Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜଧାନୀରେ ଟ୍ରାଫିକ ପୋଲିସ ପିନ୍ଧିବେ ଗେରୁଆ ରଙ୍ଗର ରେନକୋଟ୍‌

ଭୁବନେଶ୍ବର: ଏବେ ଗେରୁଆ ରଙ୍ଗର ରେନକୋଟ୍‌ ପିନ୍ଧିବେ ଭୁବନେଶ୍ୱର ଟ୍ରାଫିକ ପୋଲିସ । ଏନେଇ ଆଜି ରାଜଧାନୀର ସମସ୍ତ ଟ୍ରାଫିକ ପୋଲିସଙ୍କୁ ଟ୍ରାଫିକ ଥାନାରେ ନୂଆ ରେନକୋଟ୍‌ ଦିଆଯାଇଛି । ଭାରତୀୟ ଷ୍ଟେଟ ବ୍ୟାଙ୍କ ତରଫରୁ ଏହି ନୂଆ ରେନକୋଟ୍‌ ପ୍ରଦାନ କରାଯାଇଛି । ତେବେ ଏହି ରେନକୋଟ୍ ର…

କେତେ ଦେଖାଇଲେ କେତେ ଲୁଚାଇଲେ ?

ଭୁବନେଶ୍ବର: ୨୦୨୪ ନିର୍ବାଚନରେ କେତେ ଟଙ୍କା ଖର୍ଚ୍ଚ କରିଛି ବିଜେଡି ? ନିର୍ବାଚନ କମିଶନଙ୍କ ପାଖରେ ବିଜେଡି ନିର୍ବାଚନୀ ଖର୍ଚ୍ଚ ନେଇ ସତ୍ୟପାଠ ଦାଖଲ କରିଛି। ଏଥିରେ ବିଧାୟକ ଓ ଲୋକସଭା ପ୍ରାର୍ଥୀଙ୍କୁ ଦଳ ଦେଇଥିବା ଟଙ୍କା ସଂପର୍କରେ ସୂଚନା ଦିଆଯାଇଛି। ଗତ ନିର୍ବାଚନରେ ନିଜ ପ୍ରାର୍ଥୀଙ୍କୁ…

କୋଟିପତି ବିଡ଼ିଓ, ଘରୁ ମିଳିଲା ୬ଲକ୍ଷ ନଗଦ ଟଙ୍କା

ଭୁବନେଶ୍ୱର; ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡ ସମେତ ଏକକାଳୀନ 8ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ଭୁବନେଶ୍ୱର…

ରିମାଣ୍ଡରେ ଖୁଲାସା; ୯୯ ରାଣୀର ରାଜା ଥିଲା ସତ୍ୟଜିତ ସାମଲ

ଭୁବନେଶ୍ବର: ଖୋଲୁଛି ଧୋକାବାଦ ସତ୍ୟଜିତ ସାମଲଙ୍କ ଗୁମର । ଗତକାଲି ଠୁ ଦୁଇ ଦିନିଆ ରିମାଣ୍ଡରେ ଗଲା ପରେ ଧିରେ ଧିରେ ଖୋଲୁଛି ସବୁ ରହସ୍ୟ । ୪୯ ନୁହେଁ ବରଂ ୯୯ ମହିଳାଙ୍କ ସହ ଥିଲା ତାର ସମ୍ପର୍କ । ରିମାଣ୍ଡର ପଚରା ଉଚରା ସମୟରେ ଫେକ୍ ପୋଲିସ ଆଇଡି ସହ ପାସପୋର୍ଟ ଜବତ ହୋଇଛି । ଅଭିଯୁକ୍ତ…

ରାଜ୍ୟରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣରେ ରହିଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣରେ ରହିଛି। ଗତକାଲି ୫୪୭ ଡେଙ୍ଗୁ ଟେଷ୍ଟିଂରୁ ୩୪ ଜଣ ପଜିଟିଭ ଚି଼ହ୍ନଟ ହୋଇଛନ୍ତି। ପହର ଦିନ ଅଧିକ ଥିଲା କାରଣ ଏହା ଦୁଇ ଦିନର ମିଳିତ ଡାଟା। ହେଲେ ଗତ ବର୍ଷ ଏହି ସମୟ ତୁଳନାରେ କମ ଅଛି। ଗତ ବର୍ଷ ଏ ଯାଏଁ ୨୫ ହଜାର ଟେଷ୍ଟ ହୋଇଥିଲା।…

ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ୫-ଟି ଚାର୍ଟର

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍ -ଟି ଚାର୍ଟ । 5T ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ ରୁ ଏହା ହଟାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଏହାର କୌଣସି…

ସେପ୍ଟେମ୍ବର ୩ରେ ହେବ ରାଜ୍ୟସଭା ଉପନିର୍ବାଚନ

ଭୁବନେଶ୍ୱର: ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ l ରାଜ୍ୟସଭା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି l ଏନେଇ ସୂଚନା ଦେଇଛନ୍ତି ଇଲେକ୍ସନ କମିଶନର l ଖାଲିଥିବା ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ l ଉପନିର୍ବାଚନ ପାଇଁ ଅଗଷ୍ଟ ୧୪ରେ ପ୍ରକାଶ ପାଇବ ବିଜ୍ଞପ୍ତି l ଅଗଷ୍ଟ ୨୧…

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ଗୋଟିଏ ପରେ ଗୋଟିଏ ଧାଡ଼ିବାନ୍ଧି ଆସିବାରେ ଲାଗିଛି ଲଘୁଚାପ l ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ନେଇ ସମ୍ଭାବନା ରହିଛି l ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି l ଘୂର୍ଣ୍ଣିବଳୟ…

ଜାମ୍ମୁକାଶ୍ମୀର ପୋଲିସ୍ ପ୍ରଶାସନର ମୁଖିଆ ହେଲେ ଓଡିଆ ପୁଅ

ଭୁବନେଶ୍ବର: ଜାମ୍ମୁକାଶ୍ମୀର ପୋଲିସ୍ ପ୍ରଶାସନର ମୁଖିଆ ଭାର ଗ୍ରହଣ କଲେ ଓଡିଆ ପୁଅ । ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁ ଜାମ୍ମୁକାଶ୍ମୀର ଡିଜିପି ଭାବେ ନିଯୁକ୍ତି ହୋଇଛନ୍ତି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ ସ୍ବାଇଁଙ୍କ ନିଯୁକ୍ତି ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ…

ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ମହାନଦୀ ଜଳସ୍ତର, ନାହିଁ ବନ୍ୟା ଆଶଙ୍କା

ସମ୍ବଲପୁର: ରାଜ୍ୟରେ ଜାରି ରହିଛି ବର୍ଷା ବିତ୍ପାତ । ଅନ୍ୟପଟେ ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣ ବଢୁଛି ହୀରାକୁଦ ଜଳସ୍ତର । ଫଳରେ ରାଜ୍ୟରେ ମହାନଦୀ ପ୍ରମୁଖ ଅନ୍ୟାନ୍ୟ ନଦୀ, ନାଳ ପୁରିଥିବାରୁ ଅନେକ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯାହାକୁ ନେଇ ବନ୍ୟା ଆଶଙ୍କା…