Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ

ଭୁବନେଶ୍ୱର: ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଲାଗି ରହିଛି । ଅଧିକାଂଶ ଜିଲ୍ଲା ଏହା ଦ୍ବାରା ପ୍ରଭାବିତ ହୋଇଛି । ଏହି ପ୍ରରିପେକ୍ଷିରେ ଆଜି ଆକାଶମାର୍ଗରୁ ହେଲିକପ୍ଟର ଯୋଗେ ବନ୍ୟା ପରିସ୍ଥିତି ସମୀକ୍ଷୀ କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ । ସେ…

ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ୫ ଜିଲ୍ଲାରେ ୬ ଲକ୍ଷରୁ ଅଧିକ ପ୍ରଭାବିତ, ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ…

ଭୁବନେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ଗମ୍ଭୀର ରୂପ ନେଇଛି। ପ୍ରବଳ ବର୍ଷା ଓ ନଦୀବନ୍ଧ ଉଛୁଳିବା ଫଳରେ ରାଜ୍ୟର ୫ଟି ଜିଲ୍ଲାରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡ଼ିଛି। ସରକାରୀ ଆକଳନ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା…

Kesinga SDPO:କେସିଙ୍ଗା ଏସଡିପିଓଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍‌;୧୫ ଦିନ ମଧ୍ୟରେ ରିପୋର୍ଟ ତଲବ…

ଭୁବନେଶ୍ବର: କଳାହାଣ୍ଡି ଜିଲ୍ଲା ନର୍ଲ୍ଲାର ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ନେଇଛନ୍ତି ଓଡିଶା ବିଧାନସଭାର ବାଚସ୍ପତି ।୧୫ ଦିନ ମଧ୍ୟରେ ରିପୋର୍ଟ ତଲବ କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । କଳାହାଣ୍ଡି ଜିଲ୍ଲାର କେସିଙ୍ଗା ଏସଡିପିଓ ଓ ତାଙ୍କ ଅଧୀନସ୍ଥ…

ବନ୍ୟା ମୁକାବିଲାକୁ ଜୋରଦାର କଲେ ରାଜ୍ୟ ସରକାର: ରିଲିଫ୍ ବଣ୍ଟନରେ ଯେପରି ଟିକିଏ ବି ତ୍ରୁଟି ନରହେ, ଜିଲ୍ଲାପାଳମାନଙ୍କୁ…

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଓ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି କାରଣରୁ ଉପୁଜିଥିବା ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ନିଜର ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ଯେପରି କୌଣସି ପ୍ରକାର ଅବହେଳା କିମ୍ବା ତ୍ରୁଟି…

ମହାନଦୀରେ ମଧ୍ୟମ ଧରଣର ବନ୍ୟା: ଆଜି ସନ୍ଧ୍ୟାରେ ମୁଣ୍ଡଳୀ ଅତିକ୍ରମ କରିବ ୯.୫ ଲକ୍ଷ କ୍ୟୁସେକ୍ ଜଳ, ଆସନ୍ତା ୨ ଦିନ ଅତି…

ଭୁବନେଶ୍ୱର: ଉପରମୁଣ୍ଡରେ ଲଗାଣ ବର୍ଷା କାରଣରୁ ଏବେ ମହାନଦୀରେ ମଧ୍ୟମ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା କଟକର ମୁଣ୍ଡଳୀ ବ୍ୟାରେଜ୍ ଦେଇ 'ପିକ୍ ଫ୍ଲଡ୍' ବା ସର୍ବୋଚ୍ଚ ବନ୍ୟା ଜଳ ପ୍ରବାହିତ ହେବାର ଆଶଙ୍କା ରହିଛି। ସନ୍ଧ୍ୟା ବେଳକୁ ମୁଣ୍ଡଳୀ ଦେଇ ପ୍ରାୟ ୯ ଲକ୍ଷ…

ଆସନ୍ତା ୩ ଦିନ ରାଜ୍ୟରେ କମିବ ବର୍ଷାର ପରିମାଣ, ଅଗଷ୍ଟ ୨ରୁ ପୁଣି ଫେରିବ ଲଗାଣ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପ୍ରଭାବରେ ଗତ କିଛି ଦିନ ହେବ ରାଜ୍ୟରେ ଲାଗିରହିଥିବା ପ୍ରବଳ ବର୍ଷାରୁ ସାମାନ୍ୟ ଆଶ୍ୱସ୍ତି ମିଳିବାକୁ ଯାଉଛି। ତେବେ ଏହି ଆଶ୍ୱସ୍ତି ଅଧିକ ଦିନ ରହିବ ନାହିଁ। ଆସନ୍ତା ଅଗଷ୍ଟ ୨ ତାରିଖରୁ ଓଡ଼ିଶାରେ ପୁଣି ଥରେ ବର୍ଷାର ପ୍ରକୋପ ବଢ଼ିବ…

Farmer rescue: ତାଳଗଛରେ ୨୪ ଘଣ୍ଟା…ଚାଷୀଙ୍କୁ ଉଦ୍ଧାର କଲା ଓଡ୍ରାଫ୍

ଭଦ୍ରକ:ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅଞ୍ଚଳରେ ବନ୍ୟା ପାଣି ମଝିରେ ମୃତ୍ୟୁ ସହ ସଂଘର୍ଷ କରୁଥିଲେ ଜଣେ ଚାଷୀ । ବିଲ ମଝିରେ ତାଳଗଛ ଉପରେ ଫସି ରହିଥିବା ଚାଷୀଙ୍କୁ ଉଦ୍ଧାର କଲା ଓଡ୍ରାଫ୍ । ଧାମନଗର ବ୍ଲକ ନଦୀଗାଁ ପଞ୍ଚାୟତର ଗୁଣ୍ଡିଚା ସାହିର ତ୍ରିଲୋଚନ ସାହୁ ବିଲ କାମ କରିବାକୁ ଯାଇ ହଠାତ୍…

କାଣୀ ନଦୀରେ ୨ଟି ଘାଇ;ଗାଁରେ ପଶିଲା ବନ୍ୟା ପାଣି

ଦଶରଥପୁର:ବୈତରଣୀ ନଦୀରେ ବଡ଼ ବନ୍ୟା ଆସିଛି । ଫଳରେ ଶାଖା ନଦୀ କାଣୀରେ ପ୍ରବଳ ବନ୍ୟାଜଳ ପ୍ରବାହିତ ହୋଉଛି । ଯାଜପୁରଜିଲ୍ଲା ଦଶରଥପୁର ବ୍ଲକ ତରପଦା ପଞ୍ଚାୟତ ଡୋଭାଵିଲ ପାଟଣାଠାରେ ୨ ଟି ଘାଇ ସୃଷ୍ଟି ହୋଇଥିଲା। ଘାଇ ହେବା ଫଳରେ ମଲିକାପୁର, ତରପଦା, କସ୍ପା, ଛଚିଣା, କନିକାପଡା, ମଙ୍ଗଳପୁର,…

ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ ପାଇଁ ଗ୍ରାଉଣ୍ଡକୁ ଯିବେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର: ବର୍ତ୍ତମାନ ୫ଟି ଜିଲ୍ଲାରେ ୬ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ଯାଜପୁର, ଭଦ୍ରକ ଏବଂ ବାଲେଶ୍ବରରେ ସର୍ବାଧିକ ପ୍ରଭାବିତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୬୫ ହଜାର ଲୋକଙ୍କୁ ସ୍ଥାନାନ୍ତର କରିଛି ପ୍ରଶାସନ । ୪୬୪ଟି ରିଲିଫ କ୍ୟାମ୍ପରେ ସମସ୍ତ ବ୍ୟବସ୍ଥା କରାଯାଇଛି ।…

ଖୋର୍ଦ୍ଧାରେ ୩୧ ଯାଏଁ ସମସ୍ତ ସ୍କୁଲ୍‌ ଛୁଟି;ଉପସ୍ଥିତ ରହିବେ ଶିକ୍ଷକ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ୩୧ ତାରିଖ ଯାଏଁ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ ଚିଠି ଲେଖିଛନ୍ତି। ତେବେ ଅଗଷ୍ଟ ୧ରେ ସ୍କୁଲ ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ପିଲାମାନେ ସ୍କୁଲ ନ ଆସିଲେ ମଧ୍ୟ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ…