Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍‌

ପୁରୀ: ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍‌। ଶ୍ରୀଜଗନ୍ନାଥ ମନ୍ଦିର ଭିତର ରତ୍ନଭଣ୍ଡାର ଗେଟକୁ ସୁନା ଛାଉଣି ଓ ବାହାର ରତ୍ନଭଣ୍ଡାର ଗେଟ୍‌କୁ ରୂପା ଛାଉଣି କରାଯିବାକୁ ପ୍ରସ୍ତାବ ରହିଛି। ଏହି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି। ଖୁବ୍‌ଶୀଘ୍ର ଏହା ରୂପ ନେବ। ଏନେଇ…

ନବୀନଙ୍କ ନବମ ଇନିଂସ୍: ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ

ଭୁବନେଶ୍ଵର: ନବମଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ନିର୍ଦ୍ବନ୍ଦ୍ଵରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ବିଧିବଦ୍ଧ ଭାବେ ନାଁ ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ…

ଜେଇଇ ମେନ ସେସନ୍-୨ ରେଜଲ୍ଟ ପ୍ରକାଶ, ଏପରି ଜାଣନ୍ତୁ ନିଜ ପରୀକ୍ଷା ଫଳ…

ଭୁବନେଶ୍ବର: ପ୍ରକାଶ ପାଇଲା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ ମେନ ସେସନ୍‌-୨ର) ୨୦୨୫ ପରୀକ୍ଷା ଫଳ । ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ୨୪ ଛାତ୍ରଛାତ୍ରୀ ୧୦୦ ପର୍ସେଣ୍ଟାଇଲ ରଖି ଶୀର୍ଷ ସ୍ଥାନରେ ରହିଛନ୍ତି ।…

ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗ; ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । କିଡନୀ ଜନିତ ସମସ୍ୟା ଯୋଗୁଁ ସେ ଗତ କିଛି ବର୍ଷ ଧରି ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ…

ପେଣ୍ଟାଗ୍ରାଫ୍ ଅଚଳ; ଅଟକିଲା ୨ଟି ଟ୍ରେନ୍

ରାୟଗଡା: ପେଣ୍ଟାଗ୍ରାଫ୍ ଅଚଳ ଯୋଗୁଁ ଅଟକିଲା ୨ଟି ଟ୍ରେନ୍ । ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର ଲେଲିଗୁମା ଷ୍ଟେସନ୍‌ ନିକଟରେ ଅଟକି ରହିଛି ଅଟକିଛି ଇଣ୍ଟରସିଟି ଓ ହୀରାଖଣ୍ଡ ଏକ୍ସପ୍ରେସ୍ । ରାଉରକେଲାରୁ ଜଗଦଳପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସର ଇଞ୍ଜିନର ପେଣ୍ଟୋଗ୍ରାଫ୍ ଲେଲିଗୁମା ରାଉଳି…

ନବମ ଥର ନବୀନ ହେବେ ସଭାପତି; ନୂଆ ରୂପ ନେବ ଦଳୀୟ ସଙ୍ଗଠନ

ଭୁବନେଶ୍ବର: ନବମ ଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେବେ ନବୀନ ପଟ୍ଟନାୟକ । ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରି ନଥିବାରୁ ପୁଣି ନବୀନ ନିର୍ଦ୍ବନ୍ଦ୍ବରେ ସଭାପତି ହେବା ନିଶ୍ଚିତ ହୋଇଛି । ଆଜି ନବୀନଙ୍କୁ ସଭାପତି ଭାବେ ବିଧିବଦ୍ଧ ଘୋଷଣା କରାଯିବ । ଦଳର ରାଜ୍ୟ ପରିଷଦ…

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ; ୨୪ ଘଣ୍ଟାରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଉଥିବା ବେଳେ ତାତିରୁ ଆଶ୍ୱସ୍ତି ଆଣିଲା କାଳବୈଶାଖୀ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି । ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଛି ।…

ଓଡ଼ିଶାରେ ଗୋଟିଏ ଦିନ ହେଲିକପ୍ଟର ବୁକିଂ କେତେ ଟଙ୍କା ପଡ଼ିବ? ଭୁବନେଶ୍ୱରରୁ ପୁରୀକୁ ଏତେ….

ଗୋଟିଏ ଦିନ ପାଇଁ ହେଲିକପ୍ଟର ବୁକିଂ କରିବାର ମୂଲ୍ୟ ବିଭିନ୍ନ କାରଣ ଉପରେ ନିର୍ଭର କରେ, ଯେପରିକି ହେଲିକପ୍ଟରର ପ୍ରକାର, ଯାତ୍ରାର ଦୂରତା, ସମୟ, ଗନ୍ତବ୍ୟ ସ୍ଥାନ, ଏବଂ ସେବା ପ୍ରଦାନକାରୀ କମ୍ପାନୀ। ଓଡ଼ିଶା ତଥା ଭାରତର ପ୍ରେକ୍ଷାପଟରେ, ହେଲିକପ୍ଟର ବୁକିଂର ମୂଲ୍ୟ ସାଧାରଣତଃ ଘଣ୍ଟା…

ଶ୍ରମିକଙ୍କ ଉପରେ ଖସିପଡ଼ିଲା ଲୁହା ପ୍ଲେଟ;୨ ମୃତ,୩ ଗୁରୁତର

ଢେଙ୍କାନାଳ: ଝାଡ଼ବନ୍ଧ ରୁରୁଙ୍ଗଟା ଷ୍ଟିଲ ଆଣ୍ଡ ମାଇନ୍ସ କାରଖାନାରେ ବଡ ଅଘଟଣ। ରୁଙ୍ଗଟା ମାଇନ୍ସ କମ୍ପାନୀର ୯ ନଂ କିଲନରେ ଆଇନରନ ପ୍ଲେଟ ପଡ଼ି ୨ ଶ୍ରମିକଙ୍କ ମୃତ୍ୟୁ ହୋଇଛି ଏବଂ ୩ଜଣ ଗୁରୁତର ଥିବା ସୂଚନା ମିଳିଛି। ମୃତ ଦୁଇ ଶ୍ରମିକ ହେଲେ ସ୍ଥାନୀୟ ମହାଲୁଣ୍ଡା ପଞ୍ଚାୟତ ଅନ୍ତର୍ଗତ…

ଟ୍ରାକ୍ଟର ଧକ୍କାରେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ମୁଖ୍ୟମନ୍ତ୍ରୀ ପ୍ରଦାନ କଲେ ୪ଲକ୍ଷ ଅନୁକମ୍ପା ରାଶି

ଭୁବନେଶ୍ବର: ସମ୍ବଲପୁରରେ ସଡ଼କ ଦୁର୍ଘଟଣାରେ ଜଣେ ନବମ ଶ୍ରେଣୀର ଛାତ୍ର ପ୍ରାଣ ହରାଇଥିବା ବିଷୟରେ ଜାଣି ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାର ବର୍ଗଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ…