Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆମରଣ ଅନଶନର ପ୍ରଭାବ; ଆସନ୍ତା ୧୮ରୁ ପାରଦର୍ଶୀ ପୋର୍ଟାଲରେ କରିପାରିବେ ଆବେଦନ

ଭୁବନେଶ୍ୱର: ଶିକ୍ଷା ଅଧିକାର ଆଇନତଃ ପ୍ରାଇଭେଟ ସ୍କୁଲରେ ଆର୍ଥିକ ଦୁର୍ବଳ ଶ୍ରେଣୀ ପିଲାମାନେ ୨୫% ସିଟରେ ମାଗଣା ଆଡ଼ମିସନ ପାଇଁ ପାରଦର୍ଶୀ ପୋର୍ଟାଲ ଆବେଦନ ପ୍ରକ୍ରିୟା ଆସନ୍ତା ୧୮ ତାରିଖ ରୁ ଏପ୍ରିଲ ୨୦ ପର୍ଯ୍ୟନ୍ତ ଆବେଦନ କରିପାରିବେ l ଆଜି ଏ ସଂକ୍ରାନ୍ତରେ ଏକ ସଂଶୋଧିତ ନିର୍ଦେଶନାମା…

ଚଣ୍ଡିଖୋଲ ଜଙ୍କସନ୍‌ର ଉନ୍ନତିକରଣ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା

ଭୁବନେଶ୍ୱର: ଗମନାଗମନ ଏବଂ ପରିବହନ ଦୃଷ୍ଟିରୁ ବର୍ତ୍ତମାନ ଯାଜପୁର ଏବଂ ଚଣ୍ଡିଖୋଲ ଅଞ୍ଚଳରେ ଟ୍ରାଫିକ୍‌ ବ୍ୟବସ୍ଥାର ସୁଦୃଢ଼ିକରଣ ପାଇଁ ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା । ଅନୁଷ୍ଠିତ ସମୀକ୍ଷା ବୈଠକରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ଆମେ ବିକଶିତ…

୭୩ତମ ସର୍ବଭାରତୀୟ ହକି ଚାମ୍ପିୟନସିପ ପାଇଁ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୦୭ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ରାଜ୍ୟ ପୋଲିସ ମୁଖ୍ୟ…

ଓଜେଏସ୍‍ ପରୀକ୍ଷାରେ କିଟ୍‍ ଲ ସ୍କୁଲ୍‍ର ୩ ଛାତ୍ରଛାତ୍ରୀ କୃତକାର୍ଯ୍ୟ

ଭୁବନେଶ୍ୱର: ଓଡ଼ିଶା ବିଚାର ବିଭାଗୀୟ ସେବା (ଓଜେଏସ୍‍) ପରୀକ୍ଷାରେ କିଟ୍‍ ଲ ସ୍କୁଲ୍‍ର ୩ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‍ସି) ପକ୍ଷରୁ ଗୁରୁବାର ଓଜେଏସ୍‍ -୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଏଥିରେ କିଟ୍ ଲ ସ୍କୁଲ ୩ ଛାତ୍ରଛାତ୍ରୀ…

ହୋଲିରେ ଛୁଟି ନେଇପାରିବେନି ସରକାରୀ ଅଧିକାରୀ

ଭଦ୍ରକ: ଆଇନ ଶୃଙ୍ଖଳା ତଥା କୌଣସି ଅପ୍ରିତିକର ସ୍ଥିତିର ମୁକାବିଲା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନ ଦୋଳ ଏବଂ ହୋଲି ପର୍ବ ପାଇଁ ଅଧିକାରୀଙ୍କ ଛୁଟି ବାତିଲ କରିଛି। ଜିଲ୍ଲାପାଳ ଏନେଇ ଏକ ନିର୍ଦ୍ଦେଶନାମା ଜାରି କରିବା ସହ ଏହି ପର୍ବରେ ମୁଖ୍ୟାଳୟରେ ରହିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ…

ଆଇଆରବି କନଷ୍ଟେବଳ ନିଯୁକ୍ତି ପ୍ରକ୍ରିୟାରେ ରୋକ ​​

କଟକ: ଇଣ୍ଡିଆ ରିଜର୍ଭ ବାଟାଲିୟନ (ଆଇଆରବି) ବାଟାଲିୟନ କନଷ୍ଟେବଳ ସୀପାହୀ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଛନ୍ତି ଓଡିଶା ହାଇକୋର୍ଟ । ବୟସ ଯୋଗ୍ୟତା ଦୃଷ୍ଟିରୁ ଏହି ରୋକ ଲଗାଇଲେ ହାଇକୋର୍ଟ । ଆସନ୍ତା ୧୭ ତାରିଖରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବାର ଥିଲା, କିନ୍ତୁ ଅନ୍ୟାଦେଶ…

ଚୋରକୁ ଧରିବାକୁ ଡ୍ରୋନ ଉଡାଇଲେ ଗାଁ ଲୋକେ

ଭଦ୍ରକ: ଭଦ୍ରକ ଜିଲ୍ଲାର ଏକ ଗାଁ ସ୍କୁଲରୁ ମଧ୍ୟାହ୍ନ ଭୋଜନର ଚାଉଳ  ଚୋରି କରି ପୋଖରୀରେ ଆଶ୍ରୟ ନେଇଥିବା ଚୋର ଉପରେ ନଜର ରଖିବା ପାଇଁ ଡ୍ରୋନ୍ ବ୍ୟବହାର କରିଛନ୍ତି। ସୂଚନା ଅନୁଯାୟୀ, ବୁଧବାର ଦିନ ନାଇକାନିଡିହି ଥାନା ଅଧୀନରେ ଥିବା ଚାରିବାଟିଆ ଗାଁରେ ଡ୍ରୋନ୍ ମାଧ୍ୟମରେ ଚୋରକୁ କାବୁ…

ପ୍ରକାଶ ପାଇଲା ଓଜେଏସ୍-୨୦୨୩ ରେଜଲ୍ଟ: ସୋମେଶ ରଣବିଜୁଳି ଟପ୍ପର

ଭୁବନେଶ୍ବର: ଗୁରୁବାର ପ୍ରକାଶ ପାଇଛି ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା (ଓଜେଏସ-୨୦୨୩) ରେଜଲ୍ଟ । ୩୩ ଜଣ ପରୀକ୍ଷାର୍ଥୀ ଯୋଗ୍ୟ ବିବେଚିତ । ୩୩ ଜଣଙ୍କ ମଧ୍ୟରେ ଅଛନ୍ତି ୨୪ ଜଣ ମହିଳା । ରାଜ୍ୟରେ ସିଭିଲ ଜଜ୍ ଭାବେ ନିଯୁକ୍ତି ହେବେ ଏହି ୩୩ ଜଣ । ଏଥିରେ…

ହୋଲି ପୂର୍ବରୁ ରଙ୍ଗ ଦୋକାନରେ ରେଡ୍

ଭୁବନେଶ୍ୱର: ଭୁବନେଶ୍ୱରର କମିଶନରେଟ ପୋଲିସ ପକ୍ଷରୁ ଭୁବନେଶ୍ୱରବାସୀଙ୍କୁ ହୋଲି ଉତ୍ସବକୁ ଶୃଙ୍ଖଳିତ ଏବଂ ସୁରକ୍ଷିତ ଭାବେ ପାଳନ କରିବା ପାଇଁ ଅନୁରୋଧ କରାଯାଇଛି। ଜନସାଧାରଣଙ୍କ ହିତକୁ ଦୃଷ୍ଟିରେ ରଖି ଏବଂ ଉଚ୍ଚତମ ନ୍ୟାୟାଳୟଙ୍କ ନିର୍ଦ୍ଦେଶମତେ ରାସାୟନିକ ରଙ୍ଗ ପରିବର୍ତ୍ତେ ହର୍ବାଲ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମେତ ଅନ୍ୟାନ୍ୟ ଅସମ୍ପୂର୍ଣ କାର୍ଯ୍ୟ ଶୀଘ୍ର ଶେଷ କରିବା ନେଇ ନିଷ୍ପତି

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମେତ ଅନ୍ୟାନ୍ୟ ଅସମ୍ପୂର୍ଣ ଥିବା ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ କରିବା ନେଇ ନିଷ୍ପତି । ଆଜି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ସଂସ୍କୃତି ଉପଦେଷ୍ଟା କମିଟି ବୈଠକରେ ଏହି ନିଷ୍ପତି ହୋଇଛି l ଅଭ୍ୟର୍ଥନା କକ୍ଷ ସମେତ…