Latest Odisha News

BREAKING NEWS

Browsing Category

ଓଡିଶା

Odisha

ସହରାଞ୍ଚଳରେ ତୁରନ୍ତ ଜଳ ନିଷ୍କାସନ ଓ ରିଲିଫ୍ କାର୍ଯ୍ୟ ପାଇଁ ନଗର ଉନ୍ନୟନ ବିଭାଗ ସମ୍ପୂର୍ଣ୍ଣ ଆଲର୍ଟ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଅଞ୍ଚଳରେ, ବିଶେଷକରି ଉତ୍ତର ଓଡ଼ିଶା ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ଓ ଜଳ ବନ୍ଦି ସ୍ଥିତିର ମୁକାବିଲା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବ୍ୟାପକ ଓ ତୁରନ୍ତ ପଦକ୍ଷେପ ଗ୍ରହଣ…

ତେଲ ନଦୀରେ ବନ୍ୟା: ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ଜଣଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବନ୍ୟା ଜଳରେ ଫସିଥିବା ଲୋକଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ । ନିଜେ ଲାଇଫ୍ ଜ୍ୟାକେଟ୍ ପିନ୍ଧି କେସିଙ୍ଗା ସ୍ଥିତ ବେଲଖଣ୍ଡି ଶିବ ମନ୍ଦିରରୁ ବନ୍ୟା ୧୫ ଜଣଙ୍କୁ ଉଦ୍ଧାର କରିଛନ୍ତି କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ରାଜ୍ୟପାଳ

ଭୁବନେଶ୍ୱର: ଇଣ୍ଡିଆନ ଆଇଡଲ ସିଜନ-୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ । ସଙ୍ଗୀତ କ୍ଷେତ୍ରରେ ପ୍ରଦର୍ଶିତ ଉଲ୍ଲେଖନୀୟ ସଫଳତା ପାଇଁ ବୁଧବାର ଲୋକ ଭବନରେ ଜ୍ୟୋତିର୍ମୟୀଙ୍କୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ସମ୍ବର୍ଦ୍ଧିତ କରିଛନ୍ତି । ରାଜ୍ୟପାଳଙ୍କଠାରୁ…

Koida Tragedy: କୋମଳମତି ଶିଶୁଙ୍କର ଦୁଃଖଦ ମୃତ୍ୟୁ; ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡ଼ିଗଲେ ଦୁଇ ଭାଇ ଭଉଣୀ

କୋଇଡା: ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡି ଦୁଇ ନିଷ୍ପାପ ଶିଶୁଙ୍କ ଜୀବନ ଚାଲିଯାଇଛି । ଏଭଳି ଏକ ଅତ୍ୟନ୍ତ ହୃଦୟବିଦାରକ ଓ ଅଭାବନୀୟ ଘଟଣା ଘଟଣା ଘଟିଛି କୋଇଡ଼ା ଥାନା ଅନ୍ତର୍ଗତ କାଦଡିହା ଗ୍ରାମରେ। ମୃତ ଦୁଇ ଶିଶୁ ହେଲେ ଗ୍ରାମର ଶମ୍ଭୁ ଭୂମିଜଙ୍କ ୫ ବର୍ଷର ଝିଅ ପ୍ରିୟା ଭୂମିଜ ଓ ୩…

ସହରାଞ୍ଚଳ ବନ୍ୟା ମୁକାବିଲାକୁ ନେଇ ଆଲର୍ଟ ମୋଡ୍‌ରେ ସରକାର: ନଗର ଉନ୍ନୟନ ବିଭାଗ ଅଧିକାରୀଙ୍କ ଛୁଟି ବାତିଲ, ପ୍ରସ୍ତୁତ…

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଉପୁଜିଥିବା ବନ୍ୟା ଓ ଜଳବନ୍ଦୀ ସମସ୍ୟାକୁ ନେଇ ରାଜ୍ୟ ସରକାର ତତ୍ପର ହୋଇଉଠିଛନ୍ତି। ବିଶେଷକରି ସହରାଞ୍ଚଳରେ ଡ୍ରେନେଜ୍ ବ୍ୟବସ୍ଥା ଦେଇ ଆଶାନୁରୂପକ ଜଳ ନିଷ୍କାସନ ହୋଇନପାରିବାରୁ ଅନେକ ତଳିଆ ଅଞ୍ଚଳରେ ବନ୍ୟା ସ୍ଥିତି ସୃଷ୍ଟି…

ଆସନ୍ତା ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦ ସମାଧାନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୀର୍ଘ ଦିନରୁ ଚାଲି ଆସୁଥିବା ମହାନଦୀ ଜଳ ବଣ୍ଟନ ଓ ପରିଚାଳନାକୁ ନେଇ ବଡ ଅପଡେଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଆସନ୍ତା ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ନେଇ ଲକ୍ଷ୍ୟ ରଖାଯାଇଛି । ମୁଖ୍ୟମନ୍ତ୍ରୀଙ୍କ କହିବାନୁସାରେ, ଆସନ୍ତା ୩…

ରାଜଧାନୀରେ ପରକୀୟା ପ୍ରେମର କରୁଣ ପରିଣତି: ସ୍ତ୍ରୀକୁ ବିଷ ଇଞ୍ଜେକସନ୍ ଦେଇ ହତ୍ୟା କରିଥିବା ସ୍ୱାମୀ ଓ ପ୍ରେମିକାଙ୍କୁ…

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବହୁ ଚର୍ଚ୍ଚିତ ଶୁଭଶ୍ରୀ ହତ୍ୟାକାଣ୍ଡର ଆଜି ରାୟ ପ୍ରକାଶ ପାଇଛି। ପରକୀୟା ପ୍ରେମର ରାସ୍ତାରୁ କଣ୍ଟା ହଟାଇବାକୁ ଯାଇ ନିଜ ସ୍ତ୍ରୀକୁ ବିଷ ଇଞ୍ଜେକସନ୍ ଦେଇ ହତ୍ୟା କରିବା ଘଟଣାରେ ସ୍ୱାମୀ ପ୍ରଦ୍ୟୁମ୍ନ ଏବଂ ତାର ପ୍ରେମିକା…

ସିଂହନାଥ ଓ ଭଟ୍ଟାରିକା ପୀଠରେ BNS ୧୬୩ ଲାଗୁ

ଆଠଗଡ:କଟକ ଜିଲ୍ଲା ବଡ଼ମ୍ବାରେ ମଧ୍ୟ ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଛି । ଲଗାଣ ବର୍ଷା ଯୋଗୁଁ ମହାନଦୀରେ ବଢ଼ିଥିବା ଜଳସ୍ତରର ପ୍ରଭାବରେ ବିଭିନ୍ନ ତଳି ଅଞ୍ଚଳରେ ପାଣି ପଶିଛି । ବଡ଼ମ୍ବା ଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର ଗର୍ଭଗୃହରେ ୫ ଫୁଟର ବନ୍ୟାଜଳ ପଶିଥିଲା ।…

ଲାଞ୍ଚ ମାମଲାରେ ପୂର୍ବତନ ଏଏସ୍‌ଆଇଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡ

ଯାଜପୁର: ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଯାଜପୁର ଜିଲ୍ଲା ଜେନାପୁର ଥାନାରେ କାମ କରିଥିବା ପୂର୍ବତନ ଏଏସ୍‌ଆଇ ଅମୀୟ କୁମାର ବେହେରା । ଆଜି ସ୍ବତନ୍ତ୍ର ଦୁର୍ନୀତି ନିବାରଣ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଦଣ୍ଡବିଧାନ କରିଛନ୍ତି । କୋର୍ଟଙ୍କ ରାୟ ପରେ ଅମୀୟଙ୍କୁ…

ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ

ଭୁବନେଶ୍ୱର: ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଲାଗି ରହିଛି । ଅଧିକାଂଶ ଜିଲ୍ଲା ଏହା ଦ୍ବାରା ପ୍ରଭାବିତ ହୋଇଛି । ଏହି ପ୍ରରିପେକ୍ଷିରେ ଆଜି ଆକାଶମାର୍ଗରୁ ହେଲିକପ୍ଟର ଯୋଗେ ବନ୍ୟା ପରିସ୍ଥିତି ସମୀକ୍ଷୀ କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ । ସେ…