Latest Odisha News

BREAKING NEWS

Browsing Category

ଓଡିଶା

Odisha

୭ ଦିନିଆ ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ

ଭୁବନେଶ୍ୱର: ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ। ଏପ୍ରିଲ ୧୯ରୁ ୨୬ ତାରିଖ ଯାଏ ୭ ଦିନିଆ ବିଦେଶ ଗସ୍ତ କରିବେ। ଆଜି ଅନୁଷ୍ଠାନିକ ଭାବେ ଏହି କାର୍ଯ୍ୟକ୍ରମକୁ ଫ୍ଲାଗଅପ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ। ମୋଟ ୧୪ ଜଣ କୃଷକ ଓ ୧୪ଜଣ ଅଫିସର ଏହି ଗସ୍ତରେ ଯାଉଛନ୍ତି।…

‘ଆଗାମୀ ୧୦୦ ବର୍ଷକୁ ଦୃଷ୍ଟିରେ ରଖି ରତ୍ନଭଣ୍ଡାର ଚାଲିଛି ମରାମତି’

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି ସକାଳେ ଜଷ୍ଟିସ ବିଶ୍ୱନାଥ ରଥ ମହାପ୍ରଭୁଙ୍କ ଦର୍ଶନ କରି ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିବା ପରେ…

ନବମ ଥର ନବୀନ…ଆଗରେ ଏସବୁ ଚ୍ୟାଲେଞ୍ଜ

ଭୁବନେଶ୍ବର: ନବମ ଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେବେ ନବୀନ ପଟ୍ଟନାୟକ । ନବୀନଙ୍କ ଛଡା ଆଉ କେହି ନାମାଙ୍କନ ଭରିନଥିବାରୁ ସେ ନିର୍ଦ୍ବନ୍ଦ୍ବରେ ସଭାପତି ହେବା ଏକପ୍ରକାର ନିଶ୍ଚିତ ହୋଇଛି । ତେବେ ଅପ୍ରତିଦ୍ବନ୍ଦ୍ବୀ ନବୀନଙ୍କ ଆଗରେ ଏଥର ଅନେକ ଚ୍ୟାଲେଞ୍ଜ । ୨୪ବର୍ଷ ଧରି କ୍ଷମତାରେ…

ସାତକୋଶିଆରେ ଛଡାଗଲା ୭ଟି ଘଡିଆଳ କୁମ୍ଭୀର

ନୟାଗଡ଼: ସାତକୋଶିଆରେ ଛଡାଗଲା ୭ଟି ଘଡିଆଳ କୁମ୍ଭୀର। ନୟାଗଡ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜର ସୁନାଖଣିଆରେ ସାତକୋଶିଆ ଗଣ୍ଡ ଅଭୟାରଣ୍ୟର ପ୍ରାକୃତିକ ପରିବେଶରେ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ୭ଗୋଟି ଘଡିଆଳ କୁମ୍ଭୀର ମହାନଦୀରେ ଛଡାଯାଇଛି। ସେଥିରେ ୫ଗୋଟି…

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର: ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ଏନେଇ ପ୍ରସ୍ତୁତି ସହିତ ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂଆ ରାସନ କାର୍ଡ ପ୍ରସ୍ତୁତ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟନ ହେବ ନୂଆ ରାସନ କାର୍ଡ। ସେମାନଙ୍କୁ…

ରାଜ୍ୟର ଏହି ସହରରେ ଚାଲିବ ୩୦ ସେକେଣ୍ଡରେ ଚାର୍ଜ ହେଉଥିବା ହାଇ-ଟେକ୍ ଇଲେକ୍ଟ୍ରିକ ବସ୍

ଭୁବନେଶ୍ୱର: ଓଡ଼ିଶାରେ ଫ୍ଲାସ୍-ଚାର୍ଜିଂ ଇଲେକ୍ଟ୍ରିକ ବସ୍ ପରିଚାଳନର ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ଥାୟୀ ଏବଂ ହାଇ-ଟେକ୍ନୋଲୋଜି ସମ୍ପନ୍ନ ସାର୍ବଜନୀନ ପରିବହନ ଆଡ଼କୁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହି ପଦକ୍ଷପ ଦ୍ୱାରା…

ମାସକ ମଧ୍ୟରେ ସରିବ ପୁରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ମରାମତି କାମ

ପୁରୀ: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ରତ୍ନ ଭଣ୍ଡାରର ମରାମତି ଏବଂ ସଂରକ୍ଷଣ ଏକ ମାସ ମଧ୍ୟରେ ସମାପ୍ତ ହେବ। ଏନେଇ ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଶୁକ୍ରବାର ସୂଚନା ଦେଇଛନ୍ତି। "ମନ୍ଦିର ପ୍ରଶାସନ ଏବଂ ଏଏସଆଇ କାର୍ଯ୍ୟର ଶୀଘ୍ର ସମାପ୍ତି ପାଇଁ ସମସ୍ତ ପ୍ରୟାସ କରୁଛନ୍ତି।…

ଖରାଛୁଟିରେ ପିଲାଙ୍କୁ ଦିଆଯିବ ହୋମୱାର୍କ, ହ୍ୱାଟସ୍‌ଆପ୍‌ ଜରିଆରେ ଶିକ୍ଷଣ କାର୍ଯ୍ୟ ପଠାଇବେ ଶିକ୍ଷକ

ଭୁବନେଶ୍ୱର: ଆସନ୍ତା ମେ’ ୬ ତାରିଖରୁ ସମସ୍ତ ସ୍କୁଲ ଖରା ଛୁଟି ହେବା ନେଇ ଘୋଷଣା ହୋଇସାରିଛି। ମେ ୬ ତାରିଖରୁ ଜୁନ ୧୯ ତାରିଖ ଯାଏଁ ଖରା ଛୁଟି ପାଇଁ ବନ୍ଦ ରହିବ ସ୍କୁଲ। ଏନେଇ ଗଣଶିକ୍ଷା ବିଭାଗର କ୍ୟାଲେଣ୍ଡର ପ୍ରକାଶ ପାଇଛି। ହେଲେ ଏହି ସମୟରେ ପିଲାଙ୍କୁ ଦିଆଯିବ ଗୃହକାର୍ଯ୍ୟ (ହୋମୱାର୍କ)।…

ଆସନ୍ତାକାଲି ନବମ ଥର ପାଇଁ ସଭାପତି ଭାବେ ଦାୟିତ୍ୱ ନେବେ ନବୀନ

ଭୁବନେଶ୍ୱର: ଆସନ୍ତାକାଲି ନବମ ଥର ପାଇଁ ସଭାପତି ଦାୟିତ୍ୱ ନେବେ ନବୀନ। ଏହି ଦାୟିତ୍ଵ ନେବା ପରେ ଦଳକୁ କି ଆହ୍ଵାନ ଦେବେ ତାହା ଉପରେ ସମସ୍ତଙ୍କର ନଜର। ତେବେ ଦଳକୁ କ’ଣ ଉପଦେଶ ଦେବେ ନବୀନ? ନବୀନ ପଟ୍ଟନାୟକ ବିଜେଡି ନେତା ଓ କର୍ମୀଙ୍କୁ କି ବାର୍ତ୍ତା ଦେବେ ତାହା ଉପରେ ଏବେ ସମସ୍ତଙ୍କର ନଜର…

ଆଜି ଓଡ଼ିଶାରେ ବ୍ୟାଙ୍କ୍ ବନ୍ଦ ନା ଖୋଲା?

ଭୁବନେଶ୍ୱର: ଚଳିତ ବର୍ଷ ଗୁଡ ଫ୍ରାଇଡେ ୧୮ ଏପ୍ରିଲରେ ପଡୁଅଛି। ତେଣୁ ଏହି ଅବସରରେ ଓଡିଶା ସମେତ ଅନେକ ରାଜ୍ୟର ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ। ଭାରତୀୟ ରିଜର୍ଭ ବ୍ୟାଙ୍କର କ୍ୟାଲେଣ୍ଡରରେ ଗୁଡଫ୍ରାଇଡେକୁ  ଅଧିକାଂଶ ରାଜ୍ୟରେ ଛୁଟିଦିନ ଭାବରେ ସାମିଲ କରାଯାଇଛି। ତେବେ ଏଥିମଧ୍ୟରେ ତ୍ରିପୁରା,…