Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ

ଭୁବନେଶ୍ୱର: ରାସ୍ତାରେ ବାଲି, ମାଟି, ଅଳିଆ, ରାସ୍ତା ମରାମତି କିମ୍ବା ନିର୍ମାଣ କାମରେ ବ୍ୟବହାର ହେଇଥିବା ବଳକା ସାମଗ୍ରୀ ପଡ଼ିବା ଯୋଗୁଁ ବିଭିନ୍ନ ସମୟରେ ଘଟୁଥିବା ସଡ଼କ ଦୁର୍ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ଏହାସହ ତୁରନ୍ତ…

ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…

ଭୁବନେଶ୍ବର: ସମ୍ବଲପୁର ସହରବାସୀଙ୍କ ଦୀର୍ଘଦିନର ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ୪୫୧ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ଏକ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩…

ଭୁବନେଶ୍ୱର:"ପାପା ବୁକା" ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ହୋଇଛନ୍ତି । ଏହି ଚଳଚ୍ଚିତ୍ର ୯୮ତମ ଏକାଡେମୀ ଆୱାର୍ଡସ୍ (ଓସ୍କାର)ର ୩ଟି ବିଭାଗରେ ସ୍ଥାନ ପାଇ ଓଡ଼ିଶା ଓ ଓଡ଼ିଆଙ୍କ ପାଇଁ ଏକ ଗୌରବମୟ ଆଣିଛନ୍ତି । ଶ୍ରେଷ୍ଠ ନିର୍ଦ୍ଦେଶକ, ଚିତ୍ରନାଟ୍ୟ ଏବଂ ଅଭିନେତା ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା…

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ସମ୍ବଲପୁର ଗସ୍ତ ଅବସରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ କରିଛନ୍ତି। ଆଜି ସମ୍ବଲପୁର ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ନବ ଲନିର୍ମିତ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଶୁଭ ଉଦ୍‌ଘାଟନ…

କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍ ଉଦ୍‍ଘାଟିତ

ଭୁବନେଶ୍ୱର: ଆମେରିକାନ ଆସୋସିଏସନ ଅଫ ଇଣ୍ଡିଆନ ଅରିଜିନ (ଭାରତୀୟ ବଂଶୋଦ୍ଭବ ଚିକିତ୍ସକ ସଂଘ- ଏଏପିଆଇ) ପକ୍ଷରୁ କିମ୍‍ସରେ ୧୯ତମ ଗ୍ଲୋବାଲ୍ ହେଲଥ୍‍କେୟାର ସମିଟ୍ ୨୦୨୬ ଶନିବାର ଉଦ୍‍ଘାଟିତ ହୋଇଯାଇଛି। ଜାନୁଆରୀ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମିଳନୀରେ ଭାରତ ଓ…

ରାଉରକେଲା ବିମାନ ଦୁର୍ଘଟଣାରେ ତଦନ୍ତ କରୁଛି AAIB

ରାଉରକେଲା: ଶନିବାର ୯ ସିଟ୍ ବିଶିଷ୍ଟ ଇଣ୍ଡିଆୱାନ୍ ଏୟାର ସେସ୍ନା ଗ୍ରାଣ୍ଡ କାରାଭାନ୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ପାଇଁ ରବିବାର ଭୁବନେଶ୍ୱରରୁ ବରିଷ୍ଠ ବିଶେଷଜ୍ଞ ଡାକ୍ତରମାନେ ରାଉରକେଲାରେ ପହଞ୍ଚିଛନ୍ତି। ସେହିପରି ବିମାନ…

ଆସନ୍ତା ୩ ଦିନ ମଧ୍ୟରେ ପୁଣି ବଢିବ ଶୀତ ପ୍ରକୋପ

ଭୁବନେଶ୍ୱର: ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାରେ ପାରଦ ପୁଣି ୨-୩°C ହ୍ରାସ ପାଇବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ସୂଚନା ଦେଇଛି। ଅପରପକ୍ଷରେ ଆଗାମୀ ସାତ ଦିନ ମଧ୍ୟରେ ରାଜ୍ୟରେ କୌଣସି ଶୀତ ଲହରୀ ନେଇ ସତର୍କତା ଜାରି କରାଯାଇନାହିଁ। ତାମିଲନାଡୁ…

Khandagiri Jatra: ଖଣ୍ଡଗିରି ଯାତ୍ରାରେ କୌଣସି ବି ପରିସ୍ଥିତିରେ ଅଶ୍ଲୀଳ ନୃତ୍ୟକୁ ପ୍ରଶୟ ଦିଆଯିବନାହିଁ: ଏକାମ୍ର…

ଭୁବନେଶ୍ୱର: ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ କଡା ତାଗିଦ କଲେ କାମ୍ର ବିଧାୟକ ବାବୁ ସିଂ । ସେ କହିଛନ୍ତି ଖଣ୍ଡଗିରି ମେଳାର ଯାତ୍ରା ପେଣ୍ଡାଲ ଉପରେ କୌଣସି ବି ପରିସ୍ଥିତିରେ ଅଶ୍ଲୀଳ ନୃତ୍ୟକୁ ପ୍ରଶୟ ଦିଆଯିବନାହିଁ । ପୂର୍ବ ବର୍ଷ ଯେଉଁଭଳି ଭାବରେ ଖଣ୍ଡଗିରି ପେଣ୍ଡାଲରୁ ଅଶ୍ଲୀଳ…

Puri Airport: ପ୍ରସ୍ତାବିତ ପୁରୀ ବିମାନବନ୍ଦର ଅଞ୍ଚଳରେ ନିର୍ମାଣ ହେବନି ମନମୁଖୀ ଭାବେ ଉଚ୍ଚ ଅଟ୍ଟାଳିକା…

ପୁରୀ: ପୁରୀରେ ପ୍ରସ୍ତାବିତ ବିମାନବନ୍ଦର ଅଞ୍ଚଳ ଚାରିପାଖେ ଯେଭଳି ମନମୁଖୀ ଭାବେ କୋଠାବାଡ଼ି ଓ ଉଚ୍ଚ ଅଟ୍ଟାଳିକା ଏବଂ ନିର୍ମାଣ ନ ହେବ, ସେଥିପାଇଁ ଏକ ସ୍ୱତନ୍ତ୍ର ସଂସ୍ଥା ଦ୍ୱାରା ସର୍ଭେ କରାଯିବ । ଏ ପ୍ରକଳ୍ପ ପାଇଁ ଜାଗା ଚିହ୍ନଟ ହୋଇସାରିବାରୁ ଏହା ଯେଭଳି ସଂରକ୍ଷିତ ରହିବ, ସେଥିପାଇଁ…

ରାଉରକେଲା ବିମାନ ଦୁର୍ଘଟଣାର ତଦନ୍ତ ପାଇଁ ପହଞ୍ଚିଲେ ୫ ଜଣିଆ ଟିମ୍, ୨ ଗୁରୁତରଙ୍କୁ କରାଗଲା ଏୟାରଲିଫ୍ଟ

ରାଉରକେଲା: ରାଉରକେଲାରେ ଘରୋଇ ବିମାନ ଦୁର୍ଘଟଣାରେ ଗୁରୁତର ହୋଇଥିବା ଦୁଇ ଯାତ୍ରୀ ସ୍ବାମୀ-ସ୍ତ୍ରୀଙ୍କୁ ଅଧିକ ଚିକିତ୍ସା ପାଇଁ ମୁମ୍ବାଇକୁ ଏୟାରଲିଫ୍ଟ କରାଯାଇଛି। ସେମାନେ ହେଲେ ସୁନିଲ୍ ଅଗ୍ରଓ୍ବାଲ ଏବଂ ପତ୍ନୀ ସବିତା ଅଗ୍ରଓ୍ବାଲ । ବିମାନ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ସମେତ ୬ ଜଣ…