Latest Odisha News

BREAKING NEWS

Browsing Category

ଓଡିଶା

Odisha

୫୧ଟି କେନ୍ଦ୍ରରେ ଚାଲିଛି ମାଟ୍ରିକ ଖାତା ଦେଖା, ୧୨ ଦିନ ଭିତରେ ଶେଷ ହେବ ମୂଲ୍ୟାୟନ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଯାଇଛି ମାଟ୍ରିକ ପରୀକ୍ଷା ଖାତାଦେଖା । ସକାଳ ୯ଟାରୁ ଆରମ୍ଭ ହୋଇଥିବାବେଳେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ ଖାତା ଦେଖା । ମାଟ୍ରିକ ପରୀକ୍ଷା ବ୍ୟତୀତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା ଖାତା ମଧ୍ୟ ଏଠାରେ ଦେଖାଯିବ । ଏନେଇ…

ନବ ଦାସ ହତ୍ୟା ମାମଲା: ଝାରସୁଗୁଡା ବିମାନ ବନ୍ଦରରେ ଖୋଳତାଡ

ଝାରସୁଗୁଡା: ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା । ସାନି ତଦନ୍ତ ବେଳେ ଝାରସୁଗୁଡା ବିମାନ ବନ୍ଦରରେ କ୍ରାଇମବ୍ରାଞ୍ଚର ଖୋଳତାଡ । ଝାରସୁଗୁଡା ବିମାନ ବନ୍ଦରରେ ଖୋଳତାଡ କଲା କ୍ରାଇମବ୍ରାଞ୍ଚ ଟିମ୍‌ । ପରିବାର ଲୋକଙ୍କ ବୟାନ ପରେ ବିମାନ ବନ୍ଦରରେ ଖୋଳତାଡ । ଅନ୍ୟପଟେ ନବଙ୍କ ବାସଭବନରେ…

ଚାଲାଣ ବେଳେ ମାଡି ବସିଲା ପୋଲିସ, ୨ କ୍ୱିଣ୍ଟାଲ ୬୨ କେଜି ଗଞ୍ଜେଇ ଜବତ

ରାୟଗଡ଼ା: ଗଞ୍ଜେଇ ଚୋରା ଚାଲାଣ ପାଇଁ କରାଯାଉଥିଲା ଯୋଜନା। ଏହି ଯୋଜନାକୁ ପଣ୍ଡ କଲା ପୋଲିସ। ଗଞ୍ଜେଇକୁ ଚାଲାଣ ପାଇଁ ରଖାଯାଇଥିବା ବେଳେ ମାଡି ବସିଲା ପୋଲିସ। ଯାତ୍ରୀ ବିଶ୍ରାମାଗାର ନିକଟରୁ ଜବତ ହେଲା ୨ କ୍ୱିଣ୍ଟାଲ ୬୨କେଜି ଗଞ୍ଜେଇ। ରାୟଗଡା ଜିଲ୍ଲା ମୁନିଗୁଡା ଥାନା ଅନ୍ତର୍ଗତ ବାଲକାବାଜୁ…

ଜଗନ୍ନାଥ ଦାସଙ୍କ ‘ମହାଭାରତ’ ଏକ ଗୁରୁତ୍ୱପୂର୍ଣ୍ଣ ପାଠ

ଭୁବନେଶ୍ୱର: ଜଗନ୍ନାଥ ଦାସ ଓଡ଼ିଆ ନବାକ୍ଷରୀ ଭାଗବତ ରଚନା କରିବା ପୂର୍ବରୁ ରାମାୟଣ ଓ ମହାଭାରତ ରଚନା କରିଥିଲେ ବୋଲି ଦିବାକର ଦାସ ତାଙ୍କ ‘ଜଗନ୍ନାଥ ଚରିତାମୃତ’ରେ ଲେଖିଛନ୍ତି । କିନ୍ତୁ କେତେକ ଗବେଷକ ନବାକ୍ଷରୀ ‘ମହାଭାରତ’ର ରଚନାକାର ଭାବରେ ତାହାଙ୍କୁ ସ୍ୱୀକାର କରି ନାହାନ୍ତି । ତାହା…

ଗୃହ ଭିତରେ ବିରୋଧିଙ୍କ ନାରାବାଜି, ୧୨ ଯାଏଁ ମୁଲତବୀ

ଭୁବନେଶ୍ଵର: ଚାଲି ପାରୁନି ଗୃହ କାର୍ଯ୍ୟ । ବିଧାନସଭାର ବଜେଟ୍ ଅଧିବେଶନ ଚାଲିଥିବା ବେଳେ ପ୍ରତ୍ୟକ ଦିନ ଥରକୁ ଥର ମୁଲତବି ହେଉଛି ଗୃହ । ଆଜି ବି ଆରମ୍ଭରୁ ଅଚଳ ଗୃହକାର୍ଯ୍ୟ । ବିରୋଧୀଙ୍କ ହୋହାଲ୍ଲା ଏବଂ ନାରାବାଜି ଲାଗି ବିଧାନସଭାକୁ ମଧ୍ୟାହ୍ନ ୧୨ ଯାଏଁ ମୁଲତବୀ ଘୋଷଣା କରିଛନ୍ତି…

ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ

ଭୁବନେଶ୍ୱର: ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ସମ୍ୱଲପୁର, ଭୁବନେଶ୍ୱରରେ ଥିଲା କାର୍ଯ୍ୟକ୍ରମ। ୨୧ ତାରିଖ ସନ୍ଧ୍ୟାରେ ଓଡ଼ିଶା ଆସିଥାନ୍ତେ ଅମିତ ଶାହ। ୨୧ ତାରିଖରେ ଅମିତ ଶାହ ଝାରସୁଗୁଡା ଏୟାରପୋର୍ଟରେ ଓହ୍ଲାଇବାର କାର୍ଯ୍ୟସୂଚୀ ଥିଲା। ହେଲେ କୌଣସି…

ଅସହ୍ୟ ତାତିର ପ୍ରଭାବ; ଆଜିଠୁ ସକାଳୁଆ ଖୋଲିଲା ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ବର: ଆଜିଠାରୁ ସକାଳୁଆ ଖୋଲିଲା ଅଙ୍ଗନବାଡି କେନ୍ଦ୍ର । ସକାଳ ୭ଟାରୁ ସକାଳ ୯ଟା ପର୍ଯ୍ୟନ୍ତ ହେଲା ପାଠ ପଢା । ରାଜ୍ୟରେ ବର୍ତ୍ତମାନ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଟ୍ବିଟ୍ କରି ସୂଚନା ଦେଇଛନ୍ତି…

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା: ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବଙ୍କ ପରିବାର

ଭୁବନେଶ୍ବର: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବ ଦାସଙ୍କ ପତ୍ନୀ। ଆଜି ସନ୍ଧ୍ୟା ୫ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ନବଙ୍କ ପରିବାର। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଛି ସମୟ। ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ପାଇଁ ଅନୁମତି…

ରାଜ୍ୟରେ କାଳବୈଶାଖୀ ଆଣିବ ତାତିରୁ ଆଶ୍ବସ୍ତି: ୨୪ ଯାଏ ବର୍ଷା

ଭୁବନେଶ୍ୱର : କାଳବୈଶାଖୀ ଆଣିବ ତାତିରୁ ଆଶ୍ବସ୍ତି। ଆଜିଠୁ ୨୪ ଯାଏଁ ହେବ ବର୍ଷା । ରାଜ୍ୟର କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ଆଜି ଭଦ୍ରକ ,ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ ଓ ଜଗତସିଂହପୁର ଜିଲ୍ଲାରେ…

ଅଘୋଷିତ ବିଦ୍ୟୁତ୍ କାଟ୍ ନ କରିବାକୁ ଶକ୍ତି ବିଭାଗକୁ ତାଗିଦ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଦଳିଲା ଅଙ୍ଗନବାଡିର ସମୟ । ଏବେ ସକାଳ ୭ଟାରୁ ୯ଟା ଯାଏଁ ଖୋଲିବ ଅଙ୍ଗନବାଡି । ଏହାସହିତ ଦିନ ୧୧ଟା ରୁ ୫ଟା ଏବଂ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ୍ ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…