Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟ୍ରାଫିକ୍ ଚାଲାଣରୁ ଧରାପଡ଼ିଲା ସ୍କୁଟି ଚୋର

ଭୁବନେଶ୍ୱର: ଏକ ଚୋରି ସ୍କୁଟିକୁ ୨୪ ଘଣ୍ଟା ମଧ୍ୟରେ ଖୋଜିପାଇଛି ଭୁବନେଶ୍ୱର ପୋଲିସ। ଟ୍ରାଫିକ୍ ଚାଲାଣ କଟିବା ବେଳେ ଚୋରକୁ ଧରିବାରେ ସଫଳତା ପାଇଛି ପୋଲିସ୍। ସୂଚନା ଅନୁଯାୟୀ, ଏପ୍ରିଲ ୧୫ ତାରିଖ ଦିନ ମଧ୍ୟାହ୍ନରେ ଜଣେ ବ୍ୟକ୍ତି ଓଲ୍ଡ ଟାଉନ ଅଞ୍ଚଳର ମୁଲ୍ଲାପଡିଆ ରେ ଥବା ପଡିଆକୁ…

ପାରାଦୀପ ବନ୍ଦରରୁ ଗିରଫ ଜାହାଜକୁ ଛାଡ଼ିଦେବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ: ପାରାଦୀପ ବନ୍ଦରରେ ଗିରଫ ହୋଇଥିବା ଜାହାଜକୁ ଛାଡ଼ିଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଉଭୟ ପକ୍ଷଙ୍କ ମଧ୍ୟରେ ବକେୟା ଅର୍ଥକୁ ନେଇ ହୋଇଥିବା ବିବାଦର ଆପୋଷ ସମାଧାନ ହୋଇଥିବାରୁ ସମ୍ପୃକ୍ତ ଜାହାଜକୁ ରିଲିଜ କରିଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପାରାଦୀପ ବନ୍ଦରରୁ…

ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ ସହ ଅତ୍ୟାଧୁନିକ ଭିତ୍ତିଭୂମିକୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କଲେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ । ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବିକାଶ ସହିତ ସେମାନଙ୍କୁ ଶିଳ୍ପ ଉପଯୋଗୀ ତାଲିମ ପ୍ରଦାନ କରିବାରେ ଏହି କେନ୍ଦ୍ର ବିଶେଷ ଭୂମିକା ଗ୍ରହଣ କରୁଥିବା ଜାଣି ଖୁସି…

ଓଡ଼ିଶାକୁ ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ଗଡକରୀ

ଭୁବନେଶ୍ବର: ଭୁବନେଶ୍ବରରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କାରୀ । ଓଡ଼ିଶାକୁ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କ ବଡ଼ ଉପହାର । ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଲେ । ୧୫୪ କିମି ଦୀର୍ଘ ୧୯ଟି ସଡ଼କ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ଗଡ଼କରୀ ।…

କଟକ ସମେତ ୧୨ ଜିଲ୍ଲାକୁ କାଳବୈଶାଖୀ ନେଇ ଆଲର୍ଟ ଜାରି

ଭୁବନେଶ୍ୱର: ଓଡ଼ିଶାର ଭୁବନେଶ୍ୱର ଏବଂ କଟକ ସମେତ ୧୨ଟି ଜିଲ୍ଲା ପାଇଁ ୟେଲୋ ଏବଂ ଅରେଞ୍ଜ୍ ରଙ୍ଗର ସତର୍କତା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନଗୁଡ଼ିକରେ…

ବିଜୁ ପଟ୍ଟନାୟକ…କେବଳ ନାଁ ନୁହେଁ ବ୍ରାଣ୍ଡ

ଭୁବନେଶ୍ବର: ରାଜ୍ୟ ପାଳିଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏବେ ରାଜ୍ୟ ରାଜନୀତିରେ ବିଜୁବାବୁ କେବଳ ନାଁ ନୁହେଁ ଏକ ବ୍ରାଣ୍ଡ। ତାଙ୍କ ଉପସ୍ଥିତିଠୁ ଅଧିକ ଅନୁପସ୍ଥିତିରେ ରାଜ୍ୟ ରାଜନୀତିକୁ ପ୍ରଭାବିତ କରିଛନ୍ତି ବିଜୁ ପଟ୍ଟନାୟକ । ତାଙ୍କ ନାଁରେ ଗଠିତ ବିଜୁ ଜନତା ଦଳ…

ବରପୁତ୍ର ମାନଙ୍କ ଅବଦାନକୁ ନ୍ୟୁନ କରିବାକୁ ଚେଷ୍ଟା ଚଳାଇଛନ୍ତି କିଛି ଲୋକ: ନବୀନ

ଭୁବନେଶ୍ୱର: ଶଙ୍ଖ ଭବନ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ସ୍ବର୍ଗତ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ ବିଜୁ ବାବୁ ଜଣେ ଓଡ଼ିଆ ଭାବରେ…

ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଜାତୀୟ ସମ୍ମିଳନୀରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ

କଟକ: ଆଜି ଓଡିଶାରେ ପହଞ୍ଚି ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଆୟୋଜିତ 'ଉତ୍କଳ କେଶରୀ' ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ଉତ୍ସବରେ ଯୋଗଦେଇଛନ୍ତି କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ । ଏହି ଅବସରରେ ସେ କହିଛନ୍ତି ଯେ, ବ୍ୟକ୍ତି କେତେଦିନ ବଞ୍ଚେ ତାହା…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ଅନୁଗୁଳ: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ ଗିରଫ। ଗତକାଲି ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ରେଡ୍ କରିଥିଲା ଭିଜିଲାନ୍ସ। ଏକକାଳୀନ ୮ଟି ସ୍ଥାନରେ ଚଢାଉ କରାଯାଇଥିଲା।…

ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ କରିଛନ୍ତି। ଏଥିରେ ମୁଖ୍ୟତଃ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କେନ୍ଦ୍ରୀୟ ସଶକ୍ତ ପୋଲିସ ବାହିନୀର କର୍ମଚାରୀମାନେ ନିଯୁକ୍ତ ହୋଇଥାନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି…