Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବୀନଙ୍କୁ ଚିଠି ଲେଖିଲେ ରଣେନ୍ଦ୍ର: କହିଲେ, ‘ଦଳକୁ ହାଇଜାକ୍ କରିବାକୁ ଦିଆନଯାଉ’

ଭୁବନେଶ୍ବର: ବିଜେଡିର ସାଂଗଠନିକ ନିର୍ବାଚନ ଚାଲିଥିବା ବେଳେ ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓରଫ ରାଜା ସ୍ବାଇଁ । ଗତ କିଛି ଦିନରେ ଯାହା ଚାଲିଛଇ ଏବଂ ଆଗକୁ ଦଳ କେଉଁ ଆଭିମୁଖ୍ୟ ନେଇ ଚାଲିବା ଉଚିତ୍ ସେନେଇ ନବୀନଙ୍କୁ କିଛି…

୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ: ଜୁଲାଇ ୧୦ ସୁଦ୍ଧା ପାଠପଢା ଆରମ୍ଭ

ଭୁବନେଶ୍ଵର: ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ ହେବାକୁ ଯାଉଛି। ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପାଠପଢା। ଶିକ୍ଷାବର୍ଷ ୨୦୨୫-୨୬ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନେ ଏପ୍ରିଲ ୧୬ ତାରିଖ ଠାରୁ ଫର୍ମ ପୂରଣ କରିପାରିବେ। ନାମଲେଖା ପ୍ରକ୍ରିୟା ଜାତୀୟ…

ବଢୁଛି ବିଜେଡି ବିବାଦ: ସୁଲତାଙ୍କୁ କଡା ସମାଲୋଚନା କଲେ ଦେବାଶିଷ

ଭୁବନେଶ୍ବର: ବିଜେଡି ହାରିବା ପରଠୁ ବିଜେଡି ଭିତରି କନ୍ଦଳ ଦାଣ୍ଡରେ ପଡିଥିବା ବେଳେ ଓ୍ବାକଫ୍ ଆଇନକୁ ନେଇ ବିଜେଡିର ମତ ପରେ ଏହା ଆହୁରି ତେଜିଛି । ପରସ୍ପର ପ୍ରତି ବେଶୀ ପ୍ରତିକ୍ରିୟାଶୀଳ ହୋଇଉଠିଛନ୍ତି ବିଜେଡି ନେତା । କେହି କାହାରିକୁ ଛାଡୁ ନାହାନ୍ତି । ଏମିତିକି ଦଳର ସଭାପତି ମଧ୍ୟ…

ହନୁମାନ ଜୟନ୍ତୀ ପାଇଁ ସାରା ରାଜ୍ୟରେ ମୁତୟନ ହେବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ

ସମ୍ବଲପୁର: ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁର ଓ ଭଦ୍ରକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି। ସାରା ରାଜ୍ୟରେ ମୁତୟନ ହେବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ। ୪୦ଡ୍ରୋନ୍‌ ଓ ୬୦୦ ସିସିଟିଭି କ୍ୟାମେରା ସର୍ଭିଲାନ୍ସରେ ସମ୍ୱେଦନଶୀଳ ଅଞ୍ଚଳ। ହାଇ ଆଲର୍ଟରେ ସମ୍ବଲପୁର ଓ ଭଦ୍ରକ ରହିଛି। ସାରା ଓଡ଼ିଶାରେ…

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ: ଶ୍ରୀମନ୍ଦିରରେ ପ୍ରଚଳନ ହେବ ନୂଆ ଓଡ଼ିଆ ପଞ୍ଜିକା

ପୁରୀ: ଆଜି ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ରାଜ୍ୟର ସମସ୍ତ ଛୋଟବଡ଼ ସମସ୍ତ ହନୁମାନ ମନ୍ଦିର। ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। ଆଜି ଠାରୁ ନୂଆ ଓଡ଼ିଆ ପଞ୍ଜିକା ପ୍ରଚଳନ…

୬ ଦିନ ଯାଏ କାଳବୈଶାଖୀ ଆଶଙ୍କା, ଆଜି ୭ ଜିଲ୍ଲାରେ ଝଡ଼ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଫଳରେ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ହେଲେ କାଳବୈଶାଖୀ ପାଇଁ ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି…

ଓଡ଼ିଆ ପକ୍ଷର ତ୍ରୟୋଦଶ ଦିବସ ଅବସରରେ “ଆମ ରୁଚି ଆମ ଖାଦ୍ୟ” ଉତ୍ସବ ପାଳନ

ଭୁବନେଶ୍ବର: ଓଡ଼ିଆ ପକ୍ଷ ପାଳନର ତ୍ରୟୋଦଶ ଦିବସ ଅବସରରେ ଆଜି ପାଳିତ ହୋଇଯାଇଛି "ଆମ ରୁଚି ଆମ ଖାଦ୍ୟ" ଉତ୍ସବ। ଆମ ଓଡ଼ିଆ ହାଣ୍ଡିଶାଳର ବିଭିନ୍ନ ବ୍ୟଞ୍ଜନ ଯଥା ପିଠାପଣା, ପଖାଳ, ବେସର-ମହୁର, ନଅ ତିଅଣ ଛଅ ଭଜା ଆଦି ପାରମ୍ପରିକ ଖାଦ୍ୟର ବହୁଳ ପ୍ରଚାର ଓ ପ୍ରସାର ସହ ଯୁବପିଢ଼ିଙ୍କ ମଧ୍ୟରେ…

ମ୍ୟାଟ୍ରିକ ପରେ କେଉଁ ପାଠ ପଢ଼ିବା ଭଲ? କ୍ୟାରିଅର ଗଢ଼ିବା ପାଇଁ ସଠିକ୍ ବାଟ କଣ?

ମ୍ୟାଟ୍ରିକ (ଦଶମ ଶ୍ରେଣୀ) ପାସ କରିବା ପରେ ଜଣେ ଛାତ୍ରଙ୍କ ଜୀବନରେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ ଆସିଥାଏ। ଏହି ସମୟରେ ସଠିକ୍ ପାଠ୍ୟକ୍ରମ ଏବଂ କ୍ୟାରିଅର ବାଛିବା ଭବିଷ୍ୟତ ପାଇଁ ନିର୍ଣ୍ଣାୟକ ହୋଇଥାଏ। ଆଜିକାଲି ବିଭିନ୍ନ କ୍ଷେତ୍ରରେ ଅନେକ ସୁଯୋଗ ଥିବାରୁ ଛାତ୍ରଛାତ୍ରୀମାନେ ନିଜର ରୁଚି,…

୭୩ତମ ସର୍ବଭାରତୀୟ ପୋଲିସ ହକି ଚମ୍ପିଆନସିପ୍; ସେମିଫାଇନାଲରେ ଏହି ଦଳ

ଭୁବନେଶ୍ୱର: ଓଡ଼ିଶା ପୋଲିସ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମ ହକି କଂପ୍ଲେକ୍ସରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚମ୍ପିଆନସିପ୍– ୨୦୨୫ ରବିବାର ଖେଳାଯାଇଛି। ପ୍ରଥମ କ୍ୱାର୍ଟର ଫାଇନାଲ ମ୍ୟାଚ ପଞ୍ଜାବ ଓ କର୍ଣ୍ଣାଟକ (ପୁରୁଷ) ପୋଲିସ ମଧ୍ୟରେ ହୋଇଥିଲା। ଏହି ମ୍ୟାଚରେ ପଞ୍ଜାବ,…

କାହିଁକି ସାମ୍ବାଦିକଙ୍କୁ ହେଉଛି ଅଧିକ ପେଟ ରୋଗ?

ଭୁବନେଶ୍ୱର : ସାମ୍ବାଦିକତା ଏକ ଦାୟିତ୍ୱପୂର୍ଣ୍ଣ ଓ ଚାପଗ୍ରସ୍ତ ପେଶା, ଯେଉଁଠାରେ ସାମ୍ବାଦିକମାନେ ଅହରହ ଖବର ସଂଗ୍ରହ, ରିପୋର୍ଟିଙ୍ଗ ଓ ଡେଡ୍‌ଲାଇନ୍‌ର ଚାପରେ ରହିଥା’ନ୍ତି। ଏହି ବ୍ୟସ୍ତ ଜୀବନଶୈଳୀ ଓ ଅନିୟମିତ ଦୈନନ୍ଦିନ ରୁଟିନ୍‌ ଯୋଗୁଁ ଅନେକ ସାମ୍ବାଦିକ ପେଟ ସମ୍ବନ୍ଧୀୟ ରୋଗର ଶିକାର…