Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ବାମୀ ଅସଲି ପୋଲିସ୍ କନେଷ୍ଟବଳ: ସ୍ତ୍ରୀ ଚଲାଇଥିଲେ ନକଲି କାରନାମା

ଭୁବନେଶ୍ବର: ଧରାପଡିଲା ଅସଲି ପୋଲିସ ପତ୍ନୀଙ୍କ ନକଲି କାରନାମା । ଫେସବୁକରେ ନକଲି ପୋଲିସ୍ ସାଜି, ଲୋକଙ୍କୁ ଲଗାଉଥିଲେ ଚୂନ । ଠକେଇ ଅଭିଯୋଗ ହେବା ପରେ ପୋଲିସ୍ ପତ୍ନୀଙ୍କୁ ବାନ୍ଧିଲା ପୋଲିସ୍ । ତେବେ ଏଭଳି ଏକ ଘଟଣାରେ ସାଇବର ଥାନା ପୋଲିସ, ଅସଲି ପୋଲିସଙ୍କ ନକଲି ପୋଲିସ୍ ପତ୍ନୀ…

ଶ୍ରୀମନ୍ଦିର ପତିତପାବନ ବାନା ନେଇ ଉଡିଗଲା ଚିଲ !

ପୁରୀ: ମହାପ୍ରଭୁଙ୍କ ପତିତପାବନ ବାନା ଧରି ଉଡିଗଲା ଚିଲ।  ପୁରୀ ଶ୍ରୀ ମନ୍ଦିରରେ ଏପରି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି । ଏହି ଦୃଶ୍ୟର ଭିଡିଓ ଏବେ ସୋସିଆଲମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି । ଭିଡିଓରେ ପତିତପାବନ ବନା ଧରି ଏକ ଚିଲ ଉଡ଼ୁଥିବା ଦୃଶ୍ୟ ଦେଖିବାକୁ ମିଳିଛି ।…

ଲକ୍ଷେ ଛୁଇଁବ କି ଗୋଲ୍ଡ ପ୍ରାଇସ? ଜାଣନ୍ତୁ ଆଜି କେତେ ରହିଛି ମୂଲ୍ୟ..

ଭୁବନେଶ୍ବର: ସୁନା ଦରରେ ରହୁନି ସ୍ଥିରତା । ୨୪ କ୍ୟାରେଟ୍ ସୁନା ମୂଲ୍ୟ ରାଜଧାନୀ ଭୁବନେଶ୍ବରରେ ୧୦ ଗ୍ରାମ ପିଛା ୯୫ ହଜାର ୬୭୦ ଟଙ୍କା ହେଲାଣି । ସେହିପରି ଆଜି ୨୨ କ୍ୟାରେଟ୍ ସୁନା ମୂଲ୍ୟ ଭୁବନେଶ୍ବରରେ ୮୭,୭୦୦ଟଙ୍କା ରହିଛି । ରୂପାର ମୂଲ୍ୟ ରାଜଧାନୀ ରେ ୧୦ ଗ୍ରାମ ପିଛା ୧୧୦୦ଟଙ୍କା…

ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ: ୟୁନିଭରସିଟିକୁ ମିଳିବ ଅଧିକ ସ୍ୱାୟତ୍ତତା

ଭୁବନେଶ୍ବର: ରାଜ୍ୟରେ ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ,୨୦୨୪ । ଆଜି ରାଜ୍ୟପାଳଙ୍କ ସ୍ୱୀକୃତି ମିଳିବା ପରେ ଲାଗୁ ହୋଇଛି । ଚଳିତ ବଜେଟ୍ ଅଧିବେଶନରେ ବିଧାନସଭାରେ ପାରିତ ହୋଇଥିବା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ,୨୦୨୪କୁ ଆଜି ରାଜ୍ୟପାଳ ହରିବାବୁ…

ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂତନ କ୍ୟାଲେଣ୍ଡର୍ ଉନ୍ମୋଚିତ କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଏହା ପୂର୍ବରୁ ଓଡ଼ିଆ…

ଟ୍ରକ୍‌ ସହ ଯାତ୍ରୀବାହୀ ବସ୍ ଧକ୍କା, ୩୦ରୁ ଊର୍ଦ୍ଧ୍ବ ଆହତ

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଦୁର୍ଘଟଣା । ଟ୍ରକକୁ ଏକ ଯାତ୍ରୀବାହି ବସ୍‌ ପଛପଟୁ ପିଟିବା ଫଳରେ ଘଟଣାରେ ୩୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଖଲ୍ଲିଖୋଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଆଜି ସକାଳେ…

ରାଉରକେଲାରେ ଚାଞ୍ଚଲ୍ୟ; ଗଳାକଟା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା: ଦିନକୁ ଦିନ ଅଶାନ୍ତ ହେବାରେ ଲାଗିଛି ରାଉରକେଲା । ଦିନକ ପରେ ସହରରେ ଆଉ ଏକ ହତ୍ୟାକାଣ୍ଡ ଘଟିଛି । ଗଳାକଟା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ରଘୁନାଥପାଲି ଥାନା ଏସଟିଆଇ ଛକ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ତେବେ ଉଦ୍ଧାର ଯୁବକଙ୍କ ପରିଚୟ ଅସ୍ପଷ୍ଟ…

୫ ଦିନ ତାଣ୍ଡବ ରଚିବ କାଳବୈଶାଖୀ; ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ଗରମ ଭିତରେ କାଳବୈଶାଖୀ କାରଣରୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ହ୍ରାସ ପାଇଛି । ଆସନ୍ତା ୧୭ ତାରିଖ ଯାଏଁ ବର୍ଷିବ କାଳବୈଶାଖୀ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ସୂଚନା…

ସମ୍ବଲପୁରରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର

ସମ୍ବଲପୁର: ସମ୍ବଲପୁରରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍‌କାଉଣ୍ଟର । ରଙ୍ଗିଆଟିକ୍ରାରେ ଅପରାଧୀ ସୀତାରାମ ଷଡ଼ଙ୍ଗୀକୁ ଏନକାଉଣ୍ଟର କରିଛି ପୋଲିସ । ସୀତାରାମର ବାମ ଗୋଡ଼ରେ ବାଜିଛି ଗୁଳି । ତାକୁ ଗୁରୁତର ଅବସ୍ଥାରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି । ତେବେ ସୀତାରାମ…