୁର ଥାନାରେ ମାମଲା ରୁଜୁ ହୋଇଥିଲା। ୩ ମାସର ଗର୍ଭବତୀ ଝିଅକୁ ପୋଡ଼ି ନଦୀରେ ଭସାଇ ଦେଇଥିଲେ ବାପା-ମାଆ। ସୂଚନାନୁଯାୟୀ, ୨୦୧୬ ମସିହା ଫେବୃଆରୀ ୧୪…

ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍‌

ପୁରୀ: ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍‌। ଶ୍ରୀଜଗନ୍ନାଥ ମନ୍ଦିର ଭିତର ରତ୍ନଭଣ୍ଡାର ଗେଟକୁ ସୁନା ଛାଉଣି ଓ ବାହାର ରତ୍ନଭଣ୍ଡାର ଗେଟ୍‌କୁ ରୂପା ଛାଉଣି କରାଯିବାକୁ ପ୍ରସ୍ତାବ ରହିଛି। ଏହି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି। ଖୁବ୍‌ଶୀଘ୍ର ଏହା ରୂପ ନେବ। ଏନେଇ…